Monthly Archives

February 2025

ପାୟଲର ୩୭ତମ ବାର୍ଷିକୋତ୍ସବ ମହାସମାରୋହରେ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅନ୍ୟତମ ନୃତ୍ୟ ଓ କଳାନୁଷ୍ଠାନ ପାୟଲର ୩୭ତମ ବାର୍ଷିକୋତ୍ସବ ରିଦିମ୍ ୨୦୨୫ ସିଭିକ ସେଣ୍ଟର୍ ଠାରେ ଅନୁଷ୍ଠିତ ହୋଇଯାଇଛି । ପାୟଲର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷା ଗୁରୁ କେତକୀ ଭଟ୍ଟାଚାର୍ଯ୍ୟ, ସଭାପତି କୃଷ୍ଣଲାଲ ଭଟ୍ଟାଚାର୍ଯ୍ୟଙ୍କ ଅଧ୍ୟକ୍ଷତା ଓ ଅନିଲ
Read More...

ମୁରିବାହାଲ ଜିଲ୍ଲାସ୍ତରୀୟ ଫୁଟବଲ୍ ପ୍ରତିଯୋଗିତାରେ ଖଡ଼ିଆଳକୁ ହରାଇ ନକଟାଶର ସେମିରେ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତି ହାଇସ୍କୁଲ ଖେଳପଡିଆରେ ୟୁଥ୍ ଏଣ୍ଡ ସ୍ପୋର୍ଟିଙ୍ଗ କ୍ଲବ୍ ଆନୁକୁଲ୍ୟରେ ୧୧ତମ ଜିଲ୍ଲାସ୍ତରୀୟ ଫୁଟବଲ୍ ପ୍ରତିଯୋଗିତା ଅନୁଷ୍ଠିତ ହେଉଛି । ରବିବାର ଅନୁଷ୍ଠିତ ଖଡିଆଳ ଓ ନକଟାଶର ଦଳ ମଧ୍ୟରେ
Read More...

ନବ ନିର୍ବାଚିତ ବିଜେପି ଜିଲ୍ଲା ସଭାପତିଙ୍କୁ ବ୍ଲକ ଜର୍ଣ୍ଣାଲିଷ୍ଟ ଆସୋସିଏସନ୍ ପକ୍ଷରୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଜର୍ଣ୍ଣାଲିଷ୍ଟ ଆସୋସିଏସନ୍ ପକ୍ଷରୁ ନବ ନିର୍ବାଚିତ ବଲାଙ୍ଗିର ଜିଲ୍ଲା ବିଜେପି ସଭାପତି ଶ୍ରୀବତ୍ସ ବେହେରାଙ୍କୁ ସ୍ଥାନୀୟ କାର୍ଯ୍ୟାଳୟଠାରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । ମୁରିବାହାଲ ବ୍ଲକ
Read More...

୪ର୍ଥ ତୋଷାଳୀ ମହୋତ୍ସବ ଉପଲକ୍ଷେ ରାଜ୍ୟ ସ୍ତରୀୟ କବିତା ପାଠୋତ୍ସବ, ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା ପର୍ବ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ଚତୁର୍ଥ ତୋଷାଳୀ ମହୋତ୍ସବ ଉପଲକ୍ଷେ ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ତୁଷୁରାର ଅଡିଟୋରିୟମ ଠାରେ ରାଜ୍ୟ ସ୍ତରୀୟ କବିତା ପାଠୋତ୍ସବ, ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା ପର୍ବ ନିଷାନର ସଭାପତି ଡ. ଶ୍ୟାମସୁନ୍ଦର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ
Read More...

