ପଲସଖଣ୍ଡ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ
ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଭୁସଲାଡ଼ ପଞ୍ଚାୟତ ପଲସଖଣ୍ଡ ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଆମ ସଂସ୍କୃତି ଆମ ଖେଳଣା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀବତ୍ସ!-->…
Read More...
Read More...