ସିନାପାଲି ଜଗନ୍ନାଥ ମନ୍ଦିର ପ୍ରତିଷ୍ଠାର ବାର୍ଷିକ ଉତ୍ସବ ଉଦ୍ଯାପିତ
ସିନାପାଲି, (କେପିଏନ୍ଏସ୍) : ଗତ ଶୁକ୍ରବାର ଠାରୁ ଆରମ୍ଭ ହୋଇଥିବା ସିନାପାଲି ଜଗନ୍ନାଥ ମନ୍ଦିର ପ୍ରତିଷ୍ଠାର ଦ୍ୱାଦଶ ବାର୍ଷିକ ଉତ୍ସବ ଉଦ୍ଯାପିତ ହୋଇଯାଇଛି । ଏଥିସହ ୫ ଦିନ ବ୍ୟାପୀ ଅନୁଷ୍ଠିତ ହେଉଥିବା ନଅ କୁଣ୍ତୀୟ ଘୃତଯଜ୍ଞ, ଜ୍ଞାନଯଜ୍ଞ, ଅନ୍ନଯଜ୍ଞରେ ପୂର୍ଣ୍ଣାହୂତି ଘଟିଛି ।!-->…
Read More...
Read More...