Monthly Archives

February 2025

୨୦୨୫-୨୬ କେନ୍ଦ୍ର ବଜେଟରୁ ଓଡିଶାକୁ ସିଂହଭାଗ ଲାଭ ମିଳିବ : ମନ୍ତ୍ରୀ ସୁରେଶ ପୂଜାରୀ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ହକି ଭିଲେଜ ମେଫେୟାର ହୋଟେଲ ସମ୍ମିଳନୀ କକ୍ଷରେ ଆଜି ସାମ୍ବାଦିକ ଏବଂ ବୁଦ୍ଧିଜୀବୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ବୁଦ୍ଧିଜୀବୀ ସମ୍ମିଳନୀରେ ମୁଖ୍ୟବକ୍ତା ଭାବରେ ଓଡିଶାର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଯୋଗଦେଇ
Read More...

ରାଜ୍ୟରେ କେମିତି ଚାଲିବ ତହସିଲ କାମ ଖାଲିପଡ଼ିଛି ୪ ହଜାର ପଦବି

ଭୁବନେଶ୍ୱର : ରାଜ୍ୟରେ କେମିତି ଚାଲିବ ତହସିଲ କାମ ଖାଲିପଡ଼ିଛି ପାଖପାଖି ୪ ହଜାର ପଦବି ସେଥରେ ୧୦୦୧ ରାଜସ୍ୱ ନିରୀକ୍ଷକ (ଆର୍‌ଆଇ), ୧୫୬୯ ସହକାରୀ ରାଜସ୍ୱ ନିରୀକ୍ଷକ(ଏଆର୍‌ଆଇ) ଓ ୧୪୦୧ ଅମିନ ପଦବି ରହିଛି । ବିଶେଷ କରି ଜମି ପଟ୍ଟା ହେବାଠୁ ଆରମ୍ଭ କରି ଜାତି ପ୍ରମାଣପତ୍ର, ଆୟକର
Read More...

ମାଲପାମୁଣ୍ଡା ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା ବ୍ଳକ ଅନ୍ତର୍ଗତ ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ବିଦ୍ୟାଳୟର ଭାରପ୍ରାପ୍ତ ପ୍ରାଧାନ ଶିକ୍ଷକ ଅମରକାନ୍ତ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଗୋଷ୍ଠୀ ଶିକ୍ଷା
Read More...

ଏକତାର ମହାକୁମ୍ଭ – ନୂଆ ଯୁଗର ଆରମ୍ଭ

ନରେନ୍ଦ୍ର ମୋଦୀ, ପ୍ରଧାନମନ୍ତ୍ରୀ ପବିତ୍ର ସହର ପ୍ରୟାଗରାଜରେ ମହାକୁମ୍ଭ ସଫଳତାର ସହ ସମାପନ ହୋଇଛି । ଏକତାର ଏକ ବିଶାଳ ମହାଯଜ୍ଞ ସମ୍ପନ୍ନ ହୋଇଛି । ଗୋଟିଏ ରାଷ୍ଟ୍ରର ଚେତନା ଜାଗ୍ରତ ହେଲେ, ଶହ ଶହ ବର୍ଷ ପୁରୁଣା ପରାଧୀନତାର ମାନସିକତାରୁ ମୁକ୍ତ ହେଲେ, ଦେଶରେ ନୂତନ ଶକ୍ତିର ସଂଚାର
Read More...

ମିନି ଟ୍ରକ୍ ଧକ୍କାରେ ୫ବର୍ଷର ଶିଶୁ ମୃତ

ହାଟଡିହି : ସଙ୍କଟପାଲିଆ ଛକ ନିକଟରେ ଦୁର୍ଘଟଣା । ମିନି ଟ୍ରକ୍ ଧକ୍କାରେ ୫ବର୍ଷର ଶିଶୁ ମୃତ । କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକ କଲେ ଉତ୍ତ୍ୟକ୍ତ ଲୋକେ । ଯାହା ଫଳରେ ହଦଗଡ଼କୁ ଯାତାୟତ ଠପ୍ ହୋଇଯାଇଥିଲା । ତେବେ ମୃତ ଶିଶୁ ଜଣକ ହେଉଛନ୍ତି ଭଦ୍ରକ ଜିଲ୍ଲା ଦୋଳପଦି ଗ୍ରାମର କାଳିଆ
Read More...

