Monthly Archives

February 2025

ପୋଖରୀରେ ବୁଡି ଦୁଇ ନାବାଳକ ମୃତ

ଲମତାପୁଟ : ପୋଖରୀରେ ବୁଡି ଦୁଇ ନାବାଳକଙ୍କ ମୃତ୍ୟୁ । ଲମତାପୁଟ ବ୍ଲକ ଅଉଡିପଡା ଗ୍ରାମରେ ଘଟିଛି ଅଘଟଣ । ମୃତ ନାବାଳକ ୨ ଜଣ ହେଲେ ସୂର୍ଯ୍ୟ ବଡ଼ନାୟକ ଏବଂ ସୁବାଷ ଚନ୍ଦ୍ର ସୀସା ଲମତାପୁଟ ବ୍ଲକ ଅଉଡିପଡା ଗ୍ରାମର ନାବାଳକ ସୂର୍ଯ୍ୟ ବଡ଼ନାୟକ ଏବଂ ସୁବାଷ ଚନ୍ଦ୍ର ସୀସା ଗ୍ରାମ ନିକଟରେ ଥିବା
Read More...

କଣ୍ଟାବାଞ୍ଜି ରେଳଷ୍ଟେସନ ଇଲାକାରେ ମଦ ବିକ୍ରି : ଶନିବାର ରାତିରେ ଚଢ଼ାଉ, ମୁଖ୍ୟ ଅଭିଯୁକ୍ତମାନେ ଫେରାର

କଣ୍ଟାବାଞ୍ଜି, (ଗୁରୁ ଦୟାଲ ହଂସ) : ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ରେଳଷ୍ଟେସନ ଇଲାକାରେ ଅବାଧ ମଦବିକ୍ରି ହେଉଥିବା ଜାଣି ଶନିବାର ରାତିରେ ଚଢ଼ାଉ ହୋଇଛି । ଏହି ଚଢ଼ାଉରେ କଣ୍ଟାବାଞ୍ଜି ଟାଉନ ପୋଲିସ ଜି ଆର୍ ପି ; ଆର୍ ପି ଏଫ୍ ଓ ଅବକାରୀ ବିଭାଗ ଦ୍ଵାରା ଚଢ଼ାଉ ହୋଇଥିଲା । ଚଢ଼ାଉ ବେଳେ
Read More...

ଓସିଏ ସଭାପତି ହେଲେ ପଙ୍କଜ ଲୋଚନ ମହାନ୍ତି

କଟକ : ଓସିଏ ସଭାପତି ହେଲେ ପଙ୍କଜ ଲୋଚନ ମହାନ୍ତି । ଓସିଏ ପକ୍ଷରୁ ବିଦ୍ଧିବଦ୍ଧ ଭାବେ ଘୋଷଣା କରାଯାଇଛି । ପୂର୍ବରୁ ଏକମାତ୍ର ସଭାପତି ପ୍ରାର୍ଥୀ ଭାବେ ନାମାଙ୍କନ କରିଥିଲେ । ସେଥିପାଇଁ ସେ ନିଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି । ପ୍ରଣବ ପ୍ରକାଶ ଦାସଙ୍କ ଇସ୍ତଫା ପରେ ପଦବୀ ଖାଲି ରହିଥିଲା
Read More...

ସ୍ୱାମୀ ବିବେକାନନ୍ଦ ଜ୍ଞାନ ମନ୍ଦିରର ୨୬ତମ ବାର୍ଷିକୋତ୍ସବ

ଭଲ ମଣିଷ ହେବା ଆଜିର ଆହ୍ୱାନ ବ୍ରହ୍ମପୁର, (କେପିଏନ୍‌ଏସ୍‌) : ବ୍ରହ୍ମପୁର ସହର ଉପକଣ୍ଠ ସ୍ଥିତ ଭାବିନୀପୁର ବିବେକାନନ୍ଦ ଜ୍ଞାନ ମନ୍ଦିରର ୨୬ ତମ ବାର୍ଷିକ ଉତ୍ସବ ପରିଚାଳନା କମିଟିର ପ୍ରତିଷ୍ଠାତା ସଭାପତି ରାଜେନ୍ଦ୍ର କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠାନ ପରିସରରେ ଅନୁଷ୍ଠିତ
Read More...

ଆଦାନୀ ଫାଉଣ୍ଡେସନ ପକ୍ଷରୁ କଣମଣା ପଞ୍ଚାୟତରେ ସାମାଜିକ ଦାୟିତ୍ୱ ବୋଧ କାର୍ଯ୍ୟକ୍ରମ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଆଦାନୀ ଫାଉଣ୍ଡେସନ ପକ୍ଷରୁ କଣମଣା ପଞ୍ଚାୟତରେ ବିଭିନ୍ନ ସାମାଜିକ ଦାୟିତ୍ୱବୋଧ କାର୍ଯ୍ୟକ୍ରମର ଆୟୋଜନ ହୋଇଯାଇଛି । କଣମଣା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ୮୦ ଲିଟର କ୍ଷମତା ବିଶିଷ୍ଟ ଆରଓ ଫିଲ୍ଟର ମେଶିନର ସ୍ଥାପନା ନିମନ୍ତେ ବିଦ୍ୟାଳୟ
Read More...

