Monthly Archives

February 2025

ବେଆଇନ ପିଚୁ ପ୍ଲାଣ୍ଟକୁ ସିଲ କଲା ପ୍ରଶାସନ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଦୀର୍ଘଦିନରୁ ବେଆଇନ ଭାବେ ଚାଲିଥିବା ଏକ ପିଚୁ ପ୍ଲାଣ୍ଟକୁ ସିଲ କରିଛି ପ୍ରଶାସନ । ଏଭଳି ଏକ ଦୃଶ୍ୟ କଳାହାଣ୍ଡି ଜିଲ୍ଲା ଛତିକୁଡ଼ା ବଂଶଲ ଇନଫ୍ରା ପିଚୁ ପ୍ଲାଣ୍ଟରେ ଦେଖିବାକୁ ମିଳିଛି । ସୂଚନା ମୁତାବକ, ଛତିକୁଡ଼ା ଠାରେ ଥିବା ପିଚୁପ୍ଲାଣ୍ଟ ଦୀର୍ଘ
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣା : ଚାଳକ ମୃତ, ଚାରି ଗୁରୁତର

ପୁରୁଣାକଟକ : ମର୍ମନ୍ତୁଦ ସଡକ ଦୁର୍ଘଟଣା । ଭାରସାମ୍ୟ ହରାଇ ଗଛରେ ପିଟି ହେଲା କାର । ଘଟଣାସ୍ଥଳରେ ଚାଳକ ମୃତ, ଚାରି ଗୁରୁତର । ପୁରୁଣାକଟକ ଥାନା ଝାଡ୍ରାଜିଙ୍ଗ ଛକ ନିକଟରେ ଦୁର୍ଘଟଣା । ଗୁରୁତର ଚାରିଜଣଙ୍କୁ ପୁରୁଣାକଟକ ଚିକିତ୍ସା କେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ବେଳେ ଘଟଣା ସ୍ଥଳରେ
Read More...

ରାଉରକେଲାରେ ମହାଶିବରାତ୍ରୀ ଉପଲକ୍ଷେ ବେଦବ୍ୟାସ ପୀଠରେ ଫେବୃଆରୀ ୨୬ରୁ ମାର୍ଚ୍ଚ ୧୦ ଯାଏଁ ଚାଲିବ ମେଳା

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ ଚଳିତ ବର୍ଷ ମହାଶିବରାତ୍ରୀ ଉପଲକ୍ଷ୍ୟରେ ଆୟୋଜିତ ମେଳା ଫେବୃଆରୀ ୨୬ରେ ଆରମ୍ଭ ହୋଇ ୧୦ ମାର୍ଚ୍ଚ ପର୍ଯ୍ୟନ୍ତ ଆୟୋଜନ କରାଯିବ । ବେଦବ୍ୟାସ ଟ୍ରଷ୍ଟ ବୋର୍ଡ, ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ଏବଂ ରାଉରକେଲା ମହାନଗର ନିଗମ
Read More...

ସାଲେପଡା ବିଦ୍ୟାଳୟରେ ଶିକ୍ଷଣ ସାମଗ୍ରୀ ମେଳା

କଣ୍ଟାବାଞ୍ଜି, (ପିତାମ୍ବର ଦୀପ) : ତୁରେକେଲା ବ୍ଳକ ଅନ୍ତର୍ଗତ ମାନ୍ଦଲା ଆଞ୍ଚଳିକ ସାଧନ କେନ୍ଦ୍ର ଅଧିନସ୍ଥ ସାଲେପଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମ ସହିତ ଶିକ୍ଷଣ ସାମଗ୍ରୀ ମେଳା ଅନୁଷ୍ଠିତ ହୋଇଯାଇଥିଲା । ଏହି ମେଳାକୁ ଅତିଥିଭାବରେ ବଲାଙ୍ଗିରର
Read More...

