ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ୨ ମୃତ
ଭୁବନେଶ୍ୱର : ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ମୃତ । ସୂଚନା ଅନୁଯାୟୀ, ବ୍ରହ୍ମପୁରରୁ ଏକ କାର୍ ଯୋଗେ କିଛି ଲୋକ ଭୁବନେଶ୍ୱର ଫେରୁଥିଲେ । ଗଙ୍ଗପଡ଼ା ଜାତୀୟ ରାଜପଥ ନିକଟରେ କାର୍କୁ ଏକ ଟ୍ରକ ଜୋରଦାର ଧକ୍କା ଦେଇଥିଲା । ଫଳରେ କାର୍ଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡିଥିଲା ।!-->…
Read More...
Read More...