Daily Archives

ମାଣ୍ଡୋସିଲ ପଞ୍ଚାୟତ ସ୍ତରୀୟ ଲକ୍ଷେ ଘର ଗଣ୍ଡା ସମାଜର ବାର୍ଷିକ ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ଭୂତମୁଣ୍ଡା ଡେମ ଠାରେ ସ୍ଥାୟୀ ସଭାପତି ଲଳିତ ଜଗତଙ୍କ ସଭାପତିତ୍ୱରେ ମାଣ୍ଡୋସିଲ ପଞ୍ଚାୟତ ସ୍ତରୀୟ ଲକ୍ଷେ ଘର ଗଣ୍ଡା ସମାଜର ବାର୍ଷିକ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଧରୋଲ, ଭୂତମୁଣ୍ଡା,
Read More...

ଜ୍ଞାନ ବିଜ୍ଞାନ, କଳା ସଂସ୍କୃତିର‌ ମହୋତ୍ସବ ବିଦ୍ୟାଳୟର ବାର୍ଷିକ ଉତ୍ସବ

ନୂଆପଡା, (କେପିଏନ୍‌ଏସ୍‌) : ନୂଆପଡା ଜିଲ୍ଲା ବୋଡ଼େନ ବ୍ଲକ ଅନ୍ତର୍ଗତ ଅନୁସୂଚୀତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଦ୍ଵାରା ପରିଚାଳିତ ମହୁଲପଡା ସେବାଶ୍ରମ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ କମଳ ସିଂ ମାଝୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ
Read More...

ବ୍ଲକ ସ୍ତରୀୟ ଜୁନିୟର ରେଡକ୍ରସ ପରାମର୍ଶଦାତାଙ୍କ ପ୍ରଶିକ୍ଷଣ ଶିବିର

ସଇଁତଳା, (କେପିଏନ୍‌ଏସ୍‌) : ବ୍ଲକସ୍ତରୀୟ ଜିଲ୍ଲା ଜୁନିୟର ରେଡକ୍ରସ ପରାମର୍ଶଦାତାଙ୍କ ଏକଦିବସୀୟ ପ୍ରଶିକ୍ଷଣ ଶିବିର ସଇଁତଳା ସରକାରୀ ବାଳିକା ବିଦ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ବିନୟ କୁମ୍ଭାରଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ
Read More...

ଆଟଗାଁ ହାଇସ୍କୁଲରେ ବିଦାୟ ସମ୍ବର୍ଦ୍ଧନା ପର୍ବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁତଲା ବ୍ଲକ ଅନ୍ତର୍ଗତ ଆଟଗାଁ ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଦିଲିପ ଯୋଶୀଙ୍କ ଅଧ୍ୟକ୍ଷ୍ୟତାରେ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ବିଦାୟ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଦଶମ ଶ୍ରେଣୀର ସୃତିରେଖା ନାଏକ, ମିଲନ ଗୁରୁ,
Read More...

ଧର୍ମୀୟ ସମାଜରେ ବିଶ୍ୱାସ, ଅବିଶ୍ୱାସ ଓ ଅନ୍ଧବିଶ୍ୱାସ ସମ୍ପର୍କରେ ଆଲୋଚନାଚକ୍ର :

ରାଉରକେଲା, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ ଲେଖକ ସାମ୍ମୁଖ୍ୟ ଏବଂ ମଧୁସୂଦନ ପାଠାଗାରର ମିଳିତ ଆନୁକୂଲ୍ୟରେ ମାସିକ ଆଲୋଚନା ଆସର, ଗଳ୍ପ ପାଠ ଓ ସାରସ୍ୱତ କବିତା ପାଠୋତ୍ସବ କାର୍ୟ୍ୟକ୍ରମ ଛେଣ୍ଡସ୍ଥିତ ମଧୁସୂଦନ ପାଠାଗାର ଠାରେ ଅନୁଷ୍ଠିତ ହୋଇଯାଇଛି । ଲେଖକ ସାମ୍ମୁଖ୍ୟର ସଭାପତି ସ୍ତମ୍ଭକାର
Read More...

