Monthly Archives

February 2025

ନାରୀ ଓ ଶିଶୁ ସୁରକ୍ଷା ଆଇନଗତ ସଚେତନତା ଶିବିର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଦିବା ଘ.୧୦ ଘଟିକା ସମୟରେ ବଲାଙ୍ଗିର ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଅମର ଜ୍ୟୋତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୌନ ନିର୍ଯ୍ୟାତନା ନିବାରଣ ଓ ନାରୀ ସୁରକ୍ଷା ପାଇଁ ଆଇନଗତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସଂଜୟ କୁମାର ସିଂହଙ୍କ
Read More...

ନୀଳାଚଳ ପରିଷଦର ସରସ୍ଵତୀ ପୂଜା ଓ ବନ୍ଧୁମିଳନ କାର୍ଯ୍ୟକ୍ରମ

ରାଉରକେଲା, (କେପିଏନ୍‌ଏସ୍‌) : କୋଏଲ ନଗର ସି ବ୍ଲକ ସ୍ଥିତ ନୀଳାଚଳ ପରିଷଦ ତରଫରୁ ଶ୍ରୀ ସରସ୍ଵତୀ ପୂଜା ମହାସମାରୋହରେ ପାଳିତ ହୋଇଯାଇଛି । ଚାରିଦିନ ଧରି ଚାଲିଥିବା ଏହି ପୂଜାରେ କୈବଲ୍ୟ ନନା ପୂଜକ ଭାବେ ଓ ରାଜେଶ ମହାରଣା କର୍ତ୍ତା ଭାବେ ଦାୟିତ୍ୱ ତୁଲାଇଥିଲେ । ଏହି ଅବସରରେ ରାଉରକେଲା
Read More...

ସଇଁତଲା ଓ ତୁଷୁରା ଡାକ୍ତରଖାନାର ସମସ୍ୟା ଖୁବଶୀଘ୍ର ଦୂର ହେବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତି

ସଇଁତଲା, (ଖୁସିରାନୀ ସାହୁ) : ଦୀର୍ଘ ବର୍ଷ ହେବ ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ଓ ତୁଷୁରା ଡାକ୍ତରଖାନାରେ ଡାକ୍ତର ଅଭାବ ରହି ଥିବା ବେଳେ ରୋଗୀମାନେ ହନ୍ତସନ୍ତ ହେଉଛନ୍ତି । ଅନେକ ଦିନ ହେଲାଣି ଡାକ୍ତର ଖାନାର ସମସ୍ୟାକୁ ଦୂର କରିବା ପାଇଁ ଦାବି ହେଉଥିବା ବେଳେ ପୂର୍ବ ସରକାର ଶୁଣିନ ଥିବା
Read More...

ଏଭରଗ୍ରୀନ ମେଲୋଡି ତରଫରୁ ସଂଗୀତ ଭିତ୍ତିକ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ଏଭରଗ୍ରୀନ ମେଲୋଡି ତରଫରୁ ସଂଗୀତ ଭିତ୍ତିକ କାର୍ଯ୍ୟକ୍ରମ ଚିତ୍ରହାର ରାଉରକେଲା କ୍ଲବ୍ ଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ମୁଖ୍ୟ ସ୍ନେହଲତା ଗନ୍ତାଘରିଆଙ୍କ ଆବାହକତ୍ଵରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରଘୁନାଥପାଲି ବିଧାୟକ
Read More...

ସିନିୟର ଫେଲୋସିପ ପାଇଥିବାରୁ ଲଳିତ ଜଗତଙ୍କୁ ଜିଲ୍ଲାସ୍ତରୀୟ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ମାଣ୍ଡୋସିଲ ଗ୍ରାମର ନାଟ୍ୟରତ୍ନ ପ୍ରାପ୍ତ ନାଟ୍ୟକାର ତଥା ନିର୍ଦ୍ଦେଶକ ଲଳିତ ଜଗତଙ୍କୁ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ଭାରତ ସରକାରଙ୍କ ଦ୍ୱାରା ଫୋକ୍ ଥିଏଟର (ଲୋକ ନାଟକ) ରେ ସିନିୟର୍ ଫେଲୋସିପ୍ ପାଇଛନ୍ତି
Read More...

