Daily Archives

ନାରୀ ନିର୍ଯ୍ୟାତନା ପ୍ରତିବାଦରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରିଲା, କନ୍ଧମାଳ ଜିଲ୍ଲା କଂଗ୍ରେସ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ରାଜ୍ୟରେ ଦିନକୁ ଦିନ ବଢୁଛି ନାରୀ ନିର୍ଯ୍ୟାତନା । ଏହାର ପ୍ରତିବାଦରେ କନ୍ଧମାଳ ଜିଲ୍ଲା କଂଗ୍ରେସ ପକ୍ଷରୁ ଜିଲ୍ଲାପାଳଙ୍କ ଅଫିସ ଘେରାଉ କରାଯାଇଛି । କଂଗ୍ରେସ କାର୍ଯ୍ୟାଳୟରୁ ନେତା ଏବଂ କର୍ମୀମାନେ ଏକ ବିରାଟ ରାଲିରେ ବାହାରି ସମଗ୍ର ସହର
Read More...

ସଚେତନ ନାଗରିକ ମଞ୍ଚର ପ୍ରତିଷ୍ଠା ଦିବସ ପାଇଁ ପ୍ରସ୍ତୁତି ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ସଚେତନ ନାଗରିକ ମଞ୍ଚର ୧୨ତମ ପ୍ରତିଷ୍ଠା ଦିବସ ପାଇଁ ଏକ ପ୍ରସ୍ତୁତି ବୈଠକ ସେକ୍ଟର ୩ସ୍ଥିତ ଖଡ୍ଗ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । ମଞ୍ଚର ସଭାପତି ଇଂ ବିମଳ କୁମାର ବିଶିଙ୍କ ଅଧ୍ୟକ୍ଷତା ଓ ସାଧାରଣ ସମ୍ପାଦକ ପି ପି
Read More...

ଅଖିଳ ଭାରତୀୟ ମାଲୟାଲୀ ସଂଘ ପକ୍ଷରୁ, ମହିଳା ଡାକ୍ତରମାନଙ୍କୁ ନେଇ କାର୍ଯ୍ୟକ୍ରମ ଆୟୋଜିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସହରର ହୋଟେଲ ଲୀଳା ଠାରେ,ଅଖିଳ ଭାରତୀୟ ମାଲୟାଲୀ ସଂଘ ପକ୍ଷରୁ ଡାକ୍ତରମାନଙ୍କୁ ନେଇ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ସଂଘର ଜିଲ୍ଲା ଗ୍ରେସି ଡେଭିଡ୍‌ଙ୍କ ସଂଯୋଜନାରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବର୍ଗର ଡାକ୍ତର ଯଥା ମହିଳା ରୋଗ
Read More...

ଦେଷଣ୍ଢ ୟୁପି ସ୍କୁଲରେ ବାର୍ଷିକ ଉତ୍ସବ ପାଳିତ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଦେଷଣ୍ଢ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ମହାସମାରୋହ ପାଳନ ହୋଇଯାଇଛି । ପ୍ରଧାନ ଶିକ୍ଷକ ତେଜରାଜ ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସରପଞ୍ଚ ଯଶୋଦା ମେହେର ଯୋଗ ଦେଇଥିବା ବେଳେ
Read More...

କଣ୍ଟାବାଞ୍ଜି ମାଟିର୍ ମହୋତ୍ସବ ପାଇଁ ମଶାଲ ଶୋଭାଯାତ୍ରା

ତୁରେକେଲା, (ପିତାମ୍ବର ଦୀପ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ରେଲବାଇ ଖେଳପଡ଼ିଆ ଠାରୁ ସୋମବାର ଆରମ୍ଭ ହୋଇଯାଇଛି କଣ୍ଟାବାଞ୍ଜି ମାଟିର୍ ମହୋତ୍ସବ । ସୋମବାର ସକାଳ ପ୍ରାୟ ୯ଟା ସମୟରେ କଣ୍ଟାବାଞ୍ଜି ଗ୍ରାମ ଦେବୀ ମାଁ ଦ୍ୱାରଶନୀଙ୍କ ମନ୍ଦିରରେ ପୂଜା ଅର୍ଚ୍ଚନା କରି ମଶାଲ ଯାତ୍ରା ସେଠାରୁ
Read More...