ମୋ’ ବସକୁ ପଛରୁ ପିଟିଲା ଅଟୋ

ଭୁବନେଶ୍ୱର : ମୋ’ ବସକୁ ପଛରୁ ଧକ୍କା ଦେଲା ଅଟୋ । ଏଥିରେ ଅଟୋ ଚାଳକ ଜଣକ ଗୁରୁତର ହୋଇଛନ୍ତି । କଟକ ଗଣେଶ ଘାଟ ନିକଟରେ ଦୁର୍ଘଟଣା ଘଟିଛି । ସ୍ଥାନୀୟ ଲୋକଙ୍କ ସହଯୋଗରେ ଅଟୋ ଚାଳକଙ୍କୁ ଏସସିବି ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ବେଲଭ୍ୟୁ ଛକ ଆଡୁ ବାଦାମବାଡ଼ି ଆଡକୁ ୧୮
Read More...

ମହାକୁମ୍ଭର ସମାପନ ହୋଇଛି; ‘ଏକତା ମହାଯଜ୍ଞ’ର ପରିସମାପ୍ତି ଘଟିଛି

● ପ୍ରୟାଗରାଜରେ ସମ୍ପୂର୍ଣ୍ଣ ୪୫ ଦିନ ଧରି ଏକତାର ଏହି ଭବ୍ୟ ସମାରୋହରେ, ୧୪୦ କୋଟି ନାଗରିକଙ୍କର ଆସ୍ଥା ଗୋଟିଏ ସମୟରେ ଏକତ୍ରିତ ହେବା ବାସ୍ତବରେ ଅଭୂତପୂର୍ବ ! : ପ୍ରଧାନମନ୍ତ୍ରୀ● ଆଜି ଭାରତ ନିଜର ଐତିହ୍ୟକୁ ନେଇ ଗର୍ବିତ, ଦେଶ ନୂତନ ଶକ୍ତି ସହିତ ଆଗକୁ ବଢ଼ୁଛି; ଏହା ହେଉଛି ପରିବର୍ତ୍ତନର
Read More...

ଗୁଡଭେଲା ବ୍ଲକର ତ୍ରିଦିବସୀୟ ପ୍ରଧାନ ଶିକ୍ଷକଙ୍କ ଦକ୍ଷତା ବୃଦ୍ଧି ତାଲିମ ଶିବିର ଉଦ୍‌ଯାପିତ

ତୁଷୁରା, (କେପିଏନ୍‌ଏସ୍‌) : ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ସଂସ୍ଥାନ, ବଲାଙ୍ଗିରଙ୍କ ଦ୍ୱାରା ଗୁଡଭେଲା ବ୍ଲକ ସଂଯୋଜିକା ଐଶ୍ୱର୍ଯ୍ୟ ସାମ୍ରାଜ୍ଞୀ ମିତ୍ରାଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ନୂଆପଡା ପଞ୍ଚାୟତ ହାଇସ୍କୁଲ ଠାରେ ଗୁଡଭେଲା ବ୍ଲକର ୩୩ଜଣ ପ୍ରଧାନ ଶିକ୍ଷକଙ୍କୁ ନେଇ ଗତ ୨୪ ତାରିଖ
Read More...

ଟ୍ରୁ ପାଥ ୟୁଥ୍ ଆସୋସିଏସନ୍’ ତରଫରୁ ଖାଦ୍ୟ ବଣ୍ଟନ ସେବାକାର୍ଯ୍ୟ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ମହାଶିବରାତ୍ରି ଅବସରରେ 'ଟ୍ରୁ ପାଥ ୟୁଥ୍ ଆସୋସିଏସନ୍' ତରଫରୁ ସାର୍ ନଗରୀ ଅଞ୍ଚଳରେ ଖାଦ୍ୟ ବଣ୍ଟନ ସେବାକାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସଙ୍ଗଠନର ଯୁବଶକ୍ତି ମିଳିତ ଭାବେ ସେବା ମନୋଭାବ ରଖି ସତ୍ୟ ପଥରେ ଆଗେଇ ଆସିଛନ୍ତି ଏବଂ ଆବାହକ
Read More...

ଶ୍ରୀ ଶ୍ରୀ ନୀଳକଣ୍ଠେଶ୍ଵର ମନ୍ଦିରରେ ମହାଶିବରାତ୍ରି ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ବିଭିନ୍ନ ଶୈବପୀଠରେ ମହାଶିବରାତ୍ରି ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ହମିରପୁର ସ୍ଥିତ ଶ୍ରୀ ଶ୍ରୀ ନୀଳକଣ୍ଠେଶ୍ଵର ବାବାଙ୍କ ମନ୍ଦିରରେ ମହାଶିବରାତ୍ରି ପାଳିତ ହୋଇଛି । ସ୍ଥାନୀୟ ଅଞ୍ଚଳର ଶତାଧିକ ଭକ୍ତଙ୍କ ଭିଡ଼ ସକାଳୁ ମଧ୍ୟରାତ୍ର
Read More...