Daily Archives

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ମରିସସ୍ ପ୍ରଧାନମନ୍ତ୍ରୀ ମହାମହିମ ନବୀନଚନ୍ଦ୍ର ରାମଗୁଲାମ ମରିସସରେ ଅଟଳ ବିହାରୀ…

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ମରିସସର ପ୍ରଧାନମନ୍ତ୍ରୀ ମହାମହିମ ନବୀନଚନ୍ଦ୍ର ରାମଗୁଲାମ ଆଜି ମରିସସର ରେଡୁଇଟ୍ ଠାରେ ଅଟଳ ବିହାରୀ ବାଜପେୟୀ ଇନଷ୍ଟିଚ୍ୟୁଟ୍ ଅଫ୍ ପବ୍ଲିକ୍ ସର୍ଭିସ୍ ଆଣ୍ଡ ଇନୋଭେସନକୁ ମିଳିତ ଭାବେ ଉଦ୍‌ଘାଟନ କରିଛନ୍ତି । ଭାରତ-ମରିସସ୍
Read More...

ମରିସସ ଜାତୀୟ ଦିବସ ସମାରୋହରେ ସେଠାକାର ସର୍ବୋଚ୍ଚ ନାଗରିକ ପୁରସ୍କାରରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମରିସସ୍ ସାଧାରଣତନ୍ତ୍ରର ୫୭ତମ ଜାତୀୟ ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି । ସମାରୋହ ଉପଲକ୍ଷେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ମରିସସର ସର୍ବୋଚ୍ଚ ନାଗରିକ ସମ୍ମାନ ଗ୍ରାଣ୍ଡ କମାଣ୍ଡର୍‌ ଅଫ୍‌ ଦ ଅର୍ଡର
Read More...

ଗ୍ରାଣ୍ଡ କମାଣ୍ଡର୍ ଅଫ୍ ଦ ଅର୍ଡର ଅଫ୍ ଦ ଷ୍ଟାର୍ ଆଣ୍ଡ କି ଅଫ୍ ଦ ଇଣ୍ଡିଆନ ଓସନ୍ (ଜିସିଏସକେ) ପୁରସ୍କାରରେ ସମ୍ମାନିତ…

ମରିସସ୍ ରାଷ୍ଟ୍ରପତି,ମହାମହିମ ଧରମବୀର ଗୋକୁଲ ଜୀ,ପ୍ରଧାନମନ୍ତ୍ରୀ ମହାମହିମ ନବୀନ ଚନ୍ଦ୍ର ରାମଗୁଲାମ ଜୀ,ମରିସସର ଭାଇ ଓ ଭଉଣୀମାନେ,ମରିସସର ସର୍ବୋଚ୍ଚ ଜାତୀୟ ପୁରସ୍କାର ପାଇଥିବାରୁ ମୁଁ ହାର୍ଦ୍ଦିକ କୃତଜ୍ଞତା ବ୍ୟକ୍ତ କରୁଛି । ଏହି ସମ୍ମାନ କେବଳ ମୋ ପାଇଁ ନୁହେଁ । ଏହା ୧୪୦ କୋଟି
Read More...

ସରକାରୀ ଆଇଟିଆଇରେ ଇ -ୱେଷ୍ଟ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସରକାରୀ ଆଇଟିଆଇ ସଭା ଗୃହରେ ଅଧ୍ୟକ୍ଷ ଇଂ ଡମାନ ସୋରେନଙ୍କ ତତ୍ତ୍ଵାବଧାନରେ ଇ -ୱେଷ୍ଟ ମେନେଜମେଣ୍ଟ ସମ୍ପର୍କିତ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । 'ହୁଲ୍ଲାଡ଼େକ ରିସାଇକ୍ଲିଙ୍ଗ ପ୍ରାଇଭେଟ ଲିମିଟେଡ଼' ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ
Read More...

ଜିଲ୍ଲା କ୍ରୀଡା ସଂସଦ ତରଫରୁ କେଶବ ଚନ୍ଦ୍ର ମିଶ୍ର ସମ୍ମାନୀତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଭାରତୀୟ ମାଷ୍ଟର ଗେମସ୍‌ ଫେଡେରେସନ ତରଫରୁ ସପ୍ତମ ଜାତୀୟ ବର୍ଷିୟାନ ଖେଳକୁଦ ପ୍ରତିଯୋଗୀତା ରାଉରକେଲା ବିର୍ସାମୁଣ୍ଡା ଷ୍ଟଡିୟାମଠାରେ ମାର୍ଚ୍ଚ ୬ରୁ ୯ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଓଡିଶା ଖେଳକୁଦ ଦଳର ପୁର୍ବତନ ଦଳପତି ତଥା ବଲାଙ୍ଗିର ଜିଲ୍ଲା
Read More...

