Monthly Archives

February 2025

ରେଙ୍ଗାଲି ଗ୍ରାମରେ ଲାଠୋର ପୁଲିସର ଜନସମ୍ପର୍କ ଏବଂ ସ୍ୱାସ୍ଥ୍ୟ ଶିବିର

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ଲାଠୋର ଥାନା ଅନ୍ତର୍ଗତ ରେଙ୍ଗାଲି ଗ୍ରାମରେ ବଲାଙ୍ଗିର ପୁଲିସର ସୌଜନ୍ୟତାରେ ଗୁରୁବାର ଦିନ ଲାଠୋର ଥାନାଧିକାରୀ ରାକେଶ ବେହେରାଙ୍କ ନେତୃତ୍ୱରେ ଜନସମ୍ପର୍କ ଏବଂ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରର…
Read More...

ଜଳୁଛି ଜଙ୍ଗଲ, ନିଦା ବିଷ୍ଣୁ ବନ ବିଭାଗ

ସଇଁତଲା, (ଖୁସିରାନୀ ସାହୁ) : ଟିଟିଲାଗଡ଼ରେ ତାତି ଯେତିକି ବଢ଼ିବାରେ ଲାଗିଛି ସେତିକି ଜଙ୍ଗଲରେ ନିଆଁ ଲାଗି ତାତି ବଢ଼ିବାରେ ଲାଗିଛି । ଟିଟିଲାଗଡ଼ ବନଖଣ୍ଡ ସଇଁତଲା ବ୍ଲକ ଘୁନସର ଜଙ୍ଗଲରେ ନିଆଁ ଲାଗି ଅନେକ ଗଛ ପୋଡି ପାଉଁଶ ହୋଇ ଯାଇ ଥିବାବେଳେ ନିଦା ବିଷ୍ଣୁ ସାଜିଛି ବନ ବିଭାଗ ।…
Read More...

ହୋହାଲ୍ଲାରେ ଶେଷ ହେଲା ସଇଁତଲା ବ୍ଲକର ମନରେଗା ଜନ ଶୁଣାଣି

ସଇଁତଲା, (ଖୁସିରାନୀ ସାହୁ) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ଅନ୍ତର୍ଗତ ବେଲଗାଁ ଗ୍ରାମ ପଂଚାୟତର କଲ୍ୟାଣ ମଣ୍ଡପ ଠାରେ ବ୍ଲକ ପ୍ରଶାସନ ପକ୍ଷରୁ ମନରେଗା ଯୋଜନାର ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ସଇଁତଲା ଗୋଷ୍ଠୀ ଉନ୍ନୟନ ଅଧିକାରୀ ପୁରୁଷୋତ୍ତମ ମିର୍ଦ୍ଧାଙ୍କ ଅଧ୍ୟକ୍ଷତାରେ…
Read More...

ଠେଙ୍ଗାନାଲ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସମଲେଇଚୁଆଁ କ୍ଲଷ୍ଟରସ୍ଥିତ ଠେଙ୍ଗାନାଲ ପ୍ରାଥମିକ ବିଦ୍ୟାଳୟର ବାର୍ଷିକଉତ୍ସବ ପରିଚାଳନା କମିଟିର ସଭାପତି ସୁରେନ୍ଦ୍ର ବଗର୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ବ୍ଲକ ଶିକ୍ଷାଧିକାରୀ ଗଣେଶ କିଷାନ ମୁଖ୍ୟ ଅତିଥି,…
Read More...

ରାଉରକେଲା କଲେଜରେ ଅର୍ଥନୀତି ବିଭାଗର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୪ସ୍ଥିତ ରାଉରକେଲା କଲେଜ, ରାଉରକେଲାର ଅର୍ଥନୀତି ବିଭାଗର ଯୁକ୍ତ ୩ ଶେଷ ବର୍ଷ ଛାତ୍ରଛାତ୍ରୀମାନଙ୍କୁ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା । ଅର୍ଥନୀତି ବିଭାଗର ମୁଖ୍ୟ ପ୍ରଫେସର ବୈଜୟନ୍ତୀ ବାରିକଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ…
Read More...

