Daily Archives

୨୧ମାସର ଭତ୍ତା ଟଙ୍କା ହଡପ ଘଟଣାରେ ଦଳିତ ଅଧିକାର ମଞ୍ଚର ସିନାପାଲି ବ୍ଲକ ସମ୍ମୁଖରେ ଗଣ ଧାରଣା

ନୂଆପଡ଼ା, (କେପିଏନ୍‌ଏସ୍‌) : ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ସଦର ପଞ୍ଚାୟତରେ କୁନ୍ତି ମେହେରଙ୍କ ୨୧ ମାସର ଭତ୍ତା ଟଙ୍କା ହଡପ କରିଥିବା ଅଭିଯୋଗରେ ଦୁର୍ନୀତି କରିଥିବା ପିଇଓଙ୍କ ବିରୋଧରେ ବହିଷ୍କାର ଦାବି କରି ଦଳିତ ଅଧିକାର ମଞ୍ଚ ସିନାପାଲି ବ୍ଲକ ସମ୍ମୁଖରେ ଗଣଧାରଣା ଦେଇଛି । ଦୀର୍ଘ
Read More...

ଦମକିପାଲି ବିଦ୍ୟାଳୟରେ ନିପୁଣ ମେଳା ଅନୁଷ୍ଠିତ

ପାଟଣାଗଡ଼, (କେପିଏନ୍‌ଏସ୍‌) : ପାଟଣାଗଡ଼ ବ୍ଳକ ଅନ୍ତର୍ଗତ ଛୁଆଲିଉଦର କ୍ଳଷ୍ଟର ସ୍ତରୀୟ ନିପୁଣ ଓଡ଼ିଶା ମେଳା- ୨୦୨୫ ଦମକିପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଥିଲା । କାର୍ଯ୍ୟକ୍ରମରେ ସୁଶ୍ରୀ ସବିତା ଭୋଇ ସଭାପତିତ୍ଵ କରିଥିବା ହେଳେ ସଭାରେ ମୁଖ୍ୟ ଅତିଥି ଭାବରେ କ୍ଳଷ୍ଟର
Read More...

ମହୁଲପାଲିରେ ମାଘ ପୂର୍ଣିମାରେ ଅଙ୍ଗ ଆଳତୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଭାରରତୀୟ ସଂସ୍କୃତି ପରମ୍ପରାରେ କେଉଁ ଅନାଦିକାଳରୁ ପ୍ରକୃତି, ନଦନଦୀ, ବୃକ୍ଷଲତାକୁ ଉପାସନା କରିବାର ଧାରା ରହି ଆସିଛି । ଏହାକୁ ଆଧାର କରି ଆଜି ବୁଧବାର ମାଘ ପୂର୍ଣିମା ତିଥି ସନ୍ଧ୍ୟା ୬ ଘଣ୍ଟା ସମୟରେ ଐତିହାସିକ ୬ତମ ଅଙ୍ଗ ଆଳତୀ କରାଯାଇଅଛି ।
Read More...

ବରତୁଣ୍ଡା ଗାଁରେ ମାଁ ଦ୍ୱାରସେନି କ୍ରିକେଟ ଟୁର୍ଣ୍ଣାମେଣ୍ଟ : ଖଇରଭାଡ଼ିକୁ ପରାସ୍ତ କରି ଜୁରାବନ୍ଧ ବିଜୟୀ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ କପିଲାଭଟା ପଞ୍ଚାୟତ ବରତୁଣ୍ଡା ଗାଁରେ ମାଁ ଦ୍ୱାରସେନି କ୍ରିକେଟ ଟୁର୍ଣ୍ଣାମେଣ୍ଟ ଆଜି ଦ୍ଵିତୀୟ ଦିବସରେ ପହଞ୍ଚିଛି । ଆୟୋଜିତ ଦ୍ଵିତୀୟ ଦିବସରେ ମୁଖ୍ୟ ଅତିଥି ଭାବେ କପିଲାଭଟା ପଞ୍ଚାୟତ
Read More...

