Daily Archives

ଟିଟିଲାଗଡ଼ ସରକାରୀ ମହିଳା ଡ଼ିଗ୍ରୀ କଲେଜର ସପ୍ତମ ବାର୍ଷିକୋତ୍ସବ ଅନୁଷ୍ଠିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ ସରକାରୀ ମହିଳା ଡିଗ୍ରୀ କଲେଜର ସପ୍ତମ ଅରୁନିମା ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଟିଟିଲାଗଡ଼ ପୌରାଧ୍ୟକ୍ଷା ଶ୍ରୀମତୀ ମମତା ଦେବୀ ଜୈନ, ମୁଖ୍ୟବକ୍ତା ଭାବେ ଦିଲ୍ଲୀପ କୁମାର ପଶାୟତ, ସଭାପତି ରମେଶ
Read More...

ଟିଟିଲାଗଡ଼ ପୌରପରିଷଦରେ ନୂତନ ଜେସିବି ଲୋକାର୍ପିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଶୁକ୍ରବାର ସକାଳେ ଟିଟିଲାଗଡ଼ ପୌରପରିଷଦ କାର୍ଯ୍ୟାଳୟରେ ବିଭିନ୍ନ କାର୍ଯ୍ୟରେ ବ୍ୟବହାର ପାଇଁ ପ୍ରଥମଥର କ୍ରୟ କରାଯାଇଥିବା ଏକ ଜେସିବି ଗାଡ଼ି ପୌରଅଧ୍ୟକ୍ଷା ଶ୍ରୀମତୀ ମମତା ଦେବୀ ଜୈନଙ୍କ କରକମଳରେ ଲୋକାର୍ପିତ ହୋଇଯାଇଛି । ଏହି ଗାଡ଼ି ପୌରପରିଷଦର
Read More...

ତୁରେକେଲା କ୍ଲଷ୍ଟରରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ର ଅନ୍ତର୍ଗତ ବିଦ୍ୟାଳୟମାନଙ୍କରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ ହୋଇଯାଇଛି । ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବିରଞ୍ଚି ନାରାୟଣ ଦାଶଙ୍କ ତତ୍ତ୍ୱାବଧାନରେ ତୁରେକେଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅତିରିକ୍ତ
Read More...

କଳାହାଣ୍ଡିରେ ପରୀକ୍ଷା ଦେଲେ ୧୯, ୨୧୮ ମାଟ୍ରିକ ପରୀକ୍ଷାର୍ଥୀ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ରାଜ୍ୟରେ ଆଜି ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହୋଇଯାଇଛି । ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା ହୋଇଛି । ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲ୍ଲାର ୧୩୨ଟି ପରୀକ୍ଷା କେନ୍ଦ୍ରରେ ୧୯,୪୬୬ ଜଣ
Read More...

ଭଞ୍ଜନଗର ନୂତନ ଉପଜିଲ୍ଲାପାଳ ଭାବେ ଉମାଶଙ୍କର ବେହେରାଙ୍କ ଯୋଗଦାନ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଭଞ୍ଜନଗର ଉପଖଣ୍ଡ ନିମନ୍ତେ ନୂତନ ଉପଜିଲ୍ଲାପାଳ ଭାବେ ଉମାଶଙ୍କର ବେହେରା ଗତକାଲି ଯୋଗଦାନ କରିଛନ୍ତି । ଏହା ପୂର୍ବରୁ ଶ୍ରୀ ବେହେରା ଭଞ୍ଜନଗର ତହସିଲଦାର ଭାବେ କାର୍ଯ୍ୟରତ ଥିଲେ । ସେ ଜଣେ ସୁଦକ୍ଷ ପ୍ରଶାସକ ଭାବେ ବହୁ ଖ୍ୟାତି ଅର୍ଜନ କରିଛନ୍ତି
Read More...

