Daily Archives

ଗାଁ ଗାଁକୁ ଯାଇ ଅନ୍ତର୍ଦୋୟ ଗୃହ ଯୋଜନାର, ସର୍ଭେ କାର୍ଯ୍ୟ ତଦାରଖ କଲେ ଏବିଡିଓ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭୀଷ୍ମ ମାଝୀ ନିଜ ଅଧିକାରୀ ଏ.ପି.ଓ ମାନସ ପ୍ରଧାନ, ଗ୍ରାମପଞ୍ଚାୟତ ନିର୍ବାହୀ ଅଧିକାରୀ କାର୍ତ୍ତିକ ବେହେରା, ଗ୍ରାମ ରୋଜଗାର ସେବକ ରିନା ପାଣ୍ଡେଙ୍କୁ ନେଇ ଆଜି କଟାବାହାଲ
Read More...

ସରକାରୀ ଆଇଟିଆଇରେ ଆନ୍ତର୍ଜାତିକ ମହିଳା ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସରକାରୀ ଆଇଟିଆଇ ରାଉରକେଲା ଠାରେ ଆନ୍ତର୍ଜାତୀକ ମହିଳା ଦିବସ ପାଳନ ସହ ରାଜ୍ୟ ସ୍ତରୀୟ ଫେଷ୍ଟରେ ଛାତ୍ରଛାତ୍ରୀଙ୍କ କୃତିତ୍ୱ ହାସଲ କରିବା ପାଇଁ ସେମାନଙ୍କୁ ପ୍ରଶଂସାପତ୍ର ପ୍ରଦାନ କରାଯାଇଥିଲା । ଆଇଟିଆଇର ଅଧ୍ୟକ୍ଷ ଇଂ ଡମାନ ସୋରେନଙ୍କ ପୈ।ରହିତ୍ୟ ଓ
Read More...

କଣ୍ଟାବାଞ୍ଜି ମାଟିର ମହୋତ୍ସବ ଆରମ୍ଭ

ତୁରେକେଲା, (ପିତାମ୍ବର ଦୀପ) : କଣ୍ଟାବାଞ୍ଜି ରେଲବାଇ ଖେଳପଡ଼ିଆ ଠାରେ ସୋମବାର ସନ୍ଧ୍ୟାରେ କଣ୍ଟାବାଞ୍ଜି ମାଟିର ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି । ମାଟିର ମହୋତ୍ସବର ସଭାପତି ବ୍ରଜଶ୍ୟାମ ଗୁରୁଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାଟିର ମହୋତ୍ସବର ଅଧ୍ୟକ୍ଷ
Read More...

ସାର୍ ସିୱସାଗର୍ ରାମଗୁଲାମ ଏବଂ ସାର୍ ଅନିରୁଦ୍ଧ ଜଗନ୍ନାଥଙ୍କ ସମାଧିସ୍ଥଳରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପାମ୍ପଲମୋସେସ୍ର ସାର୍ ସିୱସାଗର୍ ରାମଗୁଲାମ ବୋଟାନିକ୍ ଗାର୍ଡେନ୍‌ରେ ସାର୍ ସିୱସାଗର୍ ରାମଗୁଲାମ ଏବଂ ସାର୍ ଅନିରୁଦ୍ଧ ଜଗନ୍ନାଥଙ୍କ ସମାଧିସ୍ଥଳରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏହି ମାଲ୍ୟାର୍ପଣ ସମାରୋହରେ
Read More...

ନାବାଳିକା ଅପହରଣ ଅଭିଯୋଗରେ ଯୁବକ ଗିରଫ

ବଲାଙ୍ଗିର, (କେପିଏନ୍‌ଏସ୍‌) : ନାବାଳିକାକୁ ଅପହରଣ କରିବା ଅଭିଯୋଗରେ ଆଗଲପୁର ପୋଲିସ ଜନୈକ ଯୁବକକୁ ଗିରଫ କରିବା ସହିତ କୋର୍ଟ ଚାଲାଣ କରାଯାଇଛି । ଗିରଫ ଅଭିଯୁକ୍ତ ଜଣକ ହେଲେ ବଲାଙ୍ଗିର ଜିଲ୍ଲା ଆଗଲପୁର ଥାନା ଅନ୍ତର୍ଗତ ତେଲେନପାଲି ଗ୍ରାମର ସ୍ୱର୍ଗତ ଧରଣୀ ଗଡତ୍ୟାଙ୍କ ପୁଅ ବୁଲୁ (୨୮) ।
Read More...

ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ଅବସରରେ ଆଲୋଚନା ଚକ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ଅଖିଳ ଭାରତୀୟ ସାହିତ୍ୟ ପରିଷଦ, ରାଉରକେଲା ଶାଖା ଓ ଓଡ଼ିଆ ବିଭାଗ, ରାଉରକେଲା କଲେଜର ମିଳିତ ଆନୁକୂଲ୍ୟରେ ଏକ ଆଲୋଚନା ଚକ୍ର ସ୍ଥାନୀୟ ସେକ୍ଟର -୪ ସ୍ଥିତ ରାଉରକେଲା କଲେଜ, ରାଉରକେଲା ପରିସରରେ ଅନୁଷ୍ଠିତ ହୋଇଯାଇଛି । ସାହିତ୍ୟ ପରିଷଦର ରାଉରକେଲା ଶାଖା
Read More...

ପଂଚାୟତ ସ୍ତରୀୟ ଜନଶୁଣାଣି ଶିବିର

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ବକଟୀ ଗ୍ରାମପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ବକଟୀ ପଂଚାୟତର ନାଏବ ସରପଂଚ ସୁଶିଳ ସେଠ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ରିତିକା ରାଣୀ ପଟ୍ଟନାୟକ ଓ ଅତିରିକ୍ତ
Read More...

ବିବେକାନନ୍ଦ ବିଦ୍ୟାମନ୍ଦିର ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସହରର ସେକ୍ଟର-୧୮ ସ୍ଥିତ ବିବେକାନନ୍ଦ ବିଦ୍ୟାମନ୍ଦିର ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଦୀର୍ଘ ୩୬ବର୍ଷର ଶିକ୍ଷକତା ଜୀବନରୁ ଅବସର ନେଇଥିବା ପ୍ରଧାନ ଶିକ୍ଷକ ରଶ୍ମିତ
Read More...

୫୬ କୁଇଣ୍ଟାଲ ମାଣ୍ତିଆ ହଡପ : ମାଣ୍ତିଆ ପାଇନାହାନ୍ତି ହିତାଧିକାରୀ

ନୂଆପଡ଼ା, (କେପିଏନ୍‌ଏସ୍‌) : ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତରେ ମାଣ୍ତିଆ ବଣ୍ଟନରେ ଅନିୟମିତତା ନେଇ ଅଭିଯୋଗ ହୋଇଥିଲା । ହେଲେ ଦିନକୁ ଦିନ ତାର ଗୁମର ଖୋଲିବାରେ ଲାଗିଛି । ଚଟିଆଗୁଡା ପଞ୍ଚାୟତରେ ୨୦୨୩ରୁ ମାଣ୍ତିଆ ବଣ୍ଟନରେ ଅନିୟମିତତା କରି ପ୍ରାୟ ୫୬
Read More...

ଗୌଡ଼ଗୋଠ ଶ୍ରୀଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବ

ଦେଓଗାଁ, (ମନୀଷ କୁମାର ସାହୁ) : ଗତ ରବିବାର ଦିନରୁ ଦେଓଗାଁ ବ୍ଳକ ଗୌଡ଼ଗୋଠର ବହୁ ପ୍ରତିକ୍ଷୀତ ଶ୍ରୀ ଶ୍ରୀଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଆରମ୍ଭ ହୋଇଯାଇଛି । ରବିବାର ଦିନ କଳସଯାତ୍ରା ଓ ଅଧିବାସ କାର୍ଯ୍ୟକ୍ରମ ହୋଇଥିବା ବେଳେ ସୋମବାର ମନ୍ଦିର ପ୍ରତିଷ୍ଠା ଆରମ୍ଭ ହୋଇଛି । ଆସନ୍ତା ୧୩
Read More...