ସୁବର୍ଣ୍ଣପୁରରେ ବିକଶିତ ଗାଁ ବିକଶିତ ଓଡିଶା କାର୍ଯ୍ୟକ୍ରମ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମା ସୋନପୁର ସ୍ଥିତ ଟାଉନ ହଲ୍‌ଠାରେ ରାଜ୍ୟ ସରକାରଙ୍କ ଦ୍ଵାରା ବିକଶିତ ଗାଁ ବିକଶିତ ଓଡିଶା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି । ଗ୍ରାମଚଳର ସର୍ବାଙ୍ଗୀନ ବିକାଶ ପାଇଁ ବିଭିନ୍ନ ପ୍ରକାର ଯୋଜନା ପ୍ରସ୍ତୁତ କରି ରାଜ୍ୟ
Read More...

ରାଉରକେଲା କଲେଜର ୩୮ତମ ବାର୍ଷିକ ଉତ୍ସବ ସମ୍ପନ୍ନ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୪ ସ୍ଥିତ ରାଉରକେଲା କଲେଜ, ରାଉରକେଲା ଓ ରାଉରକେଲା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ରାଉରକେଲାର ୩୮ତମ ବାର୍ଷିକୋତ୍ସବ କଲେଜ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଅଧ୍ୟକ୍ଷ ଡ. ରବୀନ୍ଦ୍ର କୁମାର ଜେନାଙ୍କ ସଭାପତିତ୍ୱ, ଛାତ୍ର ସଂସଦର ମୁଖ୍ୟ ଉପଦେଷ୍ଟା
Read More...

ଦହମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଉତ୍ସବ

ଭୋଗରାଇ, (ଶିବ ନାରାୟଣ ପାତ୍ର) : ଭୋଗରାଇ ବ୍ଲକ ଖରିଦପିପଳ ପଞ୍ଚାୟତ ଅଧୀନ ଦହମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଆୟୋଜିତ ସଭାକୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଆଲୋକ କୁମାର ପ୍ରଧାନ ସଭାପତିତ୍ୱ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ
Read More...

ପ୍ଲେ ଜୋନ୍ ଉଦ୍‌ଘାଟିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ ପିପିପି ହାଇସ୍କୁଲ ବରିହାପୁଖାପାଣି ଠାରେ ନୂତନ ଭାବେ ନିର୍ମିତ ପ୍ଲେ ଜୋନ୍ ଆଜି ବିଜେପୁର ବିଧାୟକ ସନତ କୁମାର ଗଡତିଆଙ୍କ କରକମଳରେ ଶୁଭ ଉଦ୍‌ଘାଟନ ହୋଇ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ସମର୍ପିତ ହୋଇଛି । ବିଦ୍ୟାଳୟର
Read More...

ପରୀକ୍ଷା ପେ ଚର୍ଚ୍ଚା ୨୦୨୫

ଫେବୃଆରୀ ୧୦ତାରିଖ ପୂର୍ବାହ୍ନ ୧୧ଟା ସମୟରେ ପରୀକ୍ଷା ପେ ଚର୍ଚ୍ଚାରେ ଦେଶବ୍ୟାପୀ ଛାତ୍ରଛାତ୍ରୀଙ୍କ ସହିତ ଦୂରଦର୍ଶନ ସମେତ ବିଭିନ୍ନ ପ୍ଲାଟଫର୍ମରେ ସିଧାସଳଖ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀପରୀକ୍ଷା ପେ ଚର୍ଚ୍ଚାରେ ସମସ୍ତ ରାଜ୍ୟ/କେନ୍ଦ୍ର ଶାସିତ ଅଞ୍ଚଳର ୩୬ଜଣ
Read More...

ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଶୁଭାରମ୍ଭ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନାରେ ବରିଷ୍ଠ ନାଗରିକମାନେ ତୀର୍ଥ ଯାତ୍ରାରେ ବାହାରିଛନ୍ତି । ସ୍ଥାନୀୟ ପର୍ଯ୍ୟଟନ ଅଫିସରେ ମଧ୍ୟାହ୍ନରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ୱର୍ଦ୍ଧନ ଦେବାସହ ସମସ୍ତଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା
Read More...