Daily Archives

କନ୍ଧକେଲଗାଁରେ ବିଜେପିର ସାଙ୍ଗଠନିକ ବୈଠକ

ଦେଓଗାଁ, (ମନୀଷ କୁମାର ସାହୁ) : ଭାରତୀୟ ଜନତା ପାର୍ଟି ପକ୍ଷରୁ ସଇଁତଳା ବ୍ଲକ ଅନ୍ତର୍ଗତ କନ୍ଧକେଲଗାଁରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପଞ୍ଚାୟତ ସ୍ତରୀୟ ଏକ କମିଟି ଗଠନ କରାଯାଇଥିଲା । ଏହି ବୈଠକରେ ପଞ୍ଚାୟତ ଅଧିନସ୍ଥ ସମସ୍ତ ଗାଁରୁ ଶତାଧିକ ସଦସ୍ୟ ଯୋଗଦେଇଥିଲେ ।
Read More...

ଟିଟିଲାଗଡ଼ର ମହାପ୍ରସିଦ୍ଧ ଶିବରାତ୍ରି ମେଳାର ପଡ଼ିଲା ପୂର୍ଣ୍ଣାହୁତି

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଓଡ଼ିଶାର ସର୍ବପୁରାତନ ଶୈବପୀଠ ଭାବେ ନିଜର ପରିଚୟ ସୃଷ୍ଟି କରିଥିବା ଟିଟିଲାଗଡ଼ର ପ୍ରସିଦ୍ଧ ଧବଳେଶ୍ଵର ପୀଠରେ ଚଳିତ ବର୍ଷ ମଧ୍ୟ ମହା ଶିବରାତ୍ରି ମେଳା ମହାଆଡ଼ମ୍ବରରେ ପାଳିତ ହୋଇଯାଇଛି । ଫେବୃଆରୀ ୨୫ ତାରିଖରୁ ଅଧିବାସ, ୨୬ରେ ଜାଗର ଯାତ୍ରା ଠାରୁ
Read More...

ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର ହେଲା ଯୁବକଙ୍କ ମୃତଦେହ

କୁଚିଣ୍ଡା : ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଥାନା କୁଇଲାରୀଯୋର ବିଭତ୍ସ ହତ୍ୟାକାଣ୍ଡ । ଗାଁର ଜଣେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଅତି ନିର୍ମମ ଭାବରେ ହାଣି ହତ୍ୟା କରାଯାଇଛି । ରକ୍ତ ଜୁଡୁବୁଡୁ ଅବସ୍ଥାରେ ଯୁବକଙ୍କ ମୃତ ଦେହ ଉଦ୍ଧାର କରାଯାଇଥିବାବେଳେ ସୂଚନା ଯୋଗ୍ୟ ଯେ ମୃତକ ଗଜିନ୍ଦ୍ର କିଶାନ
Read More...

ସହଯୋଗ ଫାଉଣ୍ଡେସନ ବଲାଙ୍ଗିରରେ ରକ୍ତଦାନ ଶିବିର ସଫଳତାର ସହିତ ସମାପ୍ତି

ବଲାଙ୍ଗିର, (କେପିଏନ୍‌ଏସ୍‌) : ସହଯୋଗ ଫାଉଣ୍ଡେସନ ବଲାଙ୍ଗିରର ପ୍ରମୁଖ ସାମାଜିକ ସଂଗଠନ ରକ୍ତ ବ୍ୟାଙ୍କରେ ରକ୍ତଦାନ ଶିବିର ଆୟୋଜନ କରିଥିଲା । ଯେଉଁଥିରେ ୪୮ ଏକକ ରକ୍ତ ସଂଗ୍ରହ କରାଯାଇଛି । ଏହି ଶିବିରର ଆୟୋଜନ ସ୍ଥାନୀୟ ରକ୍ତ ବ୍ୟାଙ୍କ ଏବଂ ଆବଶ୍ୟକତା ଥିବା ରୋଗୀଙ୍କୁ ସାହାଯ୍ୟ ପ୍ରଦାନ
Read More...

କବିରାଜ ପଣ୍ଡିତ ଦଶରଥ ମିଶ୍ରଙ୍କ ପରଲୋକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରର ଜଣାଶୁଣା କବିରାଜ ପଣ୍ଡିତ ଦଶରଥ ମିଶ୍ର (୯୦ବର୍ଷ) ଙ୍କର ଆଜି ତାଙ୍କ ମାଳପଡାସ୍ଥିତ ବାସଭବନରେ ଦେହାନ୍ତ ହୋଇଯାଇଛି । ବାର୍ଦ୍ଧକ୍ୟଜନିତ କାରଣରୁ ଗତ କିଛିଦିନ ହେଲା ସେ ଅସୁସ୍ଥ ଥିଲେ ଓ ଆଜି ସକାଳ ୯.୩୦ରେ ତାଙ୍କର ପରଲୋକ ହୋଇଯାଇଥିଲା । ଏହି ଖବର
Read More...

