Monthly Archives

February 2025

ବାନ୍ଦୁପାଲି କ୍ଲଷ୍ଟରରେ ନିପୁଣ ମେଳା

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ବିଜେପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ବାନ୍ଦୁପାଲି କ୍ଲଷ୍ଟରର ନିପୁଣ ଓଡ଼ିଶା ମେଳା ବରମୁଣ୍ଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ
Read More...

କେଟିଏଚ୍‌ର ବିଂଶତମ ବାର୍ଷିକୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ ) : ସିଭିଲ ଟାଉନସିପ ସ୍ଥିତ କଳିଙ୍ଗ ଟ୍ରମା ହସ୍ପିଟାଲ (କେଟିଏଚ)ର ବିଂଶତମ ବାର୍ଷିକୋତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ହସ୍ପିଟାଲର ମୁଖ୍ୟ ଡାକ୍ତର ଉତ୍ତମ ଚରଣ ଜେନାଙ୍କ ଆବାହକତ୍ୱରେ ଆୟୋଜିତ ଏହି ଉତ୍ସବରେ ସହରର ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେଇ ୨୦୦୬
Read More...

ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀରେ ବହୁ ସଂଖ୍ୟାରେ ଜନ ସମାଗମ

. ସାଂସ୍କୃତିକ କାର୍ଯ୍ୟକ୍ରମ ଦର୍ଶକଙ୍କୁ କଲା ମୋହିତ ରାଉରକେଲା, (ସସ୍ମିତା ପ୍ରଧାନ) : ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ, ପଲ୍ଲୀଶ୍ରୀ ଓ ଖାଦ୍ୟମେଳା ଆନୁଷ୍ଠାନିକ ଭାବରେ ଆଜି ଉଦଘାଟିତ ହୋଇଯାଇଛି । ରଘୁନାଥପଲ୍ଲୀ ବିଧାୟକ ଦୁର୍ଗା ଚରଣ ତନ୍ତୀ, ରାଉରକେଲା ବିଧାୟକ ସାରଦା ପ୍ରସାଦ
Read More...

ସଇଁତଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଡାକ୍ତର ସମସ୍ୟା : କାର୍ଯ୍ୟରତ ସାମ୍ବାଦିକ ସଂଘ ପକ୍ଷରୁ…

ସଇଁତଲା, (ଖୁସିରାନୀ ସାହୁ) : ସରକାର ଡାକ୍ତରଖାନା ଗୁଡିକରେ ଭିତ୍ତିଭୂମି ଅଭାବକୁ ନେଇ କୋଟି କୋଟି ଟଙ୍କା ଅର୍ଥ ବିନିଯୋଗ କରି କୋଠା ନିର୍ମାଣ ହେଉଛି । କିନ୍ତୁ ବିଭିନ୍ନ ସ୍ୱାସ୍ଥ୍ୟ କେନ୍ଦ୍ରଗୁଡିକରେ ଡାକ୍ତର ସମସ୍ୟା ଦେଖାଦେଇଛି । ଏଭଳି ଚିତ୍ର ଦେଖିବାକୁ ମିଳିଛି ବଲାଙ୍ଗିର ଜିଲ୍ଲା
Read More...

୧୮ତମ ଚନ୍ଦ୍ରକାନ୍ତି ମେମୋରିଆଲ ବାର୍ଷିକ କ୍ରୀଡା

ପୁଇଁତଲା, (କେପିଏନ୍‌ଏସ୍‌) : ପୁଇଁତଲା ବ୍ଲକ ଅନ୍ତର୍ଗତ ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡାଠାରେ ୧୮ତମ ଚନ୍ଦ୍ରକାନ୍ତି ମେମୋରିଆଲ ବାର୍ଷିକ କ୍ରୀଡାର ଉଦ୍‌ଯାପନୀ ଉତ୍ସବରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଆନନ୍ଦ ବଡ଼ପଣ୍ଡାଙ୍କ ସଭାପତିତ୍ୱରେ ଖେଳ ଶିକ୍ଷକ ପ୍ରବୀଣ ନାରାୟଣ ପଣ୍ଡା ଉତ୍ସବର
Read More...

ଆଦ୍ରଭୂମି ସଂରକ୍ଷଣ ସଚେତନତା ଦିବସ ୨୦୨୫

ବଲାଙ୍ଗିର, (କେପିଏନ୍‌ଏସ୍‌) : ପରିବେଶ ଅଧ୍ୟୟନ କେନ୍ଦ୍ର ,ଜଙ୍ଗଲ ଓ ପରିବେଶ ତଥା ଜଳବାୟୁ ପରିବର୍ତ୍ତନ ବିଭାଗ ଓଡ଼ିଶା ସରକାରଙ୍କ ଆନୁକୁଲ୍ୟରେ ଧନ୍ଵନ୍ତରୀ ଇକୋକ୍ଳବ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ କୁଟୁରାପାଲି ସହଯୋଗରେ ବାଦୀମୁଣ୍ଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ କୁଟୁରାପାଲି ଗ୍ରାମର ଅମୃତ
Read More...

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରର ରକ୍ତଦାନ ଶିବିର

ରାଉରକେଲା, (ସସ୍ମିତା ପ୍ରଧାନ) : ସରସ୍ଵତୀ ପୂଜା ଅବସରରେ ସେକ୍ଟର ୬ ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରର ପ୍ରାକ୍ତନ ଛାତ୍ର ପରିଷଦ ଓ ସାମାଜିକ ଅନୁଷ୍ଠାନ ହ୍ୟୁମାନିଟି ଫାଉଣ୍ଡେସନର ମିଳିତ ଆନୁକୂଲ୍ୟରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା । ଆଗାମୀ ଦିନରେ ରକ୍ତ ପାଇଁ
Read More...

ସୋନପୁର ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୪୪ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ସୁବର୍ଣ୍ଣପୁର ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ ଓ
Read More...

ପାଇକମାଲରେ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ କାର୍ଯ୍ୟାଳୟ ପରିସରରେ ସୋମବାର ଜିଲ୍ଲାପାଳ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ
Read More...

ଜିଲ୍ଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ପୁରେନା ଗ୍ରାମବାସୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପୁରେନା ପଞ୍ଚାୟତରେ ୧୯୮୫ ମସିହାରୁ ପ୍ରତିଷ୍ଠିତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପ୍ରତି ହୋଇଥିବା ବୈମାତୃକ ମନୋଭାବର ପ୍ରତିବାଦରେ ଆଜି ପୁରେନା ଗ୍ରାମବାସୀ ପାଇକମାଲ ଠାରେ ଚାଲୁଥିବା ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ଫେରାଦ
Read More...