Monthly Archives

February 2025

ପ୍ରଶ୍ନପତ୍ର ବିକ୍ରି ପଛରେ କାମ କରୁଛି ବଡ ରାକେଟ୍

କଟକ : ୟୁଟ୍ୟୁବ ମାଧ୍ୟମରେ ଅଷ୍ଟମରୁ ଦଶମ ଶ୍ରେଣୀ ଯାଏ ପ୍ରଶ୍ନପତ୍ର ଭାଇରାଲ କରୁଥିବା ଏକ ବଡ ରାକେଟ୍‌ ଧରାପଡିଛି ରାକେଟ୍‌ରେ ସଂପୃକ୍ତ ୪ ଜଣ ୟୁଟ୍ୟୁବର ଓ ଜଣେ ସରକାରୀ ସ୍କୁଲ ଶିକ୍ଷକଙ୍କୁ ଗିରଫ କରାଯାଇଛି । ଗିରଫ ଅଭିଯୁକ୍ତମାନେ ହେଲେ ଭଦ୍ରକ ଜିଲ୍ଲା ଧାମନଗରଥାନା ଅଞ୍ଚଳର ଜ୍ୟୋତିରଞ୍ଜନ
Read More...

ଫାଇଲେରିଆ ବଟିକା ଖାଇ ମହିଳାଙ୍କ ମୃତ୍ୟୁ ଅଭିଯୋଗ

ବେଲପଡ଼ା, (ଭୋଜରାଜ ଦଣ୍ଡସେନା) : ବଲାଙ୍ଗିର ଜିଲ୍ଲାରେ ଚାଞ୍ଚଲ୍ୟ । ଫାଇଲେରିଆ ବଟିକା ଖାଇ ମହିଳାଙ୍କ ମୃତ୍ୟୁ । ଡାକ୍ତରଖାନା ଘେରାଉ କଲେ ପରିବାର ଓ ଗ୍ରାମବାସୀ । ଏମିତି ଏକ ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ବେଲପଡା ଥାନା ମଧ୍ୟପୁର ଗାଁରେ । ସୂଚନା ମୁତାବକ ମଧ୍ୟପୁର ଗାଁର ସୁଧୀର
Read More...

ଅଞ୍ଚଳବାସୀଙ୍କ ଆବଶ୍ୟକତାକୁ ଗୁରୁତ୍ୱ ଦେଇ ଅଞ୍ଚଳର ସର୍ବାଙ୍ଗୀନ ବିକାଶ ପାଇଁ କାର୍ଯ୍ୟ କରୁଛି : ବିଧାୟକ ଶ୍ରୀ ତନ୍ତୀ

ରାଉରକେଲା, (ସସ୍ମିତା ପ୍ରଧାନ) : ରଘୁନାଥପଲ୍ଲୀ ବିଧାନ ସଭା କ୍ଷେତ୍ରର ଏକ ସାମ୍ବାଦିକ ସମ୍ମିଳନୀ ସେକ୍ଟର -୨୦ ସ୍ଥିତ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି । ରଘୁନାଥପଲ୍ଲୀ ବିଧାୟକ ଦୁର୍ଗାଚରଣ ତନ୍ତୀ ଏହି ସମ୍ମିଳନୀକୁ ଉଦ୍‌ବୋଧନ ଦେଇ ତାଙ୍କ ବକ୍ତବ୍ୟରେ କହିଲେ ଯେ ଓଡ଼ିଶାର ଅନ୍ୟତମ ଆଦିବାସୀ
Read More...

କେନ୍ଦୁପାଲିରେ ଗଜବନ୍ଧ କ୍ଲଷ୍ଟର ସ୍ତରୀୟ ନବମ ମାସିକ ବୈଠକ

ଏସ୍‌.ରାମପୁର/ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ କେନ୍ଦୁପାଲି ପ୍ରାଥମିକ ବିଦ୍ୟାଳୟରେ ଗଜବନ୍ଧ କ୍ଲଷ୍ଟର ସ୍ତରୀୟ ନବମ ମାସିକ ବୈଠକ ଆୟୋଜିତ ହୋଇଯାଇଛି । ସ୍ଥାନୀୟ ପ୍ରଧାନଶିକ୍ଷକ ତୁଳସୀରାମ ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ
Read More...

“ଭୂମିକା ଆୟୋଜିତ ଚିତ୍ରାଙ୍କନ ପ୍ରତିଯୋଗିତା”

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡ଼ିଶାର ଅଗ୍ରଣୀ ସାମାଜିକ ସାଂସ୍କୃତିକ ଅନୁଷ୍ଠାନ ଭୂମିକା ତରଫରୁ ସ୍କୁଲ ଛାତ୍ରଛାତ୍ରୀ ମଧ୍ୟରେ ବରିଷ୍ଠ ଓ କନିଷ୍ଠ ବର୍ଗରେ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଅଛି । ଏହି ପ୍ରତିଯୋଗିତାରେ ବିଭିନ୍ନ ବିଦ୍ୟାଳୟରୁ ସହସ୍ରାଧିକ ଛାତ୍ରଛାତ୍ରୀ
Read More...

