Monthly Archives

February 2025

ସାଲେପାଲି ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସମଲେଇଚୁଆଁ କ୍ଲଷ୍ଟର ସ୍ଥିତ ସାଲେପାଲି ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଶୁକଦେବ ମୁଗ୍ରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଗ୍ରାମପଂଚାୟତ ସମିତି ସଭ୍ୟ
Read More...

ଐତିହାସିକ ଯୋଗିନୀ ପୀଠ ରାଣୀପୁର ଝରିଆଲରେ ମହାଶିବରାତ୍ରି ଓ ଚଉଷଠି ଯୋଗିନୀ ମହୋତ୍ସବ ପାଇଁ ପ୍ରଶାସନ ଟ୍ରଷ୍ଟର ଚୁଡାନ୍ତ…

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ସଭାଗୃହଠାରେ ଐତିହାସିକ ଯୋଗିନୀ ପୀଠ ରାଣୀପୁର ଝରିଆଲ ମହାଶିବରାତ୍ରି ମେଳା ଓ ଚଉଷଠି ଯୋଗିନୀ ମହୋତ୍ସବ ପାଳନ ପାଇଁ ରାଣୀପୁର ଝରିଆଲ ମନ୍ଦିର ଟ୍ରଷ୍ଟ ଏବଂ ପ୍ରଶାସନର ସମନ୍ୱୟ ବୈଠକ ବିଡ଼ିଓ
Read More...

ସୁରେନ୍ଦ୍ର ସାଏ ଦିବ୍ୟ ଦୃଷ୍ଟି ଯୋଜନା କାର୍ଯ୍ୟକ୍ରମ ଅନୁଷ୍ଠିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଶୁଖାଠାରେ ଶିକ୍ଷା ଓ ସ୍ୱାସ୍ଥ୍ୟ ବିଭାଗ ମିଳିତ ଆନୁକୂଲ୍ୟରେ ବ୍ଲକସ୍ତରୀୟ ସୁରେନ୍ଦ୍ର ସାଏ ଦିବ୍ୟଦୃଷ୍ଟି ଯୋଜନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ
Read More...

ଡମ୍ବରୁଧର ଭୋଇଙ୍କ ପରଲୋକ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଅନ୍ତର୍ଗତ ଗାଈବାହାଲ ଗାଁର ଡମ୍ବରୁଧର ଭୋଇ (୫୬)ଙ୍କ ବୁଧବାର ରାତି ପ୍ରାୟ ସାଢେ଼ ୯ ଘଣ୍ଟାରେ ଦେହାନ୍ତ ହୋଇଯାଇଛି । ତାଙ୍କ ଶେଷ ସମୟରେ ମାଁ ଗୌରୀ, ସ୍ତ୍ରୀ ଭୂମିସୂତା ସହ ୩ ପୁଅ ଭିକୁ, ବିକାଶ ଓ ରୀକୁ ଉପସ୍ଥିତ ଥିଲେ । ମୃତ୍ୟୁ ଖବର
Read More...

ସୁଲେଇ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଗଜବନ୍ଧ କ୍ଲଷ୍ଟର ସ୍ଥିତ ସୁଲେଇ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମିଳିତ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସମାଜସେବୀ ବୃନ୍ଦାବନ ବିଶ୍ୱାଳଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ
Read More...

ବେଲଗାଁରେ କେନ୍ଦୁପତ୍ର ତୋଳାଳି ସଂଘର ଆନ୍ଦୋଳନ : ୧୨ ମାସ କାର୍ଯ୍ୟବୃଦ୍ଧି ଦାବି

ସଇଁତଲା, (ଖୁସିରାନୀ ସାହୁ) : ଓଡିଶା କେନ୍ଦୁପତ୍ର ତୋଳାଳି ସଂଘ ପକ୍ଷରୁ ବିଭିନ୍ନ ରେଞ୍ଜ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ କରିବା ସହ ଆନ୍ଦୋଳନ କରୁଥିବା ବେଳେ ଟିଟିଲାଗଡ଼ ଉପଖଣ୍ଡ ବେଲଗାଁ ରେଞ୍ଜ ଠାରେ ଆଜି କେନ୍ଦୁପତ୍ର ତୋଳାଳି ସଂଘର ଆନ୍ଦୋଳନ ଦେଖିବାକୁ ମିଳିଥିଲା । କେନ୍ଦୁପତ୍ର
Read More...

