Monthly Archives

February 2025

ମହାକୁମ୍ଭ-୨୦୨୫ : ପ୍ରୟାଗରାଜଠାରେ ଶ୍ରଦ୍ଧାଳୁଙ୍କୁ ମିଳୁଛି ସୁଲଭ ମୂଲ୍ୟରେ ଗୁଣାତ୍ମକ ରାସନ୍

ନାଫେଡ୍‍ ଦ୍ୱାରା ଏପର୍ଯ୍ୟନ୍ତ ୧୦୦୦ ମେଟ୍ରିକ୍ ଟନ୍‌ରୁ ଅଧିକ ରାସନ୍ ବଣ୍ଟନ କରାଯାଇଛି; ୨୦ଟି ମୋବାଇଲ୍ ଭ୍ୟାନ ନିୟୋଜିତ ହୋଇଛି, ହ୍ୱାଟ୍ସଆପ୍ ଏବଂ କଲ୍ ମାଧ୍ୟମରେ ରାସନ୍ ଉପଲବ୍ଧ ନୂଆଦିଲ୍ଲୀ, (ପିଆଇବି) : ପ୍ରୟାଗରାଜରେ ଚାଲିଥିବା ପବିତ୍ର ମହାକୁମ୍ଭ- ୨୦୨୫ରେ ଶ୍ରଦ୍ଧାଳୁମାନଙ୍କୁ
Read More...

ଭାରତୀୟ ମଜଦୁର ସଂଘ, ରାଜ୍ୟ ବିଧି ପ୍ରକୋଷ୍ଠର ପ୍ରଥମ ରାଜ୍ୟସ୍ତରୀୟ ସମ୍ମିଳନୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଭାରତୀୟ ମଜଦୁର ସଂଘ, ରାଜ୍ୟ ବିଧି ପ୍ରକୋଷ୍ଠର ପ୍ରଥମ ରାଜ୍ୟସ୍ତରୀୟ ସମ୍ମିଳନୀ ଭୁବନେଶ୍ଵରର ସ୍ଥିତ କୁଲାନ ଭାଇ ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଯୋଗଦେଇ ପ୍ରଦୀପ ପ୍ରଜ୍ୱଳନ ପୂର୍ବକ
Read More...

ପ୍ରୟାଗରାଜ ଗସ୍ତରେ ଯିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ, (ପିଆଇବି) : ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ପ୍ରୟାଗରାଜ (ଉତ୍ତରପ୍ରଦେଶ) ଗସ୍ତରେ ଯିବେ । ଏକ ଦିବସୀୟ ପ୍ରୟାଗରାଜ ଗସ୍ତ ଅବସରରେ ରାଷ୍ଟ୍ରପତି ସଙ୍ଗମରେ ସ୍ନାନ ଏବଂ ପୂଜା କରିବେ । ଅକ୍ଷୟବଟ ଏବଂ ହନୁମାନ ମନ୍ଦିରରେ ପୂଜା ଓ ଦର୍ଶନ କରିବେ । ରାଷ୍ଟ୍ରପତି ଡିଜିଟାଲ
Read More...

ଲୋଇସିଂହା ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବବଜା କ୍ଲଷ୍ଟରର କ୍ଲଷ୍ଟର ସ୍ତରୀୟ ନିପୁଣ ମେଳା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବବଜା କ୍ଲଷ୍ଟରର କ୍ଲଷ୍ଟର ସ୍ତରୀୟ ନିପୁଣ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ସୁଶ୍ରୀ ରୀନା କୁମାରୀ
Read More...

ଦାଦନ ଖଟିବାକୁ ଯାଇ ବାପ ପୁଅଙ୍କ ମୃତ୍ୟୁ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ପରିବାରର ପେଟ ପୋଷଣ ପାଇଁ ଦାଦନ ଖଟିବାକୁ ଯାଇ ବାପ ପୁଅଙ୍କ ମୃତ୍ୟୁ ହୋଇଯାଇଛି । ପ୍ରାପ୍ତ ସୁଚନା ଅନୁଯାୟୀ ଟିଟିଲାଗଡ଼ ବ୍ଲକ ଅନ୍ତର୍ଗତ କୁଶକେଲା ପଞ୍ଚାୟତ ଡଙ୍ଗରପଡା ଗାଁର ଅଭିରାମ କଟା (୪୫) ପୁଅ ଉତ୍ତମ କଟା (୨୨) ଓ ସ୍ତ୍ରୀ ସହ ତାମିଲନାଡୁର ଏକ
Read More...

