Daily Archives

ବ୍ରହ୍ମପୁର ବିଶ୍ଵବିଦ୍ୟାଳୟରେ ଜାତୀୟ ବିଜ୍ଞାନ ଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ନୂତନ ସମ୍ମିଳନୀ କକ୍ଷରେ ବିଶ୍ଵବିଦ୍ୟାଳୟର କୁଳପତି ପ୍ରଫେସର ଗୀତାଞ୍ଜଳୀ ଦାଶଙ୍କ ତତ୍ତ୍ଵାବଧାନରେ ପଦାର୍ଥ ବିଜ୍ଞାନ ବିଭାଗ ଓ Brick institutes of life sciences ଭୁବନେଶ୍ୱର ର ମିଳିତ ଉଦ୍ୟମରେ ଜାତୀୟ ବିଜ୍ଞାନ ଦିବସ ଅନୁଷ୍ଠିତ ହୋଇଯାଇଛି ।
Read More...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସାଂସ୍କୃତିକ ଦଳର ଉତ୍ତର ପ୍ରଦେଶ ଗସ୍ତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପୂର୍ବାହ୍ନରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ଏକ ୧୮ ଜଣିଆ ସାଂସ୍କୃତିକ ଦଳ ୟୁପି ଗ୍ରସ୍ଥ କରିଛନ୍ତି । ନୋଇଡାଠାରେ ଥିବା ଆମିଟି ବିଶ୍ୱବିଦ୍ୟାଳୟରେ ଆସନ୍ତା ୩ ଠାରୁ ୭ ମାର୍ଚ୍ଚରେ ଆୟୋଜିତ ଆନ୍ତଃ ବିଶ୍ୱବିଦ୍ୟାଳୟ ଜାତୀୟ ୟୁବ ମହୋତ୍ସବରେ ଯୋଗଦେବେ
Read More...

ଆସନ୍ତା ମାର୍ଚ୍ଚ ୮ ତାରିଖରେ ହେବାକୁ ଯାଉଛି ଲୋକ ଅଦାଲତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆସନ୍ତା ମାର୍ଚ୍ଚ ୮ ତାରିଖ ଶନିବାର ଦିନ ବଲାଙ୍ଗିର, ପାଟଣାଗଡ, ଟିଟିଲାଗଡ, କଣ୍ଟାବାଞ୍ଜି, ଲୋଇସିଂହା, ସଇଁତଳା, ମୁରିବାହାଲ ଓ ବଙ୍ଗୋମୁଣ୍ଡା ଅଦାଲତ ପରିସର ଓ ଜିଲ୍ଲାର ସମସ୍ତ ରାଜସ୍ୱ ବିଭାଗ ତଥା ରାଷ୍ଟ୍ରୟତ ବ୍ୟାଙ୍କ, ଜିଲ୍ଲା ଶ୍ରମ ବିଭାଗ,
Read More...

୫ ଘଣ୍ଟା ଧରି ବିଦ୍ୟୁତ ସରବରାହ ବିଚ୍ଛିନ୍ନ ଜନ ଅସନ୍ତୋଷ ବୃଦ୍ଧି

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସଦର ବିଦ୍ୟୁତ୍ ସବ-ଡିଭିଜନ ଅନ୍ତର୍ଗତ ପୋଡ଼ାପଦର ପଞ୍ଚାୟତରେ ଶନିବାର ଅପରାହ୍ନ ୪ଘଣ୍ଟା ୩୦ ମିନଟ୍ ଠାରୁ ବିଦ୍ୟୁତ ସରବରାହ ବିଚ୍ଛିନ୍ନ ହୋଇଯାଇଥିଲା । ପ୍ରକାଶ ଥାଉକି, କୌଣସି ଅସୁବିଧା ବଶତଃ ବିଦ୍ୟୁତ ସରବରାହ ବିଚ୍ଛିନ୍ନ ହୋଇଯାଇଥିବା
Read More...

କୃଷି ଏବଂ ଗ୍ରାମୀଣ ସମୃଦ୍ଧି ଉପରେ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

ବିକଶିତ ଭାରତର ଲକ୍ଷ୍ୟ ଆଡକୁ ଆଗକୁ ବଢ଼ିବା ପାଇଁ ଆମର ସଂକଳ୍ପ ଅତ୍ୟନ୍ତ ସ୍ପଷ୍ଟ : ପ୍ରଧାନମନ୍ତ୍ରୀକୃଷକମାନେ ସମୃଦ୍ଧ ଓ ସଶକ୍ତ ଭାରତ ଗଠନ ଦିଗରେ ଆମେ ମିଳିତ ଭାବେ କାର୍ଯ୍ୟ କରୁଛୁ : ପ୍ରଧାନମନ୍ତ୍ରୀଆମେ କୃଷିକୁ ବିକାଶର ପ୍ରଥମ ଇଞ୍ଜିନ୍ ଭାବରେ ବିବେଚନା କରିଛୁ, କୃଷକମାନଙ୍କୁ ଏକ
Read More...

