Daily Archives

ପ୍ରତିଭା ଅନ୍ୱେଷଣ ସଂଗୀତ ଭିତ୍ତିକ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ୱେଚ୍ଛାସେବୀ ଅନୁଷ୍ଠାନ ସାଇ ସରଗମ ମ୍ୟୁଜିକାଲ ଆଣ୍ଡ ସୋସିଆଲ ଟ୍ରଷ୍ଟ ତରଫରୁ ସହରରେ ଥିବା ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନରେ ଆଣିବା ପାଇଁ ପ୍ରୟାସ ଜାରିରଖିଛି । ଏହି କ୍ରମରେ ଟ୍ରଷ୍ଟ ପକ୍ଷରୁ ପ୍ରତିବର୍ଷ ଭଳି ଚଳିତ ବର୍ଷ 'ରାଗ୍ କେ ସିତାରେ'ଶୀର୍ଷକ
Read More...

କର୍ଲା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଆୟାମ-୨୦୨୫ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଚଳକୀ ପଞ୍ଚାୟତ କର୍ଲା ଗ୍ରାମରେ ଥିବା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଆୟାମ-୨୦୨୫ ମଙ୍ଗଳବାର ପୂର୍ବାହ୍ନରେ ବିଦ୍ୟାଳୟ ପରିସରରେ ଏକ ଭବ୍ୟସମାରୋହରେ ଅନୁଷ୍ଠିତ ହୋଇଯାଇଛି । କର୍ଲା ଉନ୍ନୀତ
Read More...

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ସମର୍ପଣ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବିଜେପି ଦଳ ପକ୍ଷରୁ ପାଇକମାଲ ମଣ୍ତଳ ସ୍ତରୀୟ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ସମର୍ପଣ ଦିବସ ବରଗଡ ସାଂସଦଙ୍କ ପାଇକମାଲ ସ୍ଥିତ ବିଜେପି କାର୍ଯ୍ୟାଳୟରେ ପାଳିତ ହୋଇଯାଇଛି । ଏହା ବରିଷ୍ଠ ବିଜେପି ନେତା ଗୋବର୍ଦ୍ଧନ ଅଗ୍ରୱାଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ
Read More...

ବିସ୍ତାପିତଙ୍କ ବ୍ୟଥା ଶୁଣୁ ନାହାନ୍ତି ସରକାର ଓ ପ୍ରଶାସନ : ଆନ୍ଦୋଳନ ମୁହାଁ ହେବେ ବିସ୍ତାପିତ – ନରସିଂହ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଅସମ୍ପୂର୍ଣ୍ଣ ପ୍ରକଳ୍ପକୁ ପୂର୍ବତନ ସରକାର ଭୋଟ ଲୋଭରେ ଉଦ୍‌ଘାଟନ କଲେ । ଲୋକଙ୍କ ବୃହତ୍ତର ସ୍ୱାର୍ଥକୁ ଦେଖି ବିସ୍ତାପିତମାନେ ଅନେକ ସମସ୍ୟା ଥିଲେ ହେଁ ଚୁପ ରହିଲେ । ପ୍ରଶାସନ ଓ ବିଭାଗୀୟ ଅଧିକାରୀମାନେ ସବୁ ସମାଧାନର ପ୍ରତିଶୃତି ଦେଇଥିଲେ କିନ୍ତୁ ଆଜି
Read More...

ରୁଗୁଡ଼ିପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକୋତ୍ସବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଲଣ୍ଡାପଥର ପଞ୍ଚାୟତ ରୁଗୁଡ଼ିପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକୋତ୍ସବ ଉଦ୍‌ଯାପିତ ହୋଇଯାଇଛି । ପ୍ରଧାନଶିକ୍ଷକ ବିଧାନ ସେଠଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥିଭାବେ ପଞ୍ଚାୟତ ସରପଞ୍ଚ ଶ୍ରୀମତି ଦେମନ୍ତୀ ଖେତି ଓ ସମ୍ମାନିତ ଅତିଥି
Read More...