ଜିଜ୍ଞାସା ଶିକ୍ଷାକେନ୍ଦ୍ରରେ ବିଦାୟକାଳୀନ ସମ୍ବର୍ଦ୍ଧନା

ଭୋଗରାଇ (କେପିଏନ୍‌ଏସ୍‌) : ଭୋଗରାଇ ବ୍ଲକ ଅନ୍ତର୍ଗତ ଦହମୁଣ୍ଡାସ୍ଥିତ ଯୁକ୍ତ ଦୁଇ କଳା ଜିଜ୍ଞାସା ଶିକ୍ଷାକେନ୍ଦ୍ରରେ ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ ଶିକ୍ଷାକେନ୍ଦ୍ରର ଅଧ୍ୟକ୍ଷ ଶିବ ନାରାୟଣ ପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଯୁକ୍ତ ଦୁଇ ପ୍ରଥମ
Read More...

ଫ୍ରେଣ୍ଡସ କ୍ଲବ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ : ପ୍ରଥମ ସେମିରେ କଦଳୀପାଲି ବରଗଡ଼କୁ ହରାଇ ଦୋସ୍ତି ବ୍ରଦର୍ସ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସୁପରିଚିତ ଅନୁଷ୍ଠାନ ଫ୍ରେଣ୍ଡସ କ୍ଲବ ପକ୍ଷରୁ ପ୍ରଥମ ସେମିଫାଇନାଲ ରାଜ୍ୟ ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ସହର ସ୍ଥିତ ପୃଥ୍ୱୀରାଜ ହାଇସ୍କୁଲ ଖେଳ ପଡିଆରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ଲୋଟସ ଷଢଙ୍ଗୀଙ୍କ ସଭାପତିତ୍ୱରେ ମୁଖ୍ୟଅତିଥି
Read More...

ଆଟଗାଁ ହାଇସ୍କୁଲର ବାର୍ଷିକ ଉତ୍ସବ ଉଦ୍‌ଯାପିତ

"ଛାତ୍ର ଜୀବନ ଅନୁଭୂତି ଓ ଅଭିଜ୍ଞତା ଅର୍ଜନର ସମୟ" ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁତଳା ବ୍ଲକ ଅନ୍ତର୍ଗତ ଆଟଗାଁ ସରକାରୀ ହାଇସ୍କୁଲର ବାର୍ଷିକୋତ୍ସବ ଉଦ୍‌ଯାପିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦିଲିପ କୁମାର ଯୋଶୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍‌ଘାଟନୀ ସଭାରେ
Read More...

ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ ରାଉରକେଲା ପକ୍ଷରୁ ଦୁଇଦିନିଆ ବାର୍ଷିକ ବସନ୍ତ ଉତ୍ସବ କାର୍ଯ୍ୟକ୍ରମ ଉଦ୍‌ଘାଟିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ପାନପୋଷ ସ୍ଥିତ ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ ଏବଂ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ରାଉରକେଲା ପକ୍ଷରୁ ଦୁଇଦିନିଆ ବାର୍ଷିକ ବସନ୍ତ ଉତ୍ସବ କାର୍ଯ୍ୟକ୍ରମ ମହାବିଦ୍ୟାଳୟ ପରିସରରେ ଉଦ୍‌ଘାଟିତ ହୋଇଛି । ଦୁଇଦିନ ଧରି ହେବାକୁ ଥିବା ଏହି
Read More...

ଡୁଙ୍ଗୁରିପାଲି ବ୍ଲକସ୍ତରୀୟ ତ୍ରି ଦିବସୀୟ ଦକ୍ଷତା ବିକାଶ ପ୍ରଶିକ୍ଷଣ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଣ୍ଡକିଟାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ସାମଗ୍ରିକ ବିକାଶ ଉପରେ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମାୟାବର୍ହା, ରାମପୁର,
Read More...

ଚତୁର୍ଦ୍ଦଶ ଭାରତ-ଫ୍ରାନ୍ସ ସିଇଓ ଫୋରମରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଭିଭାଷଣ

ନୂଆଦିଲ୍ଲୀ, (ପିଆଇବି) : ବୁଧବାର ଦିନ ଅନୁଷ୍ଠିତ ହୋଇଥିବା ଚତୁର୍ଦ୍ଦଶ ଭାରତ-ଫ୍ରାନ୍ସ ସିଇଓ ଫୋରମରେ ଉଭୟ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ମିଳିତ ଭାବେ ଉଦବୋଧନ ଦେଇଛନ୍ତି । ଏହି ଫୋରମରେ ଉଭୟ ପକ୍ଷର ବିଭିନ୍ନ କମ୍ପାନୀର ଏକାଧିକ ସିଇଓ
Read More...