ଛତ୍ରପୁରର ଅଗ୍ରଣୀ ଇଂରାଜୀ ମାଧ୍ୟମ ବିଦ୍ୟାଳୟ ଏସ୍.ଟି.ପାୱଲ୍ ସ୍କୁଲର ଦ୍ୱିତୀୟ ବାର୍ଷିକ ଉତ୍ସବ ସମ୍ପନ୍ନ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁରର ଅନ୍ୟତମ ଅଗ୍ରଣୀ ଇଂରାଜୀ ମାଧ୍ୟମ ବିଦ୍ୟାଳୟଏସ୍.ଟି.ପାୱଲ୍ ସ୍କୁଲର ଦ୍ୱିତୀୟ ବାର୍ଷିକ ଉତ୍ସବ ବର୍ଣ୍ଣାଢ଼୍ୟ ସମାରୋହରେ ସମ୍ପନ୍ନ ହୋଇଯାଇଛି । ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ସ୍ଥିତ ଜିଲ୍ଲା ସଂସ୍କୃତି ଭବନ ପରିସରରେ ଶନିବାର
Read More...

ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଦୁଇ ଭାଇ କୋର୍ଟ ଚାଲାଣ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ଦୁର୍ନୀତି ନିବାରଣ ବିଭାଗ ଦ୍ୱାରା ସରପଞ୍ଚଙ୍କ ଦୁଇ ପୁଅ ଗିରଫ ହୋଇ କୋର୍ଟ ଚାଲାଣ ହେବା ଘଟଣା ଉଭୟ କଳାହାଣ୍ଡି ଓ ନୂଆପଡା ଜିଲ୍ଲାରେ ଚର୍ଚ୍ଚାର ବିଷୟ ହୋଇଛି । କୋର୍ଟ ଚାଲାଣ ହୋଇଥିବା ବ୍ୟକ୍ତି ଦ୍ୱୟ ନୂଆପଡା
Read More...

ଓଡ଼ିଶା ଆନ୍ତଃବିଶ୍ୱବିଦ୍ୟାଳୟ ପ୍ରତିଯୋଗିତାର ଚତୁର୍ଥ ଦିବସରେ ଖଲ୍ଲିକୋଟ ବିଧାୟକଙ୍କ ଯୋଗଦାନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ବିଶ୍ଵବିଦ୍ୟାଳୟରେ ଚାଲିଥିବା ଓଡ଼ିଶା ଆନ୍ତଃ ବିଶ୍ୱବିଦ୍ୟାଳୟ ସାହିତ୍ୟିକ ଓ ସାଂସ୍କୃତିକ ପ୍ରତିଯୋଗିତାର ଚତୁର୍ଥ ଦିନର କାର୍ଯ୍ୟକ୍ରମ ଅତି ରୋମାଞ୍ଚକର ଥିଲା । ଭଞ୍ଜ ବିହାର ମାଟିରେ ଓଡ଼ିଶାର ବିଭିନ୍ନ ବିଶ୍ଵବିଦ୍ୟାଳୟରୁ ଆସିଥିବା
Read More...

ମହାକୁମ୍ଭରେ ବୁଡ଼ ପକାଇବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ତ୍ରିବେଣୀରେ ଆସ୍ଥାର ବୁଡ଼ ପକାଇବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥିପାଇଁ ଭୁବନେଶ୍ୱରରୁ ପ୍ରୟାଗରାଜ ଅଭିମୁଖେ ଯାତ୍ରା କଲେ ସିଏମ୍ । ଦିନ ୧୧ଟା ୩୦ରେ ତ୍ରିବେଣୀ ସଙ୍ଗମରେ ପବିତ୍ର ସ୍ନାନ କରିବେ । ରବିବାର ପ୍ରୟାଗରାଜରେ ରହିବେ । ସୋମବାର ଅଯୋଧ୍ୟା ରାମମନ୍ଦିର ଯାଇ
Read More...

ସୋସିଆଲ ମିଡ଼ିଆର ଅପବ୍ୟବହାର କରି ବନ୍ଧା ହେଲେ ଯୁବକ : ଦେଢ଼ ବର୍ଷ ପରେ ଅଭିଯୁକ୍ତ ଗିରଫ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ. ନୂଆଗାଁ ଥାନା ଅଞ୍ଚଳରେ ଏକ ମହିଳାର ଫଟୋକୁ ସୋସିଆଲ ମିଡିଆ ୱାଟ୍ସଅପ ଓ ଫେସବୁକରେ ପୋଷ୍ଟ କରି ହଇରାଣ କରୁଥିବାରୁ ଜଣେ ଯୁବକକୁ କ. ନୂଆଗାଁ ପୋଲିସ ଜେଲ ହାଜତକୁ ପଠାଇଥିବା ଜଣାପଡ଼ିଛି ।
Read More...