ବିଦ୍ୟୁତ ତାର ଚୋରି ଘଟଣାରେ ୪ ଅଭିଯୁକ୍ତ ଗିରଫ : ମାରୁତି ଗାଡି ସହ ଅନ୍ୟାନ୍ୟ ସାମଗ୍ରୀ ଜବତ
ସଇଁତଲା : ବଲାଙ୍ଗିର ଜିଲ୍ଲା ସଇଁତଲା ଥାନା ଅଞ୍ଚଳରେ ବିଦ୍ୟୁତ ତାର ଚୋରି ଘଟଣାରେ ପୋଲିସକୁ ଏକ ବଡ଼ ସଫଳତା ମିଳିଛି । ଏ ଘଟଣାରେ ପୋଲିସ ୪ଜଣ ଅଭିଯୁକ୍ତଙ୍କୁ ଗିରଫ କରି ସଇଁତଲା କୋର୍ଟକୁ ଚାଲାଣ କରିଥିବା ବେଳେ ଜାମିନ ନାମଞ୍ଜୁର ହେବାରୁ ଟିଟିଲାଗଡ଼ ଜେଲ ହାଜତକୁ ପଠାଇଦେଇଛି । ଏନେଇ ଥାନା!-->…
Read More...
Read More...