Daily Archives

ଓ.କେ.ସି.ଏଲ.ର ଗଞ୍ଜାମ ଓ ଗଜପତି ଜିଲ୍ଲାସ୍ତରୀୟ ବାର୍ଷିକ ଉତ୍ସବ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସ୍ଥିତ ଡି.ଆର.ଡି.ଏ. କାର୍ଯ୍ୟାଳୟର ଜଉଗଡ ସମ୍ମିଳନୀ କକ୍ଷରେ ଓ.କେ.ସି.ଏଲ.ର ଜିଲ୍ଲାସ୍ତରୀୟ ବାର୍ଷିକ ଉତ୍ସବ-୨୦୨୫ ସମ୍ପନ୍ନ ହୋଇଯାଇଛି । ଓ.କେ.ସି.ଏଲ. ଗଞ୍ଜାମ ଜିଲ୍ଲାର ମୁଖ୍ୟ ଏସ. ରେଖା ମହାନ୍ତିଙ୍କ ଅଧ୍ୟକ୍ଷତାରେ ଏହା ଅନୁଷ୍ଠିତ
Read More...

ଗୋଟିଏ ରାତିରେ ତିନୋଟି ସ୍ଥାନରୁ ସିରିଜ ଚୋରୀ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଟାଉନରେ ଗୋଟିଏ ରାତ୍ରରେ ତିନୋଟି ସ୍ଥାନରୁ ସିରିଜ ଚୋରୀ ହୋଇଥିବା ଜଣାପଡିଛି । ଘଟଣାରୁ ପ୍ରକାଶ ଯେ, ଶନିବାର ମଧ୍ୟ ରାତ୍ର ପରେ ପରେ ବାଲିଗୁଡା ଟାଉନର ତହସିଲଦାରଙ୍କ କ୍ୱାଟର ସମ୍ମୁଖରେ ଥିବା ଗିରିଜା ମେଡ଼ିସିନ
Read More...

ଫ୍ରେଣ୍ଡସ କ୍ଲବ ଦ୍ୱିତୀୟ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ : ଗ୍ରାଣ୍ଡ ଫାଇନାଲରେ ୟଙ୍ଗ ଉତ୍କଳ କ୍ଲବ କଟକ ବନାମ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସୁଦୂର ପ୍ରସାରି ଅନୁଷ୍ଠାନ ଫ୍ରେଣ୍ଡସ କ୍ଲବ ପକ୍ଷରୁ ରାଜ୍ୟ ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ସପ୍ତମ ତଥା ଉଦ୍‌ଯାପନୀ ଦିବସ ଦିନରେ ସହର ସ୍ଥିତ ପୃଥ୍ୱୀରାଜ ହାଇସ୍କୁଲ ଖେଳ ପଡିଆରେ ୟଙ୍ଗ ଉତ୍କଲ କଟକ ବନାମ ଦୋସ୍ତି ବ୍ରଦର୍ସ ସୁନ୍ଦରଗଡ ମଧ୍ୟରେ
Read More...

ପୁରେନାରେ ଗୌଣ୍ଡୱାନା ଗୋଣ୍ଡ ମହାସଭାର ବାର୍ଷିକ ସମାବେଶ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ପୁରେନା ଗ୍ରାମ ଠାରେ ଗୌଣ୍ଡୱାନା ଗୋଣ୍ଡ ସମାଜ ପୁରେନା ସର୍କଲର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ସର୍କଲ ସଭାପତି ଶୁକଦେବ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକକୁ ଉପ ସଭାପତି
Read More...

ଜୁନାଗଡ଼ ମହୋତ୍ସବରେ ସ୍ଥାନୀୟ ହାଇସ୍କୁଲ ଛାତ୍ରଛାତ୍ରୀଙ୍କ ରଙ୍ଗାରଙ୍ଗ ଲାଇଭ କାର୍ଯ୍ୟକ୍ରମ ପ୍ରଦର୍ଶନ

କଳାହାଣ୍ଡି, (କେପିଏନ୍‌ଏସ୍‌) : ଜୁନାଗଡ ମହୋତ୍ସବର ଦ୍ଵିତୀୟ ସନ୍ଧ୍ୟାରେ ପିଏମ ଶ୍ରୀ ହାଇସ୍କୁଲ ଜୁନାଗଡର ଛାତ୍ରଛାତ୍ରୀମାନେ ଉଚ୍ଚକୋଟୀର ଲାଇଭ ନୃତ୍ୟ ଗୀତ ପ୍ରଦର୍ଶନ କରି ଦର୍ଶକଙ୍କ ମନକୁ ମୋହି ନେଇଥିଲେ । ଜନ୍ମରୁ ମୃତ୍ୟୁ ପର୍ଯ୍ୟନ୍ତ ଘଟୁଥିବା ଘଟଣାବଳୀଙ୍କୁ "ଜୀବନ ଗୀତ" ନାମକ
Read More...

