Daily Archives

ପ୍ରଧାନ ଶିକ୍ଷକଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

ସଇଁତଲା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ବୁଢାବାହାଲ ହାଇସ୍କୁଲର ପ୍ରଧାନ ଶିକ୍ଷକ ବରୁଣ କୁମାର ସାହୁଙ୍କୁ ସ୍କୁଲ ତରଫରୁ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଦିଲ୍ଲୀପ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ
Read More...

ତୁରେକେଲା କ୍ଲଷ୍ଟରରେ ଜାତୀୟ ବିଜ୍ଞାନ ଦିବସ ପାଳିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା କ୍ଲଷ୍ଟରର ବିଭିନ୍ନ ବିଦ୍ୟାଳୟରେ ଜାତୀୟ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି । ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବିରଞ୍ଚି ନାରାୟଣ ଦାଶଙ୍କ ତତ୍ତ୍ଵାବଧାନରେ ବ୍ଲକ କଲୋନୀ ପ୍ରାଥମିକ ବିଦ୍ୟାଳୟରେ ଜାତୀୟ ବିଜ୍ଞାନ ଦିବସ ପାଳନ ଅବସରରେ ସିଆରସିସି
Read More...

ପ୍ରସିଦ୍ଧ ମହାଶିବରାତ୍ରୀ ମେଳା ଟିକ୍ରାପଡାକୁ ଉପମୁଖ୍ୟମନ୍ତ୍ରୀଙ୍କ ପରିଦର୍ଶନ

ସଇଁତଲା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ଟିକ୍ରାପଡ଼ା ସ୍ଥିତ ସ୍ଵପ୍ନେଶ୍ଵର ବାବାଙ୍କ ପୀଠରେ ପ୍ରସିଦ୍ଧ ମହାଶିବରାତ୍ରୀ ମେଳାକୁ ଗୁରୁବାର ରାଜ୍ୟ ସରକାରଙ୍କ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ ପଦାର୍ପଣ କରିଥିଲେ । ସ୍ଥାନୀୟ ମହୋତ୍ସବ କମିଟି ତରଫରୁ ମନ୍ତ୍ରୀ
Read More...

ପୂର୍ଣ୍ଣା ସ୍କୁଲର ବାର୍ଷିକୋତ୍ସବ

କଠିନ ପରିଶ୍ରମ ହିଁ ଭାଗ୍ୟ ପରିବର୍ତ୍ତନ କରିପାରେ ବରଗଡ, (ନିରୋଜ କୁମାର ପାଣୀ) : ଵରଗଡ ଜିଲ୍ଲା ବିଜେପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟର ଜାରିଂ କ୍ଲଷ୍ଟର ଅନ୍ତର୍ଗତ ପୂର୍ଣ୍ଣା ସରକାରୀ ପ୍ରାଥମିକ ବିଦ୍ୟାଳୟର ଦ୍ୱିତୀୟ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଅବସରପ୍ରାପ୍ତ ଶିକ୍ଷକ
Read More...

ବ୍ଲକ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ଟିଓୟୁପି) ରେ ବ୍ଲକ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଶାନ୍ତ କୁମାର ସାହୁଙ୍କ ସଭାପତିତ୍ୱରେ ପାଳିତ ହୋଇଯାଇଛି । ଉକ୍ତ ସଭାରେ ଭାରପ୍ରାପ୍ତ ବିଇଓ ରାଧେଶ୍ୟାମ ମେହେର
Read More...

ଇଷ୍ଟକୋଷ୍ଟ ରେଲୱେ ଶ୍ରମିକ ୟୁନିୟନ ବଲାଙ୍ଗିରର ଦ୍ୱିବାର୍ଷିକ ସାଧାରଣ ସଭା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଇଷ୍ଟକୋଷ୍ଟ ରେଲୱେ ଶ୍ରମିକ ୟୁନିୟନ ବଲାଙ୍ଗିରର ଦ୍ୱିବାର୍ଷିକ ସାଧାରଣ ସଭା ୟୁନିୟନ ସଭାପତି କମ୍ରେଡ ମଧୁ ସାହୁଙ୍କ ଅଧ୍ୟକ୍ଷତାରେ ବଲାଙ୍ଗିର ଶ୍ରମିକ ୟୁନିୟନ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସାଧାରଣ ସଭାରେ ଜୋନାଲ ସାଧାରଣ ସଂପାଦକ ସନ୍ତୋଷ
Read More...

ଅଧ୍ୟାପିକାଙ୍କ ନାଁରେ ସଙ୍ଗୀନ ଅଭିଯୋଗ

ଭୁବନେଶ୍ୱର : ନିଉଡ ଭିଡ଼ିଓ କଲ୍ କରି ଲୋକଙ୍କୁ କରୁଥିଲେ ବ୍ଲାକମେଲ ଏହି ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱରରେ । ହନିଟ୍ରାପ୍ କରି ଟଙ୍କା ମାଗିଥିବା ଅଭିଯୋଗ । ଏହି ବ୍ଲାକମେଲର ଶିକାର ହୋଇଥିଲେ ଜଣେ ବିବାହିତ ଯୁବକ । ଏହାପରେ ତାଙ୍କର ବ୍ଲାକମେଲ ଅତିଷ୍ଠ ହେବାରୁ ସେ ଆତ୍ମହତ୍ୟା ଉଦ୍ୟମ
Read More...

ତୃତୀୟ ସଂଜୀବନୀ ପାଣିଗାହୀ ମେମୋରିଆଲ ଏବଂ ତ୍ରୋୟଦଶ ଗଜାନନ କ୍ରିକେଟ କପ ଉଦ୍‌ଘାଟିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଜମଲା ଗ୍ରାମ ପଂଚାୟତ ଡୁଙ୍ଗୁରିପାଲି ଠାରେ ତୃତୀୟ ସଂଜୀବନୀ ପାଣିଗ୍ରାହୀ ମେମୋରିଆଲ ଏବଂ ତ୍ରୋୟଦଶ ଗଜାନନ କ୍ରିକେଟ କପ୍‌ ଉଦ୍‌ଘାଟିତ ହୋଇଯାଇଛି । ଉଦ୍‌ଘାଟନୀ ଉତ୍ସବରେ ରାଧାମାଧବ ପାଣିଗ୍ରାହୀ ଓ ରାଧାରମଣ ପାଣିଗ୍ରାହୀ ଅତିଥି ଭାବରେ
Read More...

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଜାତୀୟ ବିଜ୍ଞାନ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଜାତୀୟ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି । ଏହି ଦିବସ ଅବସରରେ ମୁଖ୍ୟ ଅତିଥି ଡ.ଦ୍ୱାଦଶ ପ୍ରଧାନ ଦ୍ୱୀପ ପ୍ରଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମଟିକୁ ଆଗେଇ ନେଇଥିଲେ । ପ୍ରଧାନ ଆଚାର୍ଯ୍ୟ ଚୈତନ୍ୟ ଭୋଇ ଅତିଥି ପରିଚୟ
Read More...

ବଲାଙ୍ଗିରରେ ଉପମୁଖ୍ୟମନ୍ତ୍ରୀ ଏବଂ ରାଜସ୍ଵ ମନ୍ତ୍ରୀଙ୍କ ସମୀକ୍ଷା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନରେ ବଲାଙ୍ଗିର ଜିଲ୍ଲାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀ ଜିଲ୍ଲାର ରାଜସ୍ଵ ସମ୍ପର୍କିତ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଆଜି ଡିଏଫ୍‌ଓ ସମ୍ମିଳନୀ କକ୍ଷଠାରେ
Read More...