ଛତ୍ରପୁର ସରସ୍ଵତୀ ଶିଶୁବିଦ୍ୟା ମନ୍ଦିରଠାରେ ୩୦ତମ ବାର୍ଷିକ ଉତ୍ସବ ସମ୍ପନ୍ନ :

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁରସ୍ଥ ଅନସ୍ଲୋ ମିନି-ଷ୍ଟାଡିୟମରେ ଠାରେ ଆୟୋଜିତ ଛତ୍ରପୁର ସରସ୍ଵତୀ ଶିଶୁବିଦ୍ୟାମନ୍ଦିର ୩୦ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଓଡିଶା ସରକାରଙ୍କ ଖଣି, ଇସ୍ପାତ,ବାଣିଜ୍ୟ ଓ ପରିବହନ ମନ୍ତ୍ରୀ
Read More...

ଗଞ୍ଜେଇ ଜବତ ଜଣେ ଗିରଫ

ତୁରେକେଲା, (ପିତାମ୍ବର ଦୀପ) : କଣ୍ଟାବାଞ୍ଜି ରେଲୱେ ଷ୍ଟେସନରୁ ଗଞ୍ଜେଇ ଜବତ ଜଣେ ଗିରଫ । ସୂଚନା ଅନୁସାରେ ମଙ୍ଗଳବାର ସକାଳ ୯ଟା ସମୟରେ ଗାନ୍ଧୀ ଧାମ ଏକ୍ସପ୍ରେସରେ ଯିବା ସମୟରେ ବଙ୍ଗୋମୁଣ୍ଡା ବ୍ଲକ ଝଲପ ଗାଁର ପ୍ରଭାକର ଭୋଇ (୪୨) ଏକ ବ୍ୟାଗରେ ଗଞ୍ଜେଇ ଚାଲାଣ କରୁଥିବା ଜିଆର୍‌ପି
Read More...

ବଙ୍ଗୋମୁଣ୍ଡା ଚମାର ମେହେର ହାଇସ୍କୁଲରେ ବ୍ଲକସ୍ତରୀୟ ନିପୁଣ ଓଡିଶା ମେଳା ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦର ଚମାର ମେହେର ହାଇସ୍କୁଲ ଠାରେ ବ୍ଲକସ୍ତରୀୟ ନିପୁଣ ଓଡିଶା ମେଳା ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ବାଗ୍‌ଦେବୀ ସରସ୍ୱତୀଙ୍କ ଫଟୋଚିତ୍ରରେ ପୂଜାର୍ଚ୍ଚନା କରାଯିବା ପରେ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା । ଏହି
Read More...

ଦେହରେ ଡିଜେଲ ଢାଳି ନିଜକୁ ଜାଳିଦେଲା ନାବାଳକ :

କଟକ : କଟକରେ ଅଘଟଣ । ଦେହରେ ଡିଜେଲ ଢାଳି ନିଆଁ ଲଗାଇ ନିଜକୁ ଜାଳିଦେଲା ନାବାଳକ । ପୁରୀଘାଟ ଥାନା ଅନ୍ତର୍ଗତ ମଠସାହିରେ ଅଭାବନୀୟ ଘଟଣା । ନିଜ ଦେହରେ ନିଆଁ ଲଗାଇ ନାବାଳକ ଜଣଙ୍କ ଆତ୍ମହତ୍ୟା କରିଥିବା ସୂଚନା ରହିଛି । ନାବାଳକର ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ହୋଇଛି । ଖବର ଅନୁଯାୟୀ, ମୃତକ
Read More...

ପଶ୍ଚିମାଶମ୍ଭୁ ସୋମନାଥ ଦେବ ପୀଠରେ ବିଶ୍ୱଶାନ୍ତି ମହାଯଜ୍ଞ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକର ପ୍ରସିଦ୍ଧ ଶୈବପୀଠ ହରିରାଜପୁର ପଶ୍ଚିମାଶମ୍ଭୁ ସୋମନାଥ ଦେବଙ୍କ ବିଜେସ୍ଥଳୀରେ ବିଶ୍ଵଶାନ୍ତି ମହାଜଜ୍ଞ କୁମ୍ଭ ୧ମ ଦିନ ବୁଧବାର ଠାରୁ ୭ଦିନ ଧରି ଅନୁଷ୍ଠିତ ହୋଇ ମଙ୍ଗଳବାର ଅପରାହ୍ନ ୫ଘଟିକା ଗୋଧୂଳି ଲଗ୍ନରେ
Read More...