ମୁରିବାହାଲ ବ୍ଲକସ୍ତରୀୟ ବିରାଟ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭସ୍ତମ୍ଭ ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକସ୍ତରୀୟ ବିରାଟ ଧନୁଯାତ୍ରା ମହୋତ୍ସବ ପାଇଁ ରବିବାର ଅପରାହ୍ନରେ ଶୁଭସ୍ତମ୍ଭ ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ କର୍ତ୍ତା ରୂପେ ଆୟୋଜକ କମିଟିର ସାଧାରଣ ସମ୍ପାଦକ ତଥା ଗାଁରେଇ ହାଇସ୍କୁଲ
Read More...

ଶିବତଲା ଗ୍ରାମକୁ ନୂତନ ବ୍ଲକରେ ସାମିଲ କରିବାକୁ ବୈଠକ ଦାବୀ କଲେ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ଶିବତଲା ଗ୍ରାମକୁ ନୂତନ ବ୍ଲକରେ ସାମିଲ କରା ଯିବାକୁ ନେଇ ଶିବତଲା ଗ୍ରାମ ପଞ୍ଚାୟତଠାରେ ଏକ ସଭା ଅନୁଷ୍ଠିତ ହୋଇଯାିଛି । ଶିବତଲା ହେଉଛି ଏ ଅଞ୍ଚଳର ବଡ ଗ୍ରାମ ଓ ଭୌଗୋଳିକ ଦୃଷ୍ଟିରେ ଏଠାରେ ବ୍ଲକ ହେବା ଯୁକ୍ତି ଯୁକ୍ତ
Read More...

ଜରାସିଂହାରେ ଟାଙ୍ଗିଆଜାମ କମିଟି ପକ୍ଷରୁ ପରିବେଶ ସଚେତନତା କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକର ଐତିହାସିକ ଜରାସିଂହା ଗ୍ରାମଠାରେ ବଲାଙ୍ଗିରର ଟାଙ୍ଗିଆଜାମ କମିଟି ପକ୍ଷରୁ ପରିବେଶ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଟାଙ୍ଗିଆଜାମ କମିଟିର ସଭାପତି ତଥା ପରିବେଶକର୍ମୀ ପ୍ରକୃତିବନ୍ଧୁ ଗୋପାଳ ହୋତାଙ୍କ
Read More...

ରାଧାରମଣ ନଗର ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ନବ ନିଯୁକ୍ତ ଶିକ୍ଷକ, ଶିକ୍ଷୟିତ୍ରୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଧାରମଣ ନଗର ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ନୂତନ ଭାବରେ ରେଗୁଲାର ହୋଇଥିବା ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ସମସ୍ତ ଏନ୍‌ପିଏସ୍‌ ଶିକ୍ଷକ,ଶିକ୍ଷୟିତ୍ରୀ ସମୂହଙ୍କୁ ନେଇ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଥଲା । ସ୍ୱାଗତ ସମ୍ୱର୍ଦ୍ଧନା ଉତ୍ସବରେ ମୁଖ୍ୟ
Read More...

୫ ଦିନିଆ ବାଲବାଟିକା ଆଧାରିତ କର୍ମଶାଳା ‘ପ୍ରସ୍ତୁତି’ ଅନୁଷ୍ଠିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ସ୍ଥାନୀୟ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ, ମୟୂରଭଞ୍ଜ, ବାରିପଦାର ସମ୍ମିଳନୀ କକ୍ଷରେ ଆଞ୍ଚଳିକ ସାଧନକର୍ମୀମାନଙ୍କ ପାଇଁ ୫ ଦିନିଆ ବାଲବାଟିକା ଆଧାରିତ କର୍ମଶାଳା 'ପ୍ରସ୍ତୁତି' ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୟୂରଭଞ୍ଜ ଜିଲ୍ଲାର ୧୪ଟି ବ୍ଲକରୁ
Read More...