ତୁରେକେଲା କ୍ଲଷ୍ଟରରେ ବାର୍ଷିକ ଉତ୍ସବ ପାଳିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା କ୍ଲଷ୍ଟରର ବିଭିନ୍ନ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ ହୋଇଥିଲା । ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବିରଞ୍ଚି ନାରାୟଣ ଦାଶଙ୍କ ତତ୍ତ୍ୱାବଧାନରେ ବଗବାହାଲ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀ କୁନି ସାହୁଙ୍କ
Read More...

ଚଳିତବର୍ଷ ବାସନ୍ତୀ ଦୁର୍ଗାପୂଜାର ସୁବର୍ଣ୍ଣ ଜୟନ୍ତୀ ମହାସମାରୋହର ସାମ୍ବାଦିକ ସମ୍ମିଳନୀ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୩ସ୍ଥିତ ବାସନ୍ତୀ ପରିଷଦର ବାସନ୍ତୀ ପୂଜା ପଡିଆରେ ନିରନ୍ତର ଭାବେ ମା ବାସନ୍ତୀ ଦୁର୍ଗା ପୂଜା ୪୯ ବର୍ଷ ଧରି ପାଳନ କରିଆସୁଛି । ଚଳିତ ବର୍ଷ ମାଁ ଙ୍କର ପୂଜା ୫୦ ବର୍ଷରେ ପଦାର୍ପଣ କରୁଥିବା ବେଳେ ସୁବର୍ଣ୍ଣ ଜୟନ୍ତୀକୁ ଧୂମଧାମରେ ପାଳନ ପାଇଁ ସମସ୍ତ
Read More...

ରାଉରକେଲାରେ ମାଲବାର ଗୋଲ୍ଡ ଆଣ୍ଡ ଡାଏମଣ୍ଡର ସୋ’ ରୁମ୍ ଉଦ୍‌ଘାଟନ

ରାଉରକେଲା, (ସସ୍ମିତା ପ୍ରଧାନ) : ମାଲାବାର ଗୋଲ୍ଡ ଆଣ୍ଡ ଡାଏମଣ୍ଡର ଷଷ୍ଠ ସୋ' ରୁମ୍ ରାଉରକେଲାର ଉଦିତନଗର ଠାରେ ଉଦ୍‌ଘାଟିତ ହୋଇଯାଇଛି । ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକ ଓ କମ୍ପାନୀର ବ୍ରାଣ୍ଡ ଆମ୍ବାସଡର ଚଳଚ୍ଚିତ୍ର ଅଭିନେତା ସବ୍ୟସାଚୀ ଅତିଥି ଭାବେ ଯୋଗଦେଇ ସୋ' ରୁ୍ୱକୁ
Read More...

କଣ୍ଟାବାଞ୍ଜି ମାଟିର୍ ମହୋତ୍ସବ ପାଇଁ ଶୁଭସ୍ତମ୍ଭ ସ୍ଥାପନ

କଣ୍ଟାବାଞ୍ଜି, (ପିତାମ୍ବର ଦୀପ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ସହରର ରେଲବାଇ ଖେଳପଡ଼ିଆ ଠାରେ ଆସନ୍ତା ମାର୍ଚ୍ଚ ୧୦ ତାରିଖରୁ ଆରମ୍ଭ ହୋଇ ୩ ଦିନ ଧରି ଆୟୋଜିତ ହେବାକୁ ଯାଉଛି କଣ୍ଟାବାଞ୍ଜି ମାଟିର୍ ମହୋତ୍ସବ । ସେଥିପାଇଁ ଆୟୋଜକ କମିଟି ପକ୍ଷରୁ ରବିବାର ରେଳବାଇ ଖେଳ ପଡ଼ିଆ ଠାରେ ପୂଜା
Read More...

ଛେଲିଆପାଟ ହାଇସ୍କୁଲରେ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ଭରସୁଜା ଛେଲିଆପାଟ ନୋଡାଲ ଉଚ୍ଚ ବିଦ୍ୟାଳୟର ବରିଷ୍ଠ ସହକାରୀ ଶିକ୍ଷକ ଆନନ୍ଦ କୁମାର ସାହୁଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ଏହି ଅବସରରେ ପ୍ରଧାନ ଶିକ୍ଷକ ସୁସ୍ମିତା ପତିଙ୍କ
Read More...