ବ୍ରହ୍ମାକୁମାରୀ ସଂସ୍ଥାନ ପକ୍ଷରୁ ୮୯ତମ ତ୍ରିମୂର୍ତ୍ତି ଶିବ ଜୟନ୍ତୀ ସମାରୋହ ପାଳିତ
ବ୍ରହ୍ମପୁର, (କେ ସତ୍ୟନାରାୟଣ ରେଡ୍ଡୀ) : ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଛତ୍ରପୁର ଶାଖା ଶାନ୍ତି ଅନୁଭୂତି ଭବନ ଆନୁକୂଲ୍ୟରେ ସପ୍ତାହ ବ୍ୟାପି ୮୯ ତମ ତ୍ରିମୂର୍ତ୍ତୀ ଶିବ ଜୟନ୍ତୀ ସମାରୋହ ପାଳିତ ହୋଇଯାଇଛି । ସପ୍ତାହ ବ୍ୟାପୀ ବିଭିନ୍ନ ପ୍ରାନ୍ତରେ ନଗର ପରିଭ୍ରମଣ,!-->…
Read More...
Read More...