ଜରାସିଂହା ଶାଶ୍ଵତ ଡିଗ୍ରୀ କଲେଜରେ ଆନ୍ତର୍ଜାତୀୟ ମହିଳା ଦିବସ
ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଜରାସିଂହା ସ୍ଥିତ ଶାଶ୍ଵତ ଡିଗ୍ରୀ ମହାବିଦ୍ୟାଳୟରେ ଯୁବ ରେଡକ୍ରସ, ଏନଏସଏସ ଓ ଆତ୍ମରକ୍ଷା କ୍ଳବ ଆନୁକୂଲ୍ୟରେ କଲେଜର ଅଧ୍ୟକ୍ଷ ପୁରୁଷୋତ୍ତମ ମେହେରଙ୍କ ଅଧ୍ୟକ୍ଷତାରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳନ ହୋଇଯାଇଛି । ଯୁବ ରେଡକ୍ରସ୍ କାଉନସେଲର!-->…
Read More...
Read More...