Monthly Archives

February 2025

ଦୁଇଦିନ ହାଲୁକା ମଧ୍ୟମ ଧରଣର ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆସନ୍ତା ୧୯ ଓ ୨୦ ତାରିଖରେ ରାଜ୍ୟରେ ବର୍ଷା ସମ୍ଭାବନା ଅଛି । ଉତ୍ତର ଉପକୂଳ ଓଡ଼ିଶା ଓ ମୟୂରଭଞ୍ଜରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୨୦ରେ ଉତ୍ତର ଉପକୂଳ ଓଡ଼ିଶା ଓ ମୟୂରଭଞ୍ଜ ସମେତ କେନ୍ଦୁଝର ଏବଂ ଢେଙ୍କାନାଳରେ ସ୍ୱଳ୍ପରୁ ମଧ୍ୟମ ପରିମାଣର ବର୍ଷା ହେବ ବୋଲି
Read More...

ଉଦାହରଣ ଟ୍ରଷ୍ଟର ତୃତୀୟ ସହୀଦ ସମ୍ମାନ ସମାରୋହ ସମ୍ପନ୍ନ

ରାଉରକେଲା, (ସସ୍ମିତା ପ୍ରଧାନ) : ସହୀଦଙ୍କ ପ୍ରତି ସମର୍ପିତ ଥିବା ଉଦାହରଣ ଟ୍ରଷ୍ଟ ପକ୍ଷରୁ ତୃତୀୟ ସହୀଦ ସମ୍ମାନ ସମାରୋହ ସିଭିକ ସେଣ୍ଟରଠାରେ ମହାସମାରୋହରେ ପାଳିତ ହୋଇଯାଇଛି । ଅନୁଷ୍ଠାନର ଅଧ୍ୟକ୍ଷ ସିଆରପିଏଫର ପ୍ରାକ୍ତନ ଡିଆଇଜି ଦୟାନିଧି ତନ୍ତୀଙ୍କ ଅଧ୍ୟକ୍ଷତା ଓ ସାଧାରଣ ସମ୍ପାଦକ
Read More...

ଏବିଭିପି ପକ୍ଷରୁ ପୁଲୱାମା ସହିଦ୍ ଦିବସ ପାଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି) ନଗର ତରଫରୁ ପୁଲୱାମା ସହିଦ ଦିବସ ପାଳିତ ହୋଇଯାଇଛି । ୨୦୧୯ ମସିହାରେ ଗତ ଛଅ ବର୍ଷ ତଳେ ୧୪ ଫେବୃଆରୀ ଦିନ କାଶ୍ମୀରର ପୁଲୱାମା ଠାରେ ପାକିସ୍ତାନୀ ଆତତାୟୀମାନଙ୍କ ଦ୍ଵାରା ଆକ୍ରମଣ ହୋଇଥିଲା । ୪୦ ଜଣ ସୈନିକ ଏହି
Read More...

ନିଜାମପୁର ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

ଭୋଗରାଇ, (ଶିବ ନାରାୟଣ ପାତ୍ର) : ଭୋଗରାଇ ବ୍ଲକ ଅନ୍ତର୍ଗତ ନିଜାମପୁର ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଦ୍ୟାଳୟର ସହକାରୀ ଶିକ୍ଷକ ଶିକ୍ଷାବିତ୍ ପଣ୍ଡିତ ଶିବଶଙ୍କର ମହାପାତ୍ରଙ୍କ ପୌରହିତ୍ୟରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥିଭାବେ ପ୍ରାକ୍ତନ ପ୍ରଧାନ
Read More...

ପ୍ରାଥମିକ ଶିକ୍ଷାର ନିହକୁ ସବଳ କଲେ ଭବିଷ୍ୟତ ଉଜ୍ଜ୍ୱଳ ହେବ

ତୁଷୁରା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଗୁଡ଼ଭେଲା ବ୍ଲକ୍ ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟ, ସମରା ଠାରେ ବ୍ଳକସ୍ତରୀୟ ନିପୁଣ ଓଡ଼ିଶା ମେଳା ୨୦୨୪ - ୨୫ ଗୋଷ୍ଠୀ ଶିକ୍ଷା ଅଧିକାରୀ ରୁଷିଆ ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥିଭାବରେ ତୁଷୁରା
Read More...