ରୋତ କଲେଜରେ ପୁରାତନ ଛାତ୍ର ସମ୍ମିଳନୀ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ଆଗଲପୁର ପଞ୍ଚାୟତ ସମିତି ମହାବିଦ୍ୟାଳୟ ବାଣୀନିକେତନ ରୋତ ଠାରେ ବିଗତ ୪୨ ବର୍ଷର ପୁରାତନ ଛାତ୍ରଛାତ୍ରୀମାନଙ୍କୁ ନେଇ ଏକ ପୁରାତନ ଛାତ୍ର ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ କୁମାର ଷଡଙ୍ଗୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ
Read More...

ଐତିହାସିକ ତଥା ପ୍ରଶାସନିକ ଅଧିକାରୀ ସ୍ୱର୍ଗତ ସାଧୁ ଚରଣ ମିଶ୍ରଙ୍କର ୫୦ତମ ପୂଣ୍ୟତିଥି ପାଳନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ମାଲପଡା ଠାରେ ମହାନ ଐତିହାସିକ ସ୍ୱର୍ଗତ ସାଧୁ ଚରଣ ମିଶ୍ରଙ୍କର ପଞ୍ଚଦଶ ତମ ଶ୍ରାଦ୍ଧ ବାର୍ଷିକି ପ୍ରଫେସର ତରୁଣ କୁମାର ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ ଜିଲ୍ଲା ନାଗରିକ କମିଟିର ଉପ-ସଭାପତି ନିତ୍ୟାନନ୍ଦ ମିଶ୍ର ଦୀପ
Read More...

ସଇଁତଲାରେ ସାମ୍ବାଦିକ ସଂଘର ସମ୍ବର୍ଦ୍ଧନା ସଭା ଓ ସାଧାରଣ ବୈଠକ

ସଇଁତଲା, (କେପିଏନ୍‌ଏସ୍‌) : ବଲାଙ୍ଗୀର ଜିଲ୍ଲା ସଇଁତଲା ବ୍ଲକ ସ୍ଥିତ ବିବେକାନନ୍ଦ ପାଠାଗାର ପରିସରରେ କାର୍ଯ୍ୟରତ ସାମ୍ବାଦିକ ସଂଘ ଆନୁକୂଲ୍ୟରେ ସମ୍ବର୍ଦ୍ଧନା ସଭା ଓ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଅଛି । ଉକ୍ତ ସଭାରେ ମୁଖ୍ୟଅତିଥି ଭାବରେ ବ୍ଲକ ଉପାଧ୍ୟକ୍ଷ ଗୁଣସାଗର ମାଝୀ ଯୋଗଦାନ କରି
Read More...

ଦିଲ୍ଲୀ ରେଳଷ୍ଟେସନ ଦଳାଚକଟା ଘଟଣା, ଦୁର୍ଘଟଣାରେ ୧୮ ଜଣ ମୃତ୍ୟୁ

ନୂଆଦିଲ୍ଲୀ : ଦିଲ୍ଲୀ ରେଳଷ୍ଟେସନରେ ଦଳାଚକଟା ଦୁର୍ଘଟଣାରେ ୧୮ ଜଣ ମୃତ୍ୟୁ ହୋଇଥିବା ବେଳେ ଘଟଣାରେ ଗୁରୁତର ଆହତଙ୍କ ଚିକିତ୍ସା ଜାରି ରହିଛି । ଏମାନଙ୍କ ମଧ୍ୟରୁ ୧୧ ଜଣ ମହିଳା ଥିବା ବେଳେ ୪ ଜଣ ଶିଶୁ ଥିବା ଜଣାପଡ଼ିଛି । ପ୍ଲାଟଫର୍ମରେ ଲୋକଙ୍କ ଭିଡ଼ କାରଣରୁ ଏଭଳି ସ୍ଥିତି ଉପୁଜିଥିବା
Read More...

ପିଡ଼ିସି ନୃତ୍ୟ ଏକାଡେମୀର ୧୨ତମ ବାର୍ଷିକ ଉତ୍ସବ

ରାୟଗଡା, (ଅକ୍ଷୟ କୁମାର ପିଡ଼ିସିକା) : ରାୟଗଡା ଜିଲ୍ଲା ତଥା ପଡୋଶୀ ଜିଲ୍ଳା ଓ ବିଭିନ୍ନ ରାଜ୍ୟରେ ଆଦିବାସୀ କଳା ସଂସ୍କୃତି ସଙ୍ଗୀତ ନୃତ୍ୟ ଓ ଗୀତ ପରିବେଷଣ କରି ଲୋକଙ୍କ ମନମୁଗ୍ଧ କରି ଏକ ନୂତନ ପରିଚୟ ଗଠନ କରିବାୋ ଲାଗିଛନ୍ତି ପିଡ଼ିସି ଗୃପ । ସେମାନେ କୁନି କୁନି ପିଲାମାନଙ୍କ ପାଇଁ ଏକ
Read More...