ଓଡ଼ିଶା ସରକାରଙ୍କ ରାଜ୍ୟ ପର୍ଯ୍ୟଟନ ସଚିବ ବଳବନ୍ତ ସିଂଙ୍କୁ କୁମୁଡ଼ା ପାହାଡ ସୁରକ୍ଷା ସମିତି ପକ୍ଷରୁ ଦାବିପତ୍ର…

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ ଗସ୍ତରେ ଆସିଥିଲେ ରାଜ୍ୟ ପର୍ଯ୍ୟଟନ ସଚିବ ବଳବନ୍ତ ସିଂ । ଏହି ଗସ୍ତ ସମୟରେ ଟିଟିଲାଗଡ଼ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଟିମ କେପିଏସ୍‌ଏସ୍‌ ତରଫରୁ ଜିଲ୍ଲାପାଳ ବଲାଙ୍ଗିର ଓ ଉପଜିଲ୍ଲାପାଳଙ୍କ ଉପସ୍ଥିତିରେ ଏକ ଦାବିପତ୍ର ପ୍ରଦାନ କରି
Read More...

ଓଡ଼ିଶା ଗସ୍ତ‌ରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର : ଦୁଇ ଦନିଆ ଓଡ଼ିଶା ଗସ୍ତ‌ରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୨୪ରେ ଶ୍ରୀକ୍ଷେତ୍ରର ଆଦିପୀଠ ନୟାଗଡ଼ ଜିଲ୍ଲା କଣ୍ଟିଲୋସ୍ଥିତ ମହାପ୍ରଭୁ ଶ୍ରୀନୀଳମାଧବଙ୍କୁ ଦର୍ଶନ କରିବେ ୨୫ରେ ରେଭେନ୍ସା ବିଶ୍ୱବିଦ୍ୟାଳୟର ୧୩ତମ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହେବ ।
Read More...

ବିଧାନସଭା ପ୍ରେସ୍ ଗ୍ୟାଲେରୀରେ ସାମ୍ବାଦିକଙ୍କୁୁ ମୋବାଇଲ୍ ମନା

ଭୁବନେଶ୍ଵର : ବିଧାନସଭା ପ୍ରେସ୍ ଗ୍ୟାଲେରୀରେ ସାମ୍ବାଦିକଙ୍କୁ ମୋବାଇଲ୍ ମନା ସାମ୍ବାଦିକଙ୍କ ପାଇଁ ଉଦ୍ଦିଷ୍ଟ ଥିବା ଗ୍ୟାଲେରୀକୁ ମୋବାଇଲ ନେଇ ଯାଇପାରିବେନି ସାମ୍ବାଦିକ । ଗୃହରେ କାଲିର ଘଟଣା ପରେ ସାମ୍ବାଦିକଙ୍କୁ ମୋବାଇଲ୍ ବାରଣ । ଏହାର ପ୍ରତିବାଦରେ ସାମ୍ବାଦିକମାନେ ପ୍ରେସ୍
Read More...

ବନଖଣ୍ଡରେ ଆଖି ବୁଜିଲା ହାତୀ ଶାବକ

ଭୁବନେଶ୍ୱର : ଅସୁସ୍ଥ ଥିବାରୁ ହାତୀ ଶାବକର ଚାଲିଥିଲା ଚିକିତ୍ସା । ହେଲେ ଚିକିତ୍ସାଧିନ ଅବସ୍ଥାରେ ଚାଲିଗଲା ଛୁଆ ହାତୀର ଜୀବନ । ହାତୀ ଶାବକଟିର ବ୍ୟବଚ୍ଛେଦ କରାଯାଇଛି । ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ । କଟକ ଡିଲ୍ଲା ମାଣିଆବନ୍ଧ ବନପାଳ କାର୍ଯ୍ୟାଳୟ
Read More...

ଆଦିବାସୀ ଓ ହରିଜନ ବିଦ୍ୟାଳୟର ଅନ୍ତେବାସୀଙ୍କ ସୁରକ୍ଷା, ଏ ଏନ୍‌ ଏମ୍‌ ଓ ମେଟ୍ରୋନଙ୍କ ସଚେତନତା କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ଉପଜିଲ୍ଲାପାଳଙ୍କ ସଭାକକ୍ଷ ଠାରେ ଏକ ଆଦିବାସୀ ଓ ହରିଜନ ବିଦ୍ୟାଳୟର ଅନ୍ତେବାସୀଙ୍କ ପାଇଁ ସୁରକ୍ଷା ଏ ଏନ୍‌ ଏମ୍‌ ଓ ମେଟ୍ରୋନ ମାନଙ୍କ ପାଇଁ ସଚେତନତା କାର୍ଯ୍ୟକ୍ରମ । ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ପ୍ରତାପ ଚରଣ
Read More...