ବଲାଙ୍ଗିର ଲକ୍ଷ୍ମୀଜୋର ପୋଲିସ ଷ୍ଟେସନ କାର୍ଯ୍ୟକ୍ଷମ ପାଇଁ ଦାବି

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ସାମାଜିକ ଓ ସାଂସ୍କୃତିକ ସଂଘ ପକ୍ଷରୁ ବଲାଙ୍ଗିର ଆରକ୍ଷୀ ଅଧିକ୍ଷକଙ୍କୁ ଦାବିପତ୍ର ଦିଆଯାଇଛି । ଅଗଷ୍ଟ ୨୦୨୨ରେ ପ୍ରସ୍ତାବିତ ଲକ୍ଷ୍ମୀଯୋର ପୋଲିସ ଷ୍ଟେସନ ବର୍ତ୍ତମାନ ପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ହୋଇ ପାରି ନଥିବାରୁ ସଂଘ ଅସନ୍ତୋଷ
Read More...

ସଂକଳ୍ପ ପରିବାରର ପଞ୍ଚମ ପ୍ରତିଷ୍ଠା ଦିବସରେ ବରଗଡ଼ ଜିଲ୍ଲାର ୮ ଜଣ ସହିଦ ପରିବାରଙ୍କୁ ସମ୍ବର୍ଦ୍ଧନା

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ବିଜୁ ପଟ୍ଟନାୟକ ଟାଉନ ହଲ ଠାରେ ଶୁକ୍ରବାର ସଂକଳ୍ପ ପରିବାର ପକ୍ଷରୁ ବଳିଦାନ ଦିବସ ତଥା ସଂକଳ୍ପ ପରିବାରର ପଞ୍ଚମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଫେବୃଆରୀ ୧୪ ପୁଲୱାମା ଆତଙ୍କି ହମଲାରେ ସହିଦ ହୋଇଥିବା ଭାରତର ବୀର ପୁତ୍ର ମାନଙ୍କ ସ୍‌ଅତି ଚାରଣ
Read More...

ଭୂତିଆରବାହାଲରେ ସୁରେଶ ନନ୍ଦ ଜନ୍ମବାର୍ଷିକୀ ପାଳିତ

ଦେଓଗାଁ, (ମନୀଷ କୁମାର ସାହୁ) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ଭୂତିଆରବାହାଲରେ ସୁରେଶ କୁମାର ନନ୍ଦ ମେମୋରିଆଲ ପାଠାଗାର କମିଟି ଦ୍ୱାରା ଓଡିଶା ପ୍ରଶାସନିକ ଅଧିକାରୀ ସ୍ୱର୍ଗତ ସୁରେଶ କୁମାର ନନ୍ଦଙ୍କ ଜନ୍ମବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପଞ୍ଚାନନ ଭୋଇଙ୍କ ସଭାପତିତ୍ୱରେ
Read More...

ବରତୁଣ୍ଡା ଗାଁରେ ମାଁ ଦ୍ୱାରସେନି କ୍ରିକେଟ ଟୁର୍ଣ୍ଣାମେଣ୍ଟ : ଅଶୁର୍ଲାକୁ ପରାସ୍ତ କରି ଭାଲୁମୁଣ୍ଡା ବିଜୟୀ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ କପିଲାଭଟା ପଞ୍ଚାୟତ ବରତୁଣ୍ଡା ଗାଁରେ ମାଁ ଦ୍ୱାରସେନି କ୍ରିକେଟ ଟୁର୍ଣ୍ଣାମେଣ୍ଟ ଆଜି ଚତୁର୍ଥ ଦିବସରେ ପହଞ୍ଚିଛି । ଆୟୋଜିତ ଚତୁର୍ଥ ଦିବସରେ ମୁଖ୍ୟ ଅତିଥି ଭାବେ ଏପିଓ ଲକ୍ଷ୍ମଣ କୁମାର ବୁଡେକ,
Read More...

ସନ୍ଥ ଦିବ୍ୟଜୀବନ ଗୁରୁକୁଳରେ ମାତୃପିତୃ ପୂଜନ ଦିବସ ଓ ବାର୍ଷିକ ଉତ୍ସବ ଅନୁଷ୍ଠିତ

ସୁସ୍ଥ ସମାଜ ଗଠନରେ ସୁସ୍ଥ ପରିବାରର ଭୂମିକା ଗୁରୁତ୍ୱପୂର୍ଣ୍ଣ ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁତଳା ବ୍ଲକ ଅନ୍ତର୍ଗତ ବିଲେଇସର୍ଡା ସନ୍ଥ ଦିବ୍ୟଜୀବନ ଗୁରୁକୁଳରେ ମାତୃପିତୃ ପୂଜନ ଦିବସ ସହ ୧୫ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଗୁରୁକୁଳର ପ୍ରଧାନ ଆଚାର୍ଯ୍ୟା ଯାଜ୍ଞସେନୀ
Read More...