Monthly Archives

February 2025

ଆରମ୍ଭ ହେଲା ଅଲିଭ ରିଡଲେଙ୍କ ସାମୂହିକ ଅଣ୍ଡାଦାନ ପର୍ବ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ବିରଳ ପ୍ରଜାତିର ସାମୁଦ୍ରିକ କଇଁଚଙ୍କ ଏନ୍ତୁଡ଼ିଶାଳ ଭାବେ ସ୍ୱତନ୍ତ୍ର ସ୍ଥାନ ଭାବେ ପରିଚିତ ଗଞ୍ଜାମ ଜିଲ୍ଲାର ଋଷିକୁଲ୍ୟା ମୁହାଁଣ ସମୁଦ୍ର ବେଳାଭୂମିରେ ଅଲିଭ ରିଡଲେଙ୍କ ସାମୂହିକ ଗଣ ଅଣ୍ଡାଦାନ ପର୍ବ ଆରମ୍ଭ ହୋଇଯାଇଛି ।
Read More...

ଅଞ୍ଚଳ ମହାବିଦ୍ୟାଳୟରେ ନୂତନ ଯୁକ୍ତ ଦୁଇ ପରୀକ୍ଷାର୍ଥୀଙ୍କୁ ସ୍ଵାଗତ ଅଭିନନ୍ଦନ କାର୍ଯ୍ୟକ୍ରମ ସମ୍ପନ୍ନ

ପଦ୍ମପୁର, ( ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥିତଅଞ୍ଚଳ ମହାବିଦ୍ୟାଳୟ ଠାରେ ଏବିଭିପି ଦ୍ୱାରା ଯୁକ୍ତଦୁଇ ପରୀକ୍ଷାର୍ଥୀମାନଙ୍କ ଉଦ୍ଦେଶ୍ୟରେ ଅଭିନନ୍ଦନ କାର୍ଯ୍ୟକ୍ରମ ସମ୍ପନ୍ନ ହୋଇଯାଇଛି । ଏହି ଅବସରରେ ଅଞ୍ଚଳ ମହାବିଦ୍ୟାଳୟ ପ୍ରବେଶ ଦ୍ୱାର ଠାରେ ଏବିଭିପି କାର୍ଯ୍ୟ କର୍ତ୍ତାମାନେ ଛିଡ଼ା
Read More...

ଦଶମ ଶ୍ରେଣୀ ଛାତ୍ର ଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୧୮ ସ୍ଥିତ ଦୀପିକା ଇସ୍ପାତ ଶିକ୍ଷା ସଦନର ୧୦ମ ଶ୍ରେଣୀ ଛାତ୍ର ଛାତ୍ରୀଙ୍କୁ ବିଦ୍ୟାଳୟ ପରିସରରେ ବିଦାୟକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ଶିକ୍ଷା ସଦନର ଅଧ୍ୟକ୍ଷ ଶିଶିର କୁମାର ସାମଲଙ୍କ ସଭାପତିତ୍ୱ ଓ ବରିଷ୍ଠ ଶିକ୍ଷୟିତ୍ରୀ ବିଜୟିନୀ
Read More...

ଅଭିନେତ୍ରୀ ଶୀତଲ ପାତ୍ରଙ୍କ ଅଭିନୟ, ନୃତ୍ୟ ପ୍ରଦର୍ଶନ ଏଵଂ କଣ୍ଠ ଶିଳ୍ପୀ ପ୍ରଜ୍ଞା ହୋତାଙ୍କ ସଙ୍ଗୀତରେ ଦର୍ଶକ ବିମୋହିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଦ୍ୱିତୀୟ ବାର୍ଷିକୀ ମାଁ ରାମଚଣ୍ଡୀ ମହୋତ୍ସବର ତୃତୀୟ ସନ୍ଧ୍ୟାରେ ଅଭିନେତ୍ରୀ ଶୀତଲ ପାତ୍ର, କଣ୍ଠଶିଳ୍ପୀ ପ୍ରଜ୍ଞା ହୋତାଙ୍କ ମଞ୍ଚ ପରିବେଷଣ ଏକ ସ୍ୱତନ୍ତ୍ର ଆକର୍ଷଣ ଥିଲା । ଯାହା ଲକ୍ଷାଧିକ ଦର୍ଶକଙ୍କୁ ବହୁ ସମୟ ଧରି ତାଙ୍କରି ଭୂମିକା ଗ୍ରହଣ
Read More...

