Monthly Archives

February 2025

କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚରେ ଯୋଗଦେଲେ ପୂର୍ବତନ ବିଧାୟକ ସରୋଜ

ପାଟଣାଗଡ : ପାଟଣାଗଡ ନିର୍ବାଚନ ମଣ୍ଡଳୀ ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ ତୁର୍ଲା ଗ୍ରାମ ଠାରେ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଆୟୋଜିତ ହୋଇଯାଇଛି । ଆୟୋଜିତ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଫାଇନାଲ ମ୍ୟାଚ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ପୂର୍ବତନ ବିଧାୟକ ସରୋଜ କୁମାର ମେହେର ଯୋଗଦାନ କରି ବିଜେତା
Read More...

ଖଣ୍ଡଦେଉଳି ସ୍ଥିତ ସହୀଦ ଭଗତ ସିଂ ସ୍ନାତକ ମହାବିଦ୍ୟାଳୟକୁ ସି.ଗ୍ରେଡ୍ ନାକ୍ ମାନ୍ୟତା ମିଳିଲା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଖଣ୍ଡଦେଉଳି ସ୍ଥିତ ସହୀଦ ଭଗତ ସିଂ ସ୍ନାତକ ମହାବିଦ୍ୟାଳୟକୁ ସି.ଗ୍ରେଡ୍ ନାକ୍ ମାନ୍ୟତା ପ୍ରାପ୍ତ ହୋଇଯାଇଛି । ଅଳ୍ପ କିଛି ଦିନ ପୂର୍ବେ ଏକ ତିନ ଜଣିଆ ଅଭିଜ୍ଞ ନାକ୍ ଟିମ୍ ପରିଦର୍ଶନ କରି ପ୍ରଫେସର ଜୋସେଫ ଡୋରାଇରାଜ ତାମିଲନାଡୁ, ପ୍ରଫେସର ମୋହମଦ
Read More...

ମାଁ ବନଦୁର୍ଗା କ୍ରିକେଟ ଟୁର୍ଣ୍ଣାମେଣ୍ଟ ଆୟୋଜିତ

ଜୁରାବନ୍ଦ ଦଳ ଚମ୍ପିୟାନ ତୁରେକେଲା, (ପିତାମ୍ବର ଦୀପ) : ତୁରେକେଲା ବ୍ଲକ ମହଖଣ୍ଡରେ ଆୟୋଜିତ ମାଁ ବନଦୁର୍ଗା କ୍ରିକେଟ ଟୁର୍ଣ୍ଣାମେଣ୍ଟ ଶନିବାର ଉଦ୍‌ଯାପନୀ ହୋଇଯାଇଛି । ଫାଇନାଲ୍ ମ୍ୟାଚରେ ଜୁରାବନ୍ଦ ଓ ବଡ଼ମୁଲା ଅଂଶଗ୍ରହଣ କରିଥିଲେ ପ୍ରଥମେ ବଡମୁଲା ଦଳ ୮ ୱିକେଟ ବିନିମୟରେ ୧୧୯ ରନ
Read More...

ଅଷ୍ଟମ ବାଟାଲିୟନ ପକ୍ଷରୁ ବେଳାଭୂମି ସ୍ଵଚ୍ଛତା କାର୍ଯ୍ୟକ୍ରମ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଅଲିଭ ରିଡଲେ ସାମୁଦ୍ରିକ କଇଁଚଙ୍କ ସୁରକ୍ଷିତ ଗଣ ଅଣ୍ଡାଦାନକୁ ଦୃଷ୍ଟିରେ ରଖି ଶନିବାର ଛତ୍ରପୁର ଓ ଏସ୍‌ଏପି ଅଷ୍ଟମ ବାଟାଲିୟନ ପକ୍ଷରୁ ବେଳାଭୂମି ସ୍ଵଚ୍ଛତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଶତାଧିକ ହାବିଳଦାର ଓ ସିପାହୀ ଗଞ୍ଜାମ ବ୍ଲକ ଅନ୍ତର୍ଗତ
Read More...

ଅବସର ଓ ଦାୟିତ୍ୱ ଗ୍ରହଣ କାଳୀନ ସଭା

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ଖଣ୍ଡଦେଉଳି ଶହୀଦ ଭଗତ ସିଂ ଉଚ୍ଚ ମଧ୍ୟାମିକ ବିଦ୍ୟାଳୟରେ ନୂତନ ଅଧ୍ୟକ୍ଷ ଭାବେ ସରୋଜ ଦାଶ ଦାୟିତ୍ୱ ଗ୍ରହଣ କରିଥିଲେ । ଶିକ୍ଷାନୁଷ୍ଠାନ ପକ୍ଷରୁ ତାଙ୍କୁ ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ପ୍ରଦାନ ପୂର୍ବକ ସମୋର୍ଦ୍ଧିତ କରାଯାଇଥିଲା ।
Read More...