ଲଙ୍ଗଲକଟା ଉଚ୍ଚପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ବେହେରାମାଲ କ୍ଲଷ୍ଟର ଲଙ୍ଗଲକଟା ଉଚ୍ଚପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଏସଏମସି ଅଧ୍ୟକ୍ଷ ମଧୁସୂଦନ ପଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଡୁଙ୍ଗୁରିପାଲି ବ୍ଲକ ଶିକ୍ଷା ଅଧିକାରୀ ଗଣେଶ କିଷାନ ମୁଖ୍ୟ…
Read More...

ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ‘ଫର୍ଟିଚିଉଡ଼ ୦୨

ପଦ୍ମପୁର, (ନିରୋଜ କୁମାର ପାଣୀ) : ଦଶମ ଶ୍ରେଣୀ ପରୀକ୍ଷା ଆରମ୍ଭ ହେବାକୁ ଯାଉଛି । ତା ସହିତ ଦଶମ ଶ୍ରେଣୀ ପରୀକ୍ଷାର୍ଥୀଙ୍କ ମନର ସଂଶୟ ବଢ଼ି ବଢ଼ି ଚାଲିଛି । ଏହାକୁ ଲାଘବ କରିବା ପାଇଁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁରରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଗୋପାଳଜୀ ପ୍ରସାଦ…
Read More...

ଶୁଣ୍ଢି ସମାଜର କୁଳପତି ହେଲେ ପୂର୍ବତନ ବଙ୍ଗୋମୁଣ୍ଡା ବ୍ଲକ ଅଧ୍ୟକ୍ଷ ପୂର୍ଣ୍ଣଚନ୍ଦ୍ର ବେହେରା

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ନିଖିଳ ଉତ୍କଳ ସୁବର୍ଣ୍ଣଗ୍ରାହୀ ଶୁଣ୍ଢି ସମାଜର ୨ ଦିନିଆ ମହାସଭା ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ମହାସଭାରେ ଓଡିଶାର କୋଣ ଅନୁକୋଣରୁ ଲୋକେ ଶହ ଶହ ସଂଖ୍ୟାରେ ମହାସଭାରେ ଯୋଗଦାନ କରିଥିଲେ । ପ୍ରଥମେ ଶୁଣ୍ଢି…
Read More...

ପ୍ରଧାନ ଶିକ୍ଷୟିତ୍ରୀଙ୍କ ସନ୍ଦେହ ଜନକ ମୃତ୍ୟୁ : କାରଣ ଅସ୍ପଷ୍ଟ

ଭୁବନେଶ୍ୱର : ପ୍ରଧାନ ଶିକ୍ଷୟିତ୍ରୀଙ୍କ ସନ୍ଦେହ ଜନକ ମୃତ୍ୟୁ । ମୃତ୍ୟୁର କାରଣ ଅସ୍ପଷ୍ଟ । ମୃତ ପ୍ରଧାନ ଶିକ୍ଷୟିତ୍ରୀ ହେଲେ ଗୁନେଇବିଲି ଗାଁର ପ୍ରଭାତୀ ଦେହୁରୀ । ଏମିତି ଏକ ଘଟଣା ଦେଖିବାକୁ ମିଳିଛି ଢେଙ୍କାନାଳ ଜିଲ୍ଲା ତୁମୁସିଙ୍ଗା ଥାନା ଗୁନେଇବିଲି ଗ୍ରାମରେ । ସୂଚନା ଯୋଗ୍ୟ ଯେ,…
Read More...

ହତ୍ୟା ଉଦ୍ୟମକାରୀଙ୍କୁ ସଶ୍ରମ କାରାଦଣ୍ଡ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଏକ ହତ୍ୟା ଉଦ୍ୟମ ମାମଲାର ବିଚାର କରି ମାନ୍ୟବର ବିଚାରପତି କୁନମୁନ ଆଜାରୀ ସହକାରୀ ଫୌଜଦାରୀ ଓ ବରିଷ୍ଠ ଦେୱାନି ଅଦାଲତ ଏଲ୍‌.ଆର୍‌.ଏଣ୍ଡ ଏଲ୍‌.ଟି.ଭି, ବଲାଙ୍ଗିର, ବଲାଙ୍ଗିର ସେସନ୍‌ସ୍‌ କେସ ନଂ.୭୬/୩୮ ସନ୍‌ ୧୯୯୫ ବିଚାର କରି ସାକ୍ଷ ମାନଙ୍କ ପ୍ରମାଣକୁ…
Read More...