ପଦ୍ମପୁର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଦଶମ ଶ୍ରେଣୀର ସମାବର୍ତ୍ତନ ଉତ୍ସବ ପାଳିତ

ପଦ୍ମପୁର, ( ନିରୋଜ କୁମାର ପାଣୀ) : ସରସ୍ଵତୀ ଶିଶୁବିଦ୍ୟା ମନ୍ଦିରରେ ସମାବର୍ତ୍ତନ ଉତ୍ସବ ପାଳିତ ହୋଇ ଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ମାନେ ଦୀପ ପ୍ରଜ୍ୱଳନ ପୂର୍ବକ ଦଶମ ଶ୍ରେଣୀର ଛାତ୍ରଛାତ୍ରୀଙ୍କୁ ଭବିଷ୍ୟତରେ କିପରି ନିଜ ଜୀବନକୁ ଗଢି ତୋଳିବେ ସେ ବିଷୟରେ ମାର୍ଗଦର୍ଶନ କରିଥିଲେ ।
Read More...

ମୟୂରଭଞ୍ଜ ସାହିତ୍ୟ ପରିଷଦର ୪୦ ତମ ବାର୍ଷିକୋତ୍ସବ ପାଳିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଜିଲ୍ଲାର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ମୟୂରଭଞ୍ଜ ସାହିତ୍ୟ ପରିଷଦର ୪୦ତମ ବାର୍ଷିକୋତ୍ସବ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଆୟୋଜିତ ହୋଇଯାଇଛି । ପୂର୍ବାହ୍ନରେ ପରିଷଦର ପତାକା ଉତ୍ତୋଳନ ପରେ ଉଦ୍‌ଘାଟନୀ ପର୍ବ ପରିଷଦର ସଭାପତି ପଦ୍ମନାଭ ସାହୁଙ୍କ
Read More...

ଘର ହିଁ ବିଦ୍ୟାଳୟ ତୃତୀୟ ପର୍ଯ୍ୟାୟ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ଵତୀ ଶିଶୁବିଦ୍ୟା ମନ୍ଦିର ବାଟିକା ବିଭାଗରେ ଘର ହିଁ ବିଦ୍ୟାଳୟ ତୃତୀୟ ପର୍ଯ୍ୟାୟ ଅନୁଷ୍ଠିତ ହୋଇ ଯାଇଛି । ମୂଖ୍ୟ ଅତିଥି ଭାବେ ଡଃ.ସମୀର ମେହେର ଯୋଗଦେଇ ଦୀପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମକୁ ଉଦଘାଟନ କରି ଶିଶୁ ମାନଙ୍କର କେଉଁ ରୋଗ ବେଳେ
Read More...

ଭାଲୁମୁଣ୍ଡାରେ ମଣ୍ଡଳ ସ୍ତରୀୟ ପଚାଶ ଘର ଖଡୁରା ସମାଜ ସମାବେଶ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଭାଲୁମୁଣ୍ଡା ଠାରେ ମଣ୍ଡଳ ସ୍ତରୀୟ ଖଡୁରା ସମାଜର ସମାବେଶ ଶ୍ୟାମ ସାହୁଙ୍କ ନେତୃତ୍ୱରେ ଓ ଭାଲୁମୁଣ୍ଡା ଖଡୁରା ସମାଜର ସଭାପତି ତପନ କୁମାର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ସମାଜର ନବ
Read More...

ଟିଟିଲାଗଡ଼ ଏସସିଡି ସେଣ୍ଟରରେ, ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ବ୍ଲକ ସ୍ତରୀୟ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦ୍‌ଘାଟିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ରାଜ୍ୟ ସରକାରଙ୍କ ଭିନ୍ନକ୍ଷମ ସଶକ୍ତିତ୍ରୀକରଣ ବିଭାଗ ଏବଂ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀଙ୍କ ତତ୍ତ୍ଵାବଧାନରେ ଟିଟିଲାଗଡ଼ ଏସସିଡି ସେଣ୍ଟରରେ ସମ୍ପାଦକ ଜ୍ୟୋତିରଞ୍ଜନ ପାଇକଙ୍କ ଅଧ୍ୟକ୍ଷତାରେ ବ୍ଲକ ସ୍ତରୀୟ କ୍ରୀଡା ଓ ସାଂସ୍କୃତିକ ପ୍ରତିଯୋଗିତା
Read More...