Monthly Archives

February 2025

ଡାହିମାଲ କ୍ଲଷ୍ଟର ସ୍ତରୀୟ ନିପୁଣ ମେଳା ଓ ଶିକ୍ଷଣ ଉପକରଣ ପ୍ରସ୍ତୁତି କର୍ମଶାଳା ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ଓଡ଼ିଶା ସରକାରଙ୍କ ଯୋଜନାନୁସାରେ ଗୁଡଭେଲା କ୍ଲଷ୍ଟର ସ୍ତରୀୟ ନିପୁଣ ଓଡ଼ିଶା ମେଳା ଓ ଶିକ୍ଷଣ ଉପକରଣ ପ୍ରସ୍ତୁତି କର୍ମଶାଳା ସ୍ଥାନୀୟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଜମ୍ଭେଲ ଠାରେ ପ୍ରଧାନ ଶିକ୍ଷୟିତ୍ରୀ ରୋଲିନା ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।…
Read More...

ପୋଟେସ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ ଅନ୍ତର୍ଗତ ପୋଟେସ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ କଲମପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଶ୍ରୀ ମଧୁସ୍ମିତା ନାଏକ ଯୋଗଦେଇ ଏହି…
Read More...

ଭେଙ୍ଗରାଜପୁର ଗ୍ରାମରେ ଦଧିବାବନ ମନ୍ଦିରର ରତ୍ନ ମୁଦକ ମହୋତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଭେଙ୍ଗରାଜପୁର ଗ୍ରାମରେ ଦଧିବାବନ ମନ୍ଦିରର ରତ୍ନ ମୁଦକ ପ୍ରତିଷ୍ଠା ଉପଲକ୍ଷେ ଦୀର୍ଘ ୪ଦିନ ଧରି ହୋମ ନାମ ସଙ୍କୀର୍ତ୍ତନ ଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ଏଥି ନିମନ୍ତେ ଗାଁରେ ଗ୍ରାମର ସମସ୍ତ ମହିଳା ପୁରୁଷ ଯୁବ ସମାଜ…
Read More...

ତୁରେକେଲା କ୍ଳଷ୍ଟରର ଆସ ପ୍ରକୃତିକୁ ଭଲ ପାଇବା କାର୍ଯ୍ୟକ୍ରମ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା ବ୍ଳକ ଅନ୍ତର୍ଗତ ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ରର ଆସ ପ୍ରକୃତିକୁ ଭଲ ପାଇବା କାର୍ଯ୍ୟକ୍ରମ ଓ କ୍ଷେତ୍ର ପରିଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରକୃତି ବନ୍ଧୁ ତଥା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବିରଞ୍ଚି ନାରାୟଣ ଦାଶଙ୍କ…
Read More...

ଫ୍ରେଣ୍ଡସ କ୍ଳବ ପକ୍ଷରୁ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ କଦଳିପାଲି ବରଗଡ଼ ବିଜୟୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସୁପରିଚିତ ଅନୁଷ୍ଠାନ ଫ୍ରେଣ୍ଡସ କ୍ଳବ ପକ୍ଷରୁ ଦ୍ୱିତୀୟ ରାଜ୍ୟ ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ସହର ସ୍ଥିତ ପୃଥ୍ୱୀରାଜ ହାଇସ୍କୁଲ ଖେଳ ଉଦ୍‌ଘାଟିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ଲୋଟସ ଷଢଙ୍ଗୀଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥିଭାବରେ ବଲାଙ୍ଗିର…
Read More...

ମା’ ବରାହୀ ଖଣ୍ଡୁଆଳ ପୀଠରେ ବିଶ୍ଵଶାନ୍ତି ମହାଯଜ୍ଞ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ସୁଜନପୁର ଗ୍ରାମ ପଞ୍ଚାୟତ କଅଁଳପଡା ଗ୍ରାମର ଆରାଧ୍ୟ ଦେବୀ ମା' ବରାହୀ ଖଣ୍ଡୁଆଳଙ୍କ ପୀଠରେ ସୋମବାର ଦିନ ଗୋଧୂଳି ଲଗ୍ନରେ ବିଶ୍ଵଶାନ୍ତି ମହାଯଜ୍ଞର ପୂର୍ଣ୍ଣାହୁତି ହୋଇଯାଇଛି । କଅଁଳପଡା ଗ୍ରାମବାସୀଙ୍କ ସହଯୋଗରେ ଅନୁଷ୍ଠିତ…
Read More...

ପାହାଡ଼ ଶୀର୍ଷକ ବିଶ୍ୱନାଥ ପୀଠରେ ବିଶ୍ୱଶାନ୍ତି ମହାଯଜ୍ଞ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକର ପ୍ରସିଦ୍ଧ ଶୈବପୀଠ ପାହାଡ଼ ଶୀର୍ଷକ ବିଶ୍ଵନାଥ ଦେବଙ୍କର ୪୩ତମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞ ମାଘମାସ ଶୁକ୍ଲପକ୍ଷ ସପ୍ତମୀ ଠାରୁ ୭ଦିନ ଧରି ଅନୁଷ୍ଠିତ ହୋଇ ଆଜି ଗୋଧୂଳି ଲଗ୍ନରେ ପୂର୍ଣ୍ଣାହୁତି ସମ୍ପନ୍ନ ହୋଇଛି ।…
Read More...

ଜିଲ୍ଲାସ୍ତରୀୟ ସିନିୟର ପୁରୁଷ ଆନ୍ତଃ କ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟର ୭ମ ମ୍ୟାଚ୍‌

ବାରିପଦା, (ଦେବସ୍ମିତ ଚୌଧୁରୀ) : ସ୍ଥାନୀୟ ବାରିପଦା ଷ୍ଟାଡିୟମ ପଡିଆରେ ଓଡିଶା କ୍ରିକେଟ ଏସୋସିଏସନ ଓ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ମିଳିତ ଆନୁକୂଲ୍ୟରେ ମୟୁରଭଞ୍ଜ ଜିଲ୍ଲାସ୍ତରୀୟ ସିନିୟର ପୁରୁଷ ଆନ୍ତଃ କ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟର ୭ମ ମ୍ୟାଚ୍‌ରେ ରାଇରଙ୍ଗପୁର କ୍ଲବ ବିସିଏକୁ ୫…
Read More...

ଗଛରେ ପିଟି ହେଲା ବସ୍ : ୧୫ ଆହତ

ଖୋର୍ଦ୍ଧା :୫୭ ନମ୍ବର ଜାତୀୟ ରାଜପଥର ବୋଲଗଡ ଗୋପବନ୍ଧୁ ଛକଠାରେ ନାରାୟଣୀ ନାମକ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ । ଗଛରେ ପିଟି ହେଲା ବସ । ଏଥିରେ ୧୫ ଜଣ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ସମସ୍ତ ଆହତଙ୍କୁ ବୋଲଗଡ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି…
Read More...

ଗନ୍ଧମାର୍ଦ୍ଦନ ତୀର୍ଥକ୍ଷେତ୍ର ପରିଦର୍ଶନ ପାଇଁ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ନିମନ୍ତ୍ରଣ କଲେ ବରଗଡ ସାଂସଦ…

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ସାଂସଦ ପ୍ରଦୀପ ପୁରୋହିତ ଆଜି ପାର୍ଲାମେଣ୍ଟ ଭବନରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରି ବରଗଡ ଲୋକସଭା କ୍ଷେତ୍ର ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପୀଠକୁ ପରିଦର୍ଶନରେ ଆସିବା ପାଇଁ ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କୁ ଆମନ୍ତ୍ରଣ କରିଥିବା…
Read More...