Monthly Archives

February 2025

ବ୍ରହ୍ମାକୁମାରୀ ସଂସ୍ଥାନ ଛତ୍ରପୁର ଶାଖା ପକ୍ଷରୁ ସପ୍ତାହ ବ୍ୟାପୀ ଶିବ ଜୟନ୍ତୀ ପାଳନ ସମ୍ଭାର ଉଦ୍‌ଘାଟିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଛତ୍ରପୁର ଶାଖା ଶାନ୍ତି ଅନୁଭୂତି ଭବନ ଆନୁକୂଲ୍ୟରେ ସପ୍ତାହ ବ୍ୟାପୀ ୮୯ତମ ତ୍ରିମୂର୍ତ୍ତୀ ଶିବ ଜୟନ୍ତୀ ମହୋତ୍ସବ ଛତ୍ରପୁର ନିକଟସ୍ଥ ସାହେବ ଜେନାପଲ୍ଲୀ ଠାରେ ଗୁରୁବାର ଆରମ୍ଭ ହୋଇଯାଇଛି ।
Read More...

ଅନ୍ତର୍ଜାତୀୟ ମାତୃଭାଷା ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ଓଡ଼ିଆ ଭାଷା ବିକାଶ ମଞ୍ଚ ତରଫରୁ ଅନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ ହୋଇଯାଇଛି । ମଞ୍ଚର ସଭାପତି ଶିକ୍ଷାବିତ ପ୍ରଶାନ୍ତ କୁମାର ପତିଙ୍କ ସଭାପତିତ୍ୱ ଓ ସାଧାରଣ ସମ୍ପାଦକ ଆର୍ତ୍ତତ୍ରାଣ ମହାପାତ୍ରଙ୍କ ଆବାହକତ୍ୱରେ
Read More...

ଗୁଡଭେଲା ବ୍ଲକରେ ନୂତନ ବିଇଓ ନମିତା ରାଣୀ ଭୋଇଙ୍କ ଯୋଗଦାନ

ଗୁଡଭେଲା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକରେ ନୂତନ ବିଇଓ ଭାବେ ନମିତା ରାଣୀ ଭୋଇ ଯୋଗଦାନ କରିଛନ୍ତି । ତାଙ୍କୁ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ଏବିଇଓ ରମେଶ ଚନ୍ଦ୍ର ସାମର୍ଥ, ସୁରେନ୍ଦ୍ର ସୁନା ଓ ବିପିନ ବାଗ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ ଜଣାଇଛନ୍ତି । ଶ୍ରୀମତୀ ଭୋଇ
Read More...

ପଦ୍ମପୁର ମହିଳା ଡ଼ିଗ୍ରୀ ମହାବିଦ୍ୟାଳୟର ବାର୍ଷିକୋତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ମହିଳା ଡ଼ିଗ୍ରୀ ମହାବିଦ୍ୟାଳୟର ବାର୍ଷିକୋତ୍ସବ ଆଲୋକବର୍ତିକା ମହାସମାରୋହ ଅନୁଷ୍ଠିତ ହୋଇଯାଇଛି । ଅଧ୍ୟକ୍ଷା କଳ୍ପନାରାଣୀ ନାଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ପ୍ରଥମ ଅଧିବେଶନରେ ସମ୍ବଲପୁର ବିଶ୍ୱ ବିଦ୍ୟାଳୟର କୁଳପତି ପ୍ରଫେସର ବିଧୁଭୂଷଣ ମିଶ୍ର
Read More...

୧୪୩ ନଂ ଜାତୀୟ ରାଜପଥର କୁମାକେଲା ଓଭର ବ୍ରିଜ ତଳୁ ମିଳିଥିବା ଅର୍ଦ୍ଧଦଗ୍ଧ ମହିଳାଙ୍କ ହତ୍ୟା ମାମଲାର ପର୍ଦ୍ଦାଫାସ

ରାଉରକେଲା, (ସସ୍ମିତା ପ୍ରଧାନ) : ଚାନ୍ଦି ପୋଷ ଥାନା ଅନ୍ତର୍ଗତ ୧୪୩ ନଂ ଜାତୀୟ ରାଜପଥର କୁମାକେଲା ଓଭର ବ୍ରିଜ ତଳେ ଅଧା ପୋଡାଥିବା ଅବସ୍ଥାରେ ଏକ ଶବ ମିଳିବା ଘଟଣାକୁ ନେଇ ଚାନ୍ଦିପୋଷ ଥାନା ପୁଲିସକୁ ସଫଳତା ମିଳିଛି । ଏ ନେଇ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ପ୍ରଭା ଶଙ୍କର ନାୟକ ଓ ବଣାଇ
Read More...