ମାଣ୍ଡୋସିଲ ପଞ୍ଚାୟତ ସ୍ତରୀୟ ଲକ୍ଷେ ଘର ଗଣ୍ଡା ସମାଜର ବାର୍ଷିକ ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ଭୂତମୁଣ୍ଡା ଡେମ ଠାରେ ସ୍ଥାୟୀ ସଭାପତି ଲଳିତ ଜଗତଙ୍କ ସଭାପତିତ୍ୱରେ ମାଣ୍ଡୋସିଲ ପଞ୍ଚାୟତ ସ୍ତରୀୟ ଲକ୍ଷେ ଘର ଗଣ୍ଡା ସମାଜର ବାର୍ଷିକ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଧରୋଲ, ଭୂତମୁଣ୍ଡା,
Read More...

ଜ୍ଞାନ ବିଜ୍ଞାନ, କଳା ସଂସ୍କୃତିର‌ ମହୋତ୍ସବ ବିଦ୍ୟାଳୟର ବାର୍ଷିକ ଉତ୍ସବ

ନୂଆପଡା, (କେପିଏନ୍‌ଏସ୍‌) : ନୂଆପଡା ଜିଲ୍ଲା ବୋଡ଼େନ ବ୍ଲକ ଅନ୍ତର୍ଗତ ଅନୁସୂଚୀତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଦ୍ଵାରା ପରିଚାଳିତ ମହୁଲପଡା ସେବାଶ୍ରମ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ କମଳ ସିଂ ମାଝୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ
Read More...

ବ୍ଲକ ସ୍ତରୀୟ ଜୁନିୟର ରେଡକ୍ରସ ପରାମର୍ଶଦାତାଙ୍କ ପ୍ରଶିକ୍ଷଣ ଶିବିର

ସଇଁତଳା, (କେପିଏନ୍‌ଏସ୍‌) : ବ୍ଲକସ୍ତରୀୟ ଜିଲ୍ଲା ଜୁନିୟର ରେଡକ୍ରସ ପରାମର୍ଶଦାତାଙ୍କ ଏକଦିବସୀୟ ପ୍ରଶିକ୍ଷଣ ଶିବିର ସଇଁତଳା ସରକାରୀ ବାଳିକା ବିଦ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ବିନୟ କୁମ୍ଭାରଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ
Read More...

ଆଟଗାଁ ହାଇସ୍କୁଲରେ ବିଦାୟ ସମ୍ବର୍ଦ୍ଧନା ପର୍ବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁତଲା ବ୍ଲକ ଅନ୍ତର୍ଗତ ଆଟଗାଁ ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଦିଲିପ ଯୋଶୀଙ୍କ ଅଧ୍ୟକ୍ଷ୍ୟତାରେ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ବିଦାୟ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଦଶମ ଶ୍ରେଣୀର ସୃତିରେଖା ନାଏକ, ମିଲନ ଗୁରୁ,
Read More...

ଧର୍ମୀୟ ସମାଜରେ ବିଶ୍ୱାସ, ଅବିଶ୍ୱାସ ଓ ଅନ୍ଧବିଶ୍ୱାସ ସମ୍ପର୍କରେ ଆଲୋଚନାଚକ୍ର :

ରାଉରକେଲା, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ ଲେଖକ ସାମ୍ମୁଖ୍ୟ ଏବଂ ମଧୁସୂଦନ ପାଠାଗାରର ମିଳିତ ଆନୁକୂଲ୍ୟରେ ମାସିକ ଆଲୋଚନା ଆସର, ଗଳ୍ପ ପାଠ ଓ ସାରସ୍ୱତ କବିତା ପାଠୋତ୍ସବ କାର୍ୟ୍ୟକ୍ରମ ଛେଣ୍ଡସ୍ଥିତ ମଧୁସୂଦନ ପାଠାଗାର ଠାରେ ଅନୁଷ୍ଠିତ ହୋଇଯାଇଛି । ଲେଖକ ସାମ୍ମୁଖ୍ୟର ସଭାପତି ସ୍ତମ୍ଭକାର
Read More...

ଛତ୍ରପୁର ସରସ୍ଵତୀ ଶିଶୁବିଦ୍ୟା ମନ୍ଦିରଠାରେ ୩୦ତମ ବାର୍ଷିକ ଉତ୍ସବ ସମ୍ପନ୍ନ :

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁରସ୍ଥ ଅନସ୍ଲୋ ମିନି-ଷ୍ଟାଡିୟମରେ ଠାରେ ଆୟୋଜିତ ଛତ୍ରପୁର ସରସ୍ଵତୀ ଶିଶୁବିଦ୍ୟାମନ୍ଦିର ୩୦ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଓଡିଶା ସରକାରଙ୍କ ଖଣି, ଇସ୍ପାତ,ବାଣିଜ୍ୟ ଓ ପରିବହନ ମନ୍ତ୍ରୀ
Read More...