ଏନ୍‌ଏକ୍ସଟି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଯୋଗଦାନ

ନ୍ୟୁଜ ଏକ୍ସ ୱାର୍ଲଡ଼ ଚ୍ୟାନେଲକୁ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀଏକବିଂଶ ଶତାବ୍ଦୀର ଭାରତକୁ ସମଗ୍ର ବିଶ୍ୱ ଦେଖୁଛି : ପିଏମ୍‌ଭାରତର ସର୍ଜନାତ୍ମକ ସାଙ୍ଗଠନିକ ଦକ୍ଷତାକୁ ସାରା ବିଶ୍ୱ ନୀରିକ୍ଷଣ କରୁଛି : ପିଏମ୍‌ଭୋକାଲ ଫର ଲୋକାଲ ଓ ଲୋକାଲ ଫର ଭୋକାଲ ଆହ୍ୱାନ ମୁଁ ଦେଇଥିଲି :
Read More...

ମାସକ ଭିତରେ ଦୁଇ ଦୁଇ ଥର ଆଇପିଏସ ସ୍ତରରେ ଅଦଳବଦଳ

ଭୁବନେଶ୍ୱର : ଡିସିପି ପିନାକ ମିଶ୍ର ବଦଳି କରାଯାଇ ତାଙ୍କ ଜାଗାରେ କଟକ ଡିସିପି ଜଗମୋହନ ମୀନାଙ୍କୁ ଅବସ୍ଥାପିତ କରାଯାଇଛି । ଏକାଥରକେ ୨୬ ଜଣଙ୍କୁ ବିଭିନ୍ନ ପଦ ପଦବୀରେ ନିଯୁକ୍ତି ଦିଆଯାଇଛି ନା କୌଣସି ଚର୍ଚ୍ଚା ଥିଲା ନା ଥିଲା କୌଣସି ପୂର୍ବାନୁମାନ । ରାତି ଅଧିଆ ୨୬ ଆଇପିଏସ ଙ୍କୁ ମିଶାଇ
Read More...

ଜିଲ୍ଲା ଉନ୍ନୟନ ସମନ୍ୱୟ ଓ ତଦାରଖ କମିଟି ବୈଠକ : ଉନ୍ନୟନ ଯୋଜନା କାର୍ଯ୍ୟକାରିତାର ସମୀକ୍ଷା ସହ ସଫଳ ବିନିଯୋଗ ଉପରେ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଉନ୍ନୟନ ସମନ୍ୱୟ ଓ ତଦାରଖ କମିଟି(ଦିଶା) ବୈଠକ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ କମିଟିର ଅଧ୍ୟକ୍ଷ ବଲାଙ୍ଗିର ଲୋକସଭା ସାଂସଦ ଶ୍ରୀମତୀ ସଙ୍ଗୀତା କୁମାରୀ ସିଂଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବଲାଙ୍ଗିର ଜିଲ୍ଲାପାଳ
Read More...

ପରୀକ୍ଷା କେନ୍ଦ୍ରରେ କପି ଯୋଗାଇ ୭ ଗିରଫ

ଆଠଗଡ଼ : ପରୀକ୍ଷା କେନ୍ଦ୍ରରେ କପି ଯୋଗାଇ ୭ ଗିରଫ । ବଡମ୍ବା ବ୍ଲକ ମାଣିଆବନ୍ଧ ଥାନା ଅନ୍ତର୍ଗତ କଷିକିଆରୀ ହାଇସ୍କୁଲରେ ବିଜ୍ଞାନ ପରୀକ୍ଷା ଚାଲିଥିବା ବେଳେ ଛାତ୍ରଛାତ୍ରୀଙ୍କୁ କପି ଯୋଗାଉଥିବା ସହିତ ପରୀକ୍ଷା କେନ୍ଦ୍ରରେ ବିଶୃଙ୍ଖଳା କରୁଥିବା ଅଭିଯୋଗରେ ପରୀକ୍ଷାର୍ଥୀଙ୍କ ସମ୍ପର୍କୀୟ
Read More...

ଶିବ ପ୍ରସାଦ ପାଣ୍ଡିଆ ଜନ୍ମ ଶତବାର୍ଷିକୀ ସମାରୋହ ଉଦ୍‌ଘାଟିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବିପ୍ଳବୀ କବି, ସାମ୍ବାଦିକ ଗୌରବ ଶିବ ପ୍ରସାଦ ପାଣ୍ଡିଆଙ୍କ ଜନ୍ମ ଶତବାର୍ଷିକୀ ସମାରୋହ ଉଦ୍‌ଘାଟନୀ ଉତ୍ସବ ସ୍ଥାନୀୟ ସରକାରୀ ମହିଳା ମହାବିଦ୍ୟାଳୟ ପ୍ରେକ୍ଷାଳୟରେ ଅନୁଷ୍ଠିତ ହୋଇଯାଇଛି । ସ୍ମୃତିବିନ୍ଦୁ ଫାଉଣ୍ଡେସନ୍ ପକ୍ଷରୁ ପ୍ରଫେସର ମଧୁସୂଦନ ପତିଙ୍କ
Read More...