କ୍ରିକେଟର ସୌରଭ ଗାଙ୍ଗୁଲିଙ୍କ କାର୍ ଦୁର୍ଘଟଣା

କୋଲକାତା : ପୂର୍ବତନ ଭାରତୀୟ କ୍ରିକେଟର ତଥା ଅଧିନାୟକ ସୌରଭ ଗାଙ୍ଗୁଲିଙ୍କର କାର୍ ଦୁର୍ଘଟଣା । ଅଳ୍ପକେ ବର୍ତ୍ତିଗଲେ ଦାଦା । ସୌରଭ ଗାଙ୍ଗୁଲି ବର୍ଦ୍ଧମାନର ଏକ ବିଶ୍ୱ ବିଦ୍ୟାଳୟରେ ସାମିଲ ହେବାକୁ ଯାଉଥିଲେ । ଏହି ସମୟରେ ଦୁର୍ଗାପୁର ଏକ୍ସପ୍ରେସୱେ ଦାଦୁପୁର ନିକଟରେ ଦ୍ରୁତ ଗତିରେ
Read More...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଓଡ଼ିଶା ଆନ୍ତଃ-ବିଶ୍ଵବିଦ୍ୟାଳୟ ପ୍ରତିଯୋଗିତାର ଶୁଭାରମ୍ଭ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଓଡ଼ିଶା ଆନ୍ତଃ-ବିଶ୍ଵବିଦ୍ୟାଳୟ ସ୍ତରୀୟ ସାହିତ୍ୟିକ ଓ ସାଂସ୍କୃତିକ ପ୍ରତିଯୋଗିତା ୨୦୨୫ ଫେବୃଆରୀ ୧୯ ବୁଧବାର ଦିନ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ଆନୁକୁଲ୍ୟରେ ଉଦ୍‌ଘାଟିତ ହୋଇଯାଇଛି । ଦୀର୍ଘ ଛଅ ଦିନଧରି ଅର୍ଥାତ ଚଳିତ ମାସ ୧୯ ରୁ ୨୪ ତାରିଖ
Read More...

ହସ୍ପିଟାଲରେ କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ : ହସ୍ପିଟାଲରେ କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ । କଂଗ୍ରେସ ନେତ୍ରୀ ତଥା ରାଜ୍ୟସଭା ସାଂସଦ ସୋନିଆ ଗାନ୍ଧୀଙ୍କର ସ୍ୱାସ୍ଥ୍ୟ ଖରାପ ଯୋଗୁଁ ତାଙ୍କୁ ଦିଲ୍ଲୀର ସାର୍‌ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତାଙ୍କୁ ପେଟ ଜନିତ ସମସ୍ୟା ଯୋଗୁଁ ହସ୍ପିଟାଲରେ ଆଡମିଟ୍‌
Read More...

ମାଁ ରାମଚଣ୍ଡୀ ଟ୍ରଷ୍ଟ ଓ ପୂଜା କମିଟୀ ପକ୍ଷରୁ ଓଡ଼ିଆ ଅଭିନେତ୍ରୀ ଶୀତଲ ପାତ୍ରଙ୍କୁ ଭଵ୍ୟ ସମ୍ବର୍ଦ୍ଧନା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଓଡ଼ିଆ ସିନେମା ଜଗତର ସ୍ଵନାମଧନ୍ୟ ଅଭିନେତ୍ରୀ ଶୀତଲ ପାତ୍ର ଗୁରୁବାର ମାଁ ରାମଚଣ୍ଡୀ ପୀଠକୁ ଆସି ଅପରୂପ ସୌନ୍ଦର୍ଯ୍ୟ ବେଶରେ ସଜ୍ଜିତ ଦେବୀଙ୍କ ଦର୍ଶନ କରି ବିଭୂକୃପା ଲାଭ କରିଛନ୍ତି । ମାଁଙ୍କ ଆଶିଷ ଲାଭ କରି ସିନେ ଅଭିନେତ୍ରୀ ଶୀତଲ ପାତ୍ର
Read More...

ବିଧାନସଭା ପରିସରରେ ଓଏଏସ୍‌ ଅଧିକାରୀମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶା ପ୍ରଶାସନିକ ସେବାର ଅଧିକାରୀମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ବିଧାନସଭା ପରିସରରେ ଅନୁଷ୍ଠିତ ହୋଇଯାଇଛି । ବାଚସ୍ପତି ଶ୍ରୀମତୀ ସୁରମା ପାଢୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପ୍ରଶିକ୍ଷଣାର୍ଥୀମାନେ ବିଧାନସଭା ଗ୍ରନ୍ଥାଗାର ,ଗବେଷଣା ବିଭାଗ ବୁଲି
Read More...