ଚବିଶ ପ୍ରହର ନାମଯଜ୍ଞ ପାଇଁ କଳସ ଶୋଭାଯାତ୍ରା
ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ସଦର ପଞ୍ଚାୟତ କଛାରପାଲି ସାହୁପଡ଼ା ପ୍ରଗତି ଯୁବକ ସଂଘ ଆନୁକୂଲ୍ୟରେ ଚବିଶ ପ୍ରହର ନାମଯଜ୍ଞ ପାଇଁ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଗାଁର ମହିଳା, ପୁରୁଷ ଦେଓଗାଁ ଯୋଗୀ ସାଗରରୁ ଜଳ ଭର୍ତ୍ତି କଳସ ଆଣି ଦେଓଗାଁ ଓ କଛାରପାଲି ଗାଁ ପରିକ୍ରମା!-->…
Read More...
Read More...