ମେଣ୍ଡାକୁ ବ୍ଲକ ଘୋଷଣା ଦାବି ନେଇ ସର୍ବସାଧାରଣ ବୈଠକ

ତରଭା, (କେପିଏନ୍‌ଏସ୍‌) : ରାଜ୍ୟରେ ନୂତନ ବ୍ଲକ ପୁନଃଗଠନ ନେଇ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ମନ୍ତ୍ରୀଙ୍କ ସୂଚନା ପରେ ବିଭିନ୍ନ ସ୍ଥାନରେ ନୂତନ ବ୍ଲକ ଗଠନ ନେଇ ଦାବି ଉଠିଛି । ସେହିକ୍ରମରେ ସୁବର୍ଣ୍ଣପୁର ଜିଲ୍ଲାର ସର୍ବପୁରାତନ ତଥା ବୃହତଗ୍ରାମ ଐତିହାସିକ ମେଣ୍ଡା ଗ୍ରାମ ପଞ୍ଚାୟତକୁ
Read More...

ଟିଟିଲାଗଡ଼ ବିଧାୟକ ନବୀନ ଜୈନଙ୍କ ପ୍ରସ୍ତାବ କ୍ରମେ ଶିବରାତ୍ରି ମେଳାରେ ଦୋକାନର ଭଡ଼ାକୁ ୧୦ ପ୍ରତିଶତ ହ୍ରାସ କଲେ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଚଳିତ ବର୍ଷ ମଧ୍ୟ ଧୁମ୍‌ଧାମରେ ପାଳନ କରାଯିବ ଟିଟିଲାଗଡ଼ର ପ୍ରସିଦ୍ଧ ମହାଶିବରାତ୍ରି । ଦୋକାନୀଙ୍କ ସ୍ୱାର୍ଥ ଦୃଷ୍ଟିରୁ ମହାଶିବରାତ୍ରି ମେଳାରେ ଦୋକାନୀଙ୍କୁ ବଡ ଉପହାର ଦେଲେ ବିଧାୟକ ନବୀନ ଜୈନ । ବିଧାୟକ ଶ୍ରୀ ଜୈନଙ୍କ ପ୍ରସ୍ତାବକୁ ଗ୍ରହଣ କରିଲା
Read More...

ଆଇଏସ୍‌ପିଏଲ୍‌ ସିଜିନ – ୨ରେ ବଲାଙ୍ଗିରର ପୁଅ ମହେନ୍ଦ୍ର ଅମିତାଭ ବଚ୍ଚନଙ୍କ ହାତରୁ ଟ୍ରଫି ଗ୍ରହଣ କଲେ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପାଟଣାଗଡ ବ୍ଲକ ବାଲିପଟା ତଥା ଇନ୍ଦିରା ନଗର ନିବାସୀ ଦୁତିବାହାଲ ଚନ୍ଦନଙ୍କ ୨ୟ ପୁତ୍ର ଆଇଏସ୍‌ପିଏଲ୍‌ ସିଜିନ-୨ (ଇଣ୍ଡିଆନ ଷ୍ଟ୍ରିଟ ପ୍ରିମିୟର ଲିଗ) ଗତ ଜାନୁୟାରୀ ୧୯ରୁ ଖେଳିବାକୁ ଯାଇଥିଲେ । ସିନେମା ଅଭିନେତା ଅମିତାଭ ବଚ୍ଚନଙ୍କ ଟିମ୍‌ ମଝି ମୁମ୍ବାଇ
Read More...

ଜିଲ୍ଲା ପତଞ୍ଜଳି ଯୋଗ ପରିବାର ତରଫରୁ ଯୋଗ ରତ୍ନରେ ବିଭୂଷିତା ମହିଳା ପ୍ରଭାରୀ ନିତମ୍ବିନୀ ସ୍ୱାଇଁଙ୍କୁ ବିପୁଳ…

ରାଉରକେଲା, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ଼ ଜିଲ୍ଲା ପତଞ୍ଜଳି ଯୋଗ ପରିବାର ତରଫରୁ ଆଜି ପୂର୍ବାହ୍ନ ୧୧.୩୦ ଘଟିକା ସମୟରେ ଯୋଗ ରତ୍ନରେ ବିଭୂଷିତା ଜିଲ୍ଲା ମହିଳା ପତଞ୍ଜଳି ଯୋଗ ସମିତି ପ୍ରଭାରୀ ତଥା ରାଜ୍ୟ କାର୍ଯ୍ୟକାରୀଣି ସଦସ୍ୟା ନିତମ୍ବିନୀ ସ୍ୱାଇଁଙ୍କୁ ସମ୍ବର୍ଦ୍ଧନା ଦେବା ଅବସରରେ
Read More...

ଟିଟିଲାଗଡ଼ କଂଗ୍ରେସ ଦଳ ତରଫରୁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ଠାରେ କଂଗ୍ରେସ ବିଧାୟକ ପ୍ରାର୍ଥୀ ବିରେନ୍ଦ୍ର ବାଗଙ୍କ ଆବାହକତ୍ୱରେ ତଥା ଦେବାନନ୍ଦ ସାହୁଙ୍କ ସଭାପତିତ୍ୱରେ କଂଗ୍ରେସ କର୍ମୀ ମାନଙ୍କୁ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ୧୮ ତାରିଖ
Read More...