ଇ-ୱେଷ୍ଟ ସମ୍ପର୍କିତ କର୍ମଶାଳା ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଏସ.ପି.ସି.ବି. ଏବଂ ହୁଲାଡେ଼କର ମିଳିତ ଆନୁକୂଲ୍ୟରେ ଇ-ୱେଷ୍ଟ ପରିଚାଳନା ନେଇ ଏକ କର୍ମଶାଳା ଆଜି ସ୍ଥାନୀୟ ବ୍ରାହ୍ମଣୀ କ୍ଲବ ଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଏସ.ପି.ସି.ବି.ରାଉରକେଲା ଆଞ୍ଚଳିକ ଶାଖା ଅଧିକାରୀ ତଥା ଅତିରିକ୍ତ ମୁଖ୍ୟ ପରିବେଶ
Read More...

ବରତୁଣ୍ଡା ଗାଁରେ ମାଁ ଦ୍ୱାରସେନି କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ କପିଲାଭଟା ପଞ୍ଚାୟତ ବରତୁଣ୍ଡା ଗାଁରେ ମାଁ ଦ୍ୱାରସେନି କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି । ଏଥିରେ ବରତୁଣ୍ଡା ଗାଁର ଝାଙ୍କର ଅମୃତ ଭୋଇ ପୂଜାର୍ଚ୍ଚନା କରିଥିଲେ । ଆୟୋଜିତ ଉଦ୍‌ଘାଟନୀ
Read More...

ଏଡ୍‌ସ ସଚେତନତା ରେଲି ଆୟୋଜିତ

ଜରାସିଂହା, (କେପିଏନ୍‌ଏସ୍‌) : ଜରାସିଂହା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ରେଡ୍‌ ରିବନ୍‌ କ୍ଲବ୍‌ ଦ୍ୱାରା ଏକ ସଚେତନତା ରେଲି ଆୟୋଜନ ହୋଇଯାଇଛି । ୟୁଥ୍‌ ରେଡକ୍ରସ୍‌ କାଉନ୍‌ସେଲର ପ୍ରାଧ୍ୟାପକ ଦୁର୍ବାଦଳ ଘିବେଲାଙ୍କ ତତ୍ତ୍ୱାବଧାନରେ ରେଡ୍‌ ରିବନ୍‌ କ୍ଲବ୍‌ ସ୍ୱେଚ୍ଛାସେବୀ ଛାତ୍ରଛାତ୍ରୀମାନେ
Read More...

ଖୋଲାନ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ୨୧ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ ବ୍ଲକ ଅନ୍ତର୍ଗତ ଖୋଲାନ ଠାରେ ଥିବା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୧ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ଭାରତୀୟ ଜନତା ପାର୍ଟିର ଜିଲ୍ଲା ସଭାପତି ଶ୍ରୀବତ୍ସ ବେହେରା, ବିଶିଷ୍ଟ ଅତିଥି ଭାବେ ଖୋଲାନ
Read More...

ଜାମୁଟ କ୍ଲଷ୍ଟର ସ୍ତରୀୟ ନିପୁଣ ମେଳା ଓ ଶିକ୍ଷଣ ଉପକରଣ ପ୍ରସ୍ତୁତି କର୍ମଶାଳା ଅନୁଷ୍ଠିତ

ଗୁଡଭେଲା/ତୁଷୁରା, (କେପିଏନ୍‌ଏସ୍‌) : ଓଡ଼ିଶା ସରକାରଙ୍କ ଯୋଜନାନୁସାରେ ଜାମୁଟ କ୍ଲଷ୍ଟର ସ୍ତରୀୟ ନିପୁଣ ଓଡ଼ିଶା ମେଳା ଓ ଶିକ୍ଷଣ ଉପକରଣ ପ୍ରସ୍ତୁତି କର୍ମଶାଳା ଗମ୍ଭାରୀଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ପ୍ରଧାନ ଶିକ୍ଷକ କୈଳାସ ମହାନନ୍ଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।
Read More...