ବଜେଟରେ ସୁନ୍ଦରଗଡ଼ ଜିଲ୍ଲାକୁ ଅଣଦେଖା ନେଇ ସଚେତନ ନାଗରିକ ମଞ୍ଚର କ୍ଷୋଭ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡିଶା ରାଜ୍ୟ ସରକାର ନିକଟରେ ବଜେଟ ବିଧାନସଭାରେ ଉପସ୍ଥାପନ କରିଛନ୍ତି । ସର୍ବମୋଟ ଦୁଇ ଲକ୍ଷ ନବେ ହଜାର ଟଙ୍କାର ସନ୍ତୁଳିତ ବଜେଟରେ ଷୋହଳଟି ନୂଆ ସହ କୃଷି ଓ ଅନ୍ୟାନ୍ୟ କ୍ଷେତ୍ରକୁ ପ୍ରାଧାନ୍ୟ ଦିଆଯାଇଛି । ରାଜ୍ୟର ସ୍ମାର୍ଟ ସିଟି ଭୁବନେଶ୍ୱର ପାଇଁ
Read More...

ଆର୍ଥିକ ସାକ୍ଷରତା ଏବଂ ଅନ୍ତର୍ଭୁକ୍ତିକରଣ ଶିବିର

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ଉପଖଣ୍ଡ ପ୍ରଶାସନର ଉପ-ଜିଲ୍ଲାପାଳ ସୁଶ୍ରୀ ଦୀନା ଦସ୍ତଗୀରଙ୍କ ନିର୍ଦ୍ଦେଶକ୍ରମେ ସଞ୍ଚୟ ଏବଂ ଆର୍ଥିକ ସେବା ବିଭାଗ ପକ୍ଷରୁ ଏକ ଆର୍ଥିକ ସାକ୍ଷରତା ଏବଂ ଅନ୍ତର୍ଭୁକ୍ତିକରଣ ଶିବିର ତା ୨୦.୦୨.୨୦୨୫ରିଖରେ ଅନୁଷ୍ଠିତ ହୋଇଯାଇଛିଫ
Read More...

ବ୍ରହ୍ମାକୁମାରୀ ସଂସ୍ଥାନ ଛତ୍ରପୁର ଶାଖା ପକ୍ଷରୁ ସପ୍ତାହ ବ୍ୟାପୀ ଶିବ ଜୟନ୍ତୀ ପାଳନ ସମ୍ଭାର ଉଦ୍‌ଘାଟିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଛତ୍ରପୁର ଶାଖା ଶାନ୍ତି ଅନୁଭୂତି ଭବନ ଆନୁକୂଲ୍ୟରେ ସପ୍ତାହ ବ୍ୟାପୀ ୮୯ତମ ତ୍ରିମୂର୍ତ୍ତୀ ଶିବ ଜୟନ୍ତୀ ମହୋତ୍ସବ ଛତ୍ରପୁର ନିକଟସ୍ଥ ସାହେବ ଜେନାପଲ୍ଲୀ ଠାରେ ଗୁରୁବାର ଆରମ୍ଭ ହୋଇଯାଇଛି ।
Read More...

ଅନ୍ତର୍ଜାତୀୟ ମାତୃଭାଷା ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ଓଡ଼ିଆ ଭାଷା ବିକାଶ ମଞ୍ଚ ତରଫରୁ ଅନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ ହୋଇଯାଇଛି । ମଞ୍ଚର ସଭାପତି ଶିକ୍ଷାବିତ ପ୍ରଶାନ୍ତ କୁମାର ପତିଙ୍କ ସଭାପତିତ୍ୱ ଓ ସାଧାରଣ ସମ୍ପାଦକ ଆର୍ତ୍ତତ୍ରାଣ ମହାପାତ୍ରଙ୍କ ଆବାହକତ୍ୱରେ
Read More...

ଗୁଡଭେଲା ବ୍ଲକରେ ନୂତନ ବିଇଓ ନମିତା ରାଣୀ ଭୋଇଙ୍କ ଯୋଗଦାନ

ଗୁଡଭେଲା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକରେ ନୂତନ ବିଇଓ ଭାବେ ନମିତା ରାଣୀ ଭୋଇ ଯୋଗଦାନ କରିଛନ୍ତି । ତାଙ୍କୁ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ଏବିଇଓ ରମେଶ ଚନ୍ଦ୍ର ସାମର୍ଥ, ସୁରେନ୍ଦ୍ର ସୁନା ଓ ବିପିନ ବାଗ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ ଜଣାଇଛନ୍ତି । ଶ୍ରୀମତୀ ଭୋଇ
Read More...