ନଅଗାଁ(ଖ)ରେ ମାଗଣା ଆୟୁର୍ବେଦିକ ସ୍ୱାସ୍ଥ୍ୟ ଶିବିର ଆୟୋଜିତ
ବଲାଙ୍ଗିର, (କେପିଏନ୍ଏସ୍) : ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ନଅଗାଁ(ଖ) ଠାରେ ପଲ୍ଲୀ ଆଲୋକ ପାଠାଗାର ଓ ସଂଜୀବନୀ ସେବା ସଂଗଠନର ମିଳିତ ଆନୁକୂଲ୍ୟରେ ଏକ ମାଗଣା ଆୟୁର୍ବେଦିକ ସ୍ୱାସ୍ଥ୍ୟ ଶିବିର ଆୟୋଜିତ ହୋଇଯାଇଛି । ଲୋଇସିଂହା ହସ୍ପିଟାଲର ଆୟୁଷ ଡାକ୍ତର ଡ. ସଞ୍ଜୀବ କୁମାର ବିଶ୍ଵାଳଙ୍କ!-->…
Read More...
Read More...