ଆମେ ଓଡିଆର କେନ୍ଦ୍ରୀୟ କମିଟି ଅନୁମୋଦନ କ୍ରମେ ରାଉରକେଲାଠାରେ ସାମ୍ବାଦିକ ସମ୍ମିଳନୀ

ରାଉରକେଲା, (ସସ୍ମିତା ପ୍ରଧାନ) : ଆମେ ଓଡିଆର କେନ୍ଦ୍ରୀୟ କମିଟି ଅନୁମୋଦନ କ୍ରମେ ରାଉରକେଲାଠାରେ ଏକ ଶାଖା ଖୋଲାଯାଇ ଏହାର ଆଭିମୁଖ୍ୟ ସମ୍ପର୍କରେ ସୂଚନା ଦିଆଯାଇଛି । ସେକ୍ଟର ୩ ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ପରିସରରେ ଥିବା ଖଡ୍ଗ ଭବନଠାରେ ଶମ୍ବୁନାଥ ପରିଡ଼ାଙ୍କ ସଭାପତିତ୍ୱରେ ଆୟୋଜିତ
Read More...

ଜିଲ୍ଲାସ୍ତରୀୟ ସିନିୟର ପୁରୁଷ ଆନ୍ତଃ କ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଗ୍ରୁପ ବି ର ୬ଷ୍ଠ ମ୍ୟାଚରେ ବି ଜେ ଏମ ସି ସି…

ବାରିପଦା, (ଦେବସ୍ମିତ ଚୌଧୁରୀ) : ସ୍ଥାନୀୟ ବାରିପଦା ଷ୍ଟାଡିୟମ ପଡିଆରେ ଓଡିଶା କ୍ରିକେଟ ଏସୋସିଏସନ ଓ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ମିଳିତ ଆନୁକୂଲ୍ୟରେ ଆୟୋଜିତ ମୟୁରଭଞ୍ଜ ଜିଲ୍ଲାସ୍ତରୀୟ ସିନିୟର ପୁରୁଷ ଆନ୍ତଃ କ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଗ୍ରୁପ ବି ର ୬ଷ୍ଠ ମ୍ୟାଚରେ ବି ଜେ ଏମ
Read More...

କିଟ୍ ବିଶ୍ୱବିଦ୍ୟାଳୟ ବିରୋଧରେ ଏବିଭିପିର ବିକ୍ଷୋଭ

କିଟ୍ ଛାତ୍ରଛାତୀଙ୍କ ଉପରେ ଅତ୍ୟାଚାର, ଏବିଭିପିର ବିକ୍ଷୋଭନେପାଳି ବିଦ୍ୟାର୍ଥୀଙ୍କୁ ଅତ୍ୟାଚାର ବିରୋଧରେ ବିକ୍ଷୋଭନେପାଲୀ ଛାତ୍ରୀ ଆତ୍ମହତ୍ୟା ଘଟଣା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଏବିଭିପିର ବିକ୍ଷୋଭ ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଏବିଭିପି ତରଫରୁ ଭୁବନେଶ୍ଵରର
Read More...

ମୟୁରଭଞ୍ଜ ଜିଲ୍ଲାର ପ୍ରସିଦ୍ଧ ଚୈତ୍ର ପର୍ବ -୨୦୨୫ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ବାରିପଦା, (ଦେବସ୍ମିତ ଚୌଧୁରୀ) : ମୟୁରଭଞ୍ଜ ଜିଲ୍ଲାର ପ୍ରସିଦ୍ଧ ଚୈତ୍ର ପର୍ବ -୨୦୨୫ ପାଳନ ନେଇ ପ୍ରଶାସନ ତରଫରୁ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ମହାତ୍ମାଗାନ୍ଧୀ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।
Read More...