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର କଲେଜ ଛକରେ ସରସ୍ଵତୀ ପୂଜା ଓ ବିଦ୍ୟାରମ୍ଭ ସଂସ୍କାର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର କଲେଜ ଛକ ବଲାଙ୍ଗିରରେ ମା ସରସ୍ୱତୀଙ୍କ ପୂଜା ତଥା ଶିଶୁଵୋଧ ଶ୍ରେଣୀ ଶିଶୁଙ୍କ ବିଦ୍ୟାରମ୍ଭ ସଂସ୍କାର ଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଅନେକ ସଂଖ୍ୟାରେ ମାଆ, ବାପା, ଆଚାର୍ଯ୍ୟ ଆଚାର୍ଯ୍ୟା, ପରିଚାଳନା କମିଟିର
Read More...

ଡେଲାଙ୍ଗ ବ୍ଲକର ସମସ୍ତ ସ୍କୁଲ, କଲେଜ, ଶିଶୁ ମନ୍ଦିର, ଶିକ୍ଷାନୁଷ୍ଠାନରେ ମାଆଙ୍କ ପୂଜା ଧୁମଧାମରେ ପାଳିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ଆଜି ପବିତ୍ର ବସନ୍ତ ପଞ୍ଚମୀ ମା ବାଗ୍‌ଦେବୀଙ୍କ ପୂଜା । ମାଘମାସ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ପାଳନ ହୁଏ ମାଆଙ୍କ ପୂଜା । ବିଦ୍ୟାପ୍ରାପ୍ତି ନିମନ୍ତେ ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ବିଦ୍ୟାଦାୟିନୀ, ହଂସବାହିନୀ, ବୀଣା ପୁସ୍ତକଧାରିଣୀ ଦେବୀ
Read More...

ପଦ୍ମପୁର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ବିଦ୍ୟାରମ୍ଭ ସଂସ୍କାର ଯଜ୍ଞ ଓ ସାମୂହିକ ଖଡ଼ିଛୁଆଁ ଉତ୍ସବ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁରରେ ମାଘମାସ ଶୁକ୍ଳ ପଞ୍ଚମୀ ତିଥିରେ ସରସ୍ଵତୀ ପୂଜା ଓ ଶିଶୁ ବୋଧ ଶ୍ରେଣୀର ବିଦ୍ୟାରମ୍ଭ ସଂସ୍କାର ଯଜ୍ଞ ସହିତ ସାମୂହିକ ଖଡ଼ିଛୁଆଁ ଉତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ ଶିଶୁ ଭାଇଭଉଣୀ ମାନେ ମୁଣ୍ଡରେ
Read More...

ଆଦ୍ରଭୂମି ସଂରକ୍ଷଣ ସଚେତନତା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ଛତାପିପଲ ଗ୍ରାମ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପକ୍ଷରୁ ଆଦ୍ରଭୂମି ସଂରକ୍ଷଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଛାତ୍ରଛାତ୍ରୀମାନେ ଗ୍ରାମ ପରିକ୍ରମା କରିଥିଲେ । ପରେ ଗ୍ରାମର ପୋଖରୀ
Read More...

ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ମାୟାବର୍ହା କ୍ଲଷ୍ଟର ସ୍ଥିତ ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷକ ଆର୍ତତ୍ରାଣ ପଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଗୋଷ୍ଠୀ
Read More...

ଅନ୍‌ଲାଇନ୍‌ ଗେମଲରଙ୍କ କବ୍‌ଜାରେ କଣ୍ଟାବାଞ୍ଜି

କଣ୍ଟାବାଞ୍ଜି, (ଯୁଗଳ କିଶୋର ଶବର) : ଅନ୍‌ଲାଇନ୍‌ ଗେମଲରଙ୍କ କବ୍‌ଜାରେ କଣ୍ଟାବାଞ୍ଜି । ଅନଲାଇନ ବ୍ୟାଟିଂ ଗେମ୍‌ରେ ୮୦ ପ୍ରତିଶତ ଟଙ୍କା ପାଇବାର ପ୍ରଲୋଭନ ଦେଖାଇ ଠକାମୀ କରୁଥିବା ୫ ଜଣଙ୍କୁ ଗିରଫ କରିଛି ପୋଲିସ । ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ସହରର ଲାୟନ୍ସ ପବ୍ଲିକ ସ୍କୁଲ ନିକଟରେ
Read More...