ସୁବର୍ଣ୍ଣପୁରରେ ଜାତୀୟ କୃମିନାଶକ ଦିବସ ପାଳନ ନିମନ୍ତେ ସାମ୍ବାଦିକ ସମ୍ମିଳନୀ

ଜିଲ୍ଲାକୁ କୃମି ମୁକ୍ତ କରିବା ଆମ ସମସ୍ତଙ୍କ ଲକ୍ଷ୍ୟ ହେଉ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲା ସ୍ୱାସ୍ଥ୍ୟ ସମିତି, ସୁବର୍ଣ୍ଣପୁର ଦ୍ୱାରା ଜିଲ୍ଲା ତାଲିମ କେନ୍ଦ୍ର ଠାରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ଃ ପ୍ରଦୀପ କୁମାର ଗୁରୁଙ୍କ ଅଧ୍ୟକ୍ଷତାରେ ଜିଲ୍ଲା
Read More...

ଅସହଯୋଗ ଆନ୍ଦୋଳନ ଓ ତହିଁରେ ଓଡ଼ିଶାର ଭୂମିକା ଆଲୋଚନା ଚକ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ମହାବିଦ୍ୟାଳୟ ରାଉରକେଲାର ଇତିହାସ ବିଭାଗ ଆନୁକୂଲ୍ୟର "ଅସହଯୋଗ ଆନ୍ଦୋଳନ ଓ ତହିଁରେ ଓଡ଼ିଶାର ଭୂମିକା" ଶୀର୍ଷକ ଏକ ବିଭାଗୀୟ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ଃ ରବିନ୍ଦ୍ର କୁମାର ଜେନାଙ୍କ କରକମଳରେ ଆଲୋଚନା
Read More...

ଆତ୍ମ ସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ମହିମୁଣ୍ଡା ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟ, ମହିମୁଣ୍ଡା ଓ ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ମହିମୁଣ୍ଡାରେ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି । ଦୀର୍ଘ ୮ ଦିନ ଧରି ଚାଲିଥିବା ଏହି ତାଲିମ ଶିବିରରେ କୁମାରୀ ଜନନୀ ମହାଲିଙ୍ଗ
Read More...

ନିପୂଣ ଓଡ଼ିଶା ମେଳାରେ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ମିଳିଲା ପ୍ରଶଂସା ପତ୍ର

ଭୋଗରାଇ, (ଶିବ ନାରାୟଣ ପାତ୍ର) : ଭୋଗରାଇ ବ୍ଲକ ଦହମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ନିପୂଣ ଓଡ଼ିଶା ମେଳା ଦହମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଆଞ୍ଚଳିକ ସାଧନ କେନ୍ଦ୍ରର ସଂଯୋଜକ ଶିକ୍ଷାବିତ୍ ପବନ କୁମାର ବେହେରାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ
Read More...

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ବାଲୁଗାଁ-ପଲାସା ରେଳ ସେକ୍ସନ ନିରୀକ୍ଷଣ

ଭୁବନେଶ୍ୱର, (ପିଆଇବି) : ସୁରକ୍ଷା ପଦକ୍ଷେପ, ଟ୍ରାଫିକ ଯାତାୟାତ ସୁବିଧା, ଯାତ୍ରୀ ସୁବିଧା ଏବଂ ଭିତ୍ତିଭୂମି ବିକାଶର ପ୍ରଗତି ମୂଲ୍ୟାଙ୍କନ କରିବା ପାଇଁ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ ଇତିମଧ୍ୟରେ ବାଲୁଗାଁ-ପଲାସା ରେଳପଥ ସେକ୍ସନର ପୁଙ୍ଖାନୁପୁଙ୍ଖ ନିରୀକ୍ଷଣ
Read More...