ଗଞ୍ଜାମ ବ୍ଲକସ୍ତରୀୟ ଜନ ଶୁଣାଣୀ କାର୍ଯ୍ୟକ୍ରମ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକରେ ଶନିବାର ଦିନ ଏନ୍‌ଜିଏନ୍‌ଆର୍‌ଜିଏସ୍‌ ବ୍ଲକସ୍ତରୀୟ ସାମାଜିକ ଜନ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏବିଡ଼ି ଓ ଭାବାନୀ ଶଙ୍କର ପ୍ରଧାନଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ସଭାରେ ଉପ ଜିଲ୍ଲାପାଳ ଶିବାଶିଷ ବରାଳ, ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା
Read More...

ଓଏସ୍‌ସିଆଇଟି ଶିକ୍ଷା କ୍ଷେତ୍ରରେ ଗଞ୍ଜାମ ରାଜ୍ୟରେ ୨ୟ ସ୍ଥାନରେ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ରାଜ୍ୟରେ ଆନ୍ତର୍ଜାତିକ ସ୍ତରର କମ୍ପ୍ୟୁଟର ପାଠ୍ୟକ୍ରମ ପ୍ରଦାନ କରି ଉଚ୍ଚକୋଟୀର ମାନବ ସମ୍ବଳ ବିକାଶ କରୁଥିବା ଓକେସିଏଲ୍‌ର ପାଠ୍ୟକ୍ରମ ପ୍ରଦାନ କ୍ଷେତ୍ରରେ ଗଞ୍ଜାମ ଜିଲ୍ଲା ରାଜ୍ୟରେ ଦ୍ୱିତୀୟ ସ୍ଥାନ ଅଧିକାର କରିଛି । ବୁଧବାର ଦିନ ଭୁବନେଶ୍ୱରର
Read More...

ଏଟିଏମ୍ ଟଙ୍କା ଜମାକାରୀ ସାଜିଥିଲେ ଲୁଟେରା

୫ ଅଭିଯୁକ୍ତ ଗିରଫ, ୭ ଲକ୍ଷ ୮୦ ହଜାର ଟଙ୍କା ଜବତ କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲାର ବିଭିନ୍ନ ଏଟିଏମ୍‌ରେ ଟଙ୍କା ଜମା କରିବା ସମୟରେ ୧୦ ଲକ୍ଷ ଟଙ୍କା ଚୋରି କରି ୫ ଜଣ ଅଭିଯୁକ୍ତ କୋର୍ଟ ଚାଲାଣ ହେବା ଘଟଣା ଜିଲ୍ଲାରେ ଚର୍ଚ୍ଚାର ବିଷୟ ପାଲଟିଛି । ଜିଲ୍ଲାର
Read More...

ଅଗ୍ନିଶମ ବିଭାଗର ନିର୍ମାଣଧିନ କୋଠାରୁ ପଡ଼ି ରାଜମିସ୍ତ୍ରୀ ଗୁରୁତର :
ବିଭାଗୀୟ ଯନ୍ତ୍ରୀ ପାଖରେ ଖବର ନାହିଁ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଅଗ୍ନିଶମ ବିଭାଗ କାର୍ଯ୍ୟାଳୟ ପରିସରରେ କର୍ମଚାରୀ ମାନଙ୍କ ପାଇଁ ପୋଲିସ ହାଉସିଂ ବୋର୍ଡ ତରଫରୁ ଚାରି ମହଲା ବିଶିଷ୍ଟ କୋଠା ନିର୍ମାଣ ଚାଲିଛି । ହେଲେ ବିଭାଗୀୟ ଯନ୍ତ୍ରୀଙ୍କ ଉପଯୁକ୍ତ ତଦାରଖ ଅଭାବରୁ ଶ୍ରମିକ ମାନେ ବିପଦ
Read More...

ବାଇକ ଧକ୍କାରେ ମହିଳା ମୃତ : ଅଭିଯୁକ୍ତ ଚାଳକ କୋର୍ଟ ଚାଲାଣ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଥାନା ଅନ୍ତର୍ଗତ ଖପ୍ରାଖୋଲରୁ ଲାଠୋର ରାସ୍ତାରେ ଥିବା ଘୁନଶର ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ସୂଚନା ଅନୁଯାୟୀ ନୂଆପଡା ଜିଲ୍ଲା କୋମନା ଥାନା ଅନ୍ତର୍ଗତ
Read More...