ଅଲିମ୍ପିକ ମୂଲ୍ୟବୋଧ ଶିକ୍ଷା କାର୍ଯ୍ୟକ୍ରମର ବାର୍ଷିକ ଉତ୍ସବ ଅନୁଷ୍ଠିତ
ବାରିପଦା, (ଦେବସ୍ମିତ ଚୌଧୁରୀ) : ସ୍ଥାନୀୟ ପୂର୍ଣ୍ଣଚନ୍ଦ୍ର ପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଲିମ୍ପିକ ମୂଲ୍ୟବୋଧ ଶିକ୍ଷା କାର୍ଯ୍ୟକ୍ରମର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ବିଦ୍ୟାଳୟର ୧ମ ରୁ ୮ମ ଶ୍ରେଣୀର ଛାତ୍ରଛାତ୍ରୀ ଓ ନିକଟସ୍ଥ ବନମାଳୀ ସରକାରୀ ପ୍ରାଥମିକ!-->…
Read More...
Read More...