Daily Archives

ଆଠଦେଶ ଠାକୁରଙ୍କ ଦୋଳଯାତ୍ରା ମହୋତ୍ସବ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଆଧ୍ୟତ୍ମିକ ଚେତନାରେ ପର୍ଯ୍ୟବେସିତ ଏହି ଗଣପର୍ବ ହୋଲି ଓ ଦୋଳଯାତ୍ରାର ସାଂସ୍କୃତିକ କାର୍ଯ୍ୟକ୍ରମ ମାନବ ସମାଜକୁ ପ୍ରଭାବିତ କରିଥିବାରୁ ଓଡିଆ ଜନ ଜୀବନରେ ବସନ୍ତ ଋତୁରେ ପ୍ରେମମୟ ମହାପ୍ରଭୁ ଶ୍ରୀକୃଷ୍ଣ ଓ ପ୍ରାଣପ୍ରିୟା ରାଧାଙ୍କୁ ନେଇ ଦୋଳ…
Read More...

ଧୁମ୍ ଧାମରେ ପାଳିତ ହେଲା ରଙ୍ଗର ପର୍ବ ହୋଲି

ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ବ୍ଲକର ବିଭିନ୍ନ ମଠ, ମନ୍ଦିର ଓ ଧାର୍ମିକ ଅନୁଷ୍ଠାନ ମାନଙ୍କରେ ପୂଜା ଅର୍ଚ୍ଚନା ପୂର୍ବକ ଦୋଳ ପୂର୍ଣ୍ଣିମା ଓ ରଙ୍ଗର ପର୍ବ ମହାସମାରୋହର ପାଳିତ ହୋଇଯାଇଛି । ଦୋଳ ପୂର୍ଣ୍ଣିମାକୁ ଆଖିରେ ରଖି ସମଗ୍ର ଅଞ୍ଚଳରେ ଏକ ପାରମ୍ପାରିକ ଧର୍ମୀୟ ବାତାବରଣ ସହ…
Read More...

ରାମଚଣ୍ଡୀ ନାଟ୍ୟ ସଂସଦ ଆନୁକୂଲ୍ୟରେ : ସାମାଜିକ ନାଟକ ହାଃ କୃଷ୍ଣ ବୋଲି ଯାଉ ଜୀବ ମଞ୍ଚସ୍ଥ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲ୍ୟାବାଦ ଗ୍ରାମରେ ପବିତ୍ର ଦୋଳ ଉତ୍ସବ ବର୍ଣ୍ଣାଢ଼୍ୟ ସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ପ୍ରଭୁ ଗୋପୀନାଥ ମନ୍ଦିର ପ୍ରାଙ୍ଗଣରେ ମାଁ ରାମଚଣ୍ଡୀ ନାଟ୍ୟ ସଂସଦ ଆନୁକୂଲ୍ୟରେ ପରିବେଷିତ ସାମାଜିକ…
Read More...

ନୂଆପଡ଼ା ଜିଲ୍ଲାପାଳ ବୋହିଲେ ମାଟିର ଭାର : ଶ୍ରମିକଙ୍କୁ କଲେ ଉତ୍ସାହିତ

ନୂଆପଡ଼ା, (କେପିଏନ୍‌ଏସ୍‌) : ମନରେଗା ଯୋଜନାରେ ଦୈନିକ ୬୦ ହଜାରରୁ ଅଧିକ ଶ୍ରମିକ ନିୟୋଜିତ କରି କ୍ରମାଗତ ଭାବରେ ନୂଆପଡ଼ା ଜିଲ୍ଲା ରାଜ୍ୟରେ ପ୍ରଥମ ସ୍ଥାନରେ ରହିଛି । ଜିଲ୍ଲାକୁ ପ୍ରବାସୀ ଶ୍ରମିକ ମୁକ୍ତ କରିବା ପାଇଁ ଜିଲ୍ଲାପାଳ ମଧୁସୂଦନ ଦାଶ ସମଗ୍ର ଜିଲ୍ଲା ପ୍ରଶାସନକୁ ସଙ୍ଗରେ ନେଇ…
Read More...

ହୋଲିରେ ଅଘଟଣ : ହାତୀ ନଦୀରେ ବୁଡିଯାଇ ଯୁବକ ମୃତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ଶନିବାର ହୋଲି ପର୍ବରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ସହର ନିକଟିସ୍ଥ ହାତୀ ନଦୀକୁ ଗାଧୋଇବାକୁ ଯାଇ ଜଣେ ଯୁବକ ପାଣିରେ ବୁଡି ମୃତ୍ୟୁ ବରଣ କରିଛନ୍ତି । ମୃତ ଯୁବକ ଜଣକ ଜୁନାଗଡ଼ ସହରର ବ୍ରାହ୍ମଣ ପଡ଼ାର…
Read More...

ବାଇକ୍-ପିକଅପ୍ ମୁହାଁମୁହିଁ ଧକ୍କା, ଜଣେ ମୃତ

କଣ୍ଟାବାଞ୍ଜି : ବାଇକ୍-ପିକଅପ୍ ମୁହାମୁହିଁ ଧକ୍କା ହୋଇଛି । ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଛି । ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ନିକଟରେ ଦୁର୍ଘଟଣା ଘଟିଯାଇଛି । ସୂଚନାଯୋଗ୍ୟ ଯେ, ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା-କଣ୍ଟାବାଞ୍ଜି ୪୨ ନମ୍ବର ରାଜ୍ୟ ରାଜପଥ ବଙ୍ଗୋମୁଣ୍ଡା ନୂତନ ପେଟ୍ରୋଲ…
Read More...

ଭାର ବୋହି ଚର୍ଚ୍ଚାକୁ ଆସିଲେ ନୂଆପଡ଼ା ଜିଲ୍ଲାପାଳ

ନୂଆପଡ଼ା : ସରକାରୀ କାମର ତଦାରଖ ପାଇଁ ଫିଲ୍ଡକୁ ଗଲେ । ଶ୍ରମିକଙ୍କୁ ଉତ୍ସାହିତ କରିବା ପାଇଁ ମାଟି ବୋହିଲେ । ମନରେଗା ଯୋଜନାରେ ହେଉଥିବା ମାଟି କାମରେ ଭାରରେ ମାଟି ବୋହିଛନ୍ତି ଜିଲ୍ଲାପାଳ । କେବଳ ଜିଲ୍ଲାପାଳ ନୁହେଁ କୋମନା ବିଡ଼ିଓ ମଧ୍ୟ ଭାର ବୋହି ଶ୍ରମିକଙ୍କୁ ଉତ୍ସାହିତ କରିଛନ୍ତି ।…
Read More...

୬୬୦ କେଜି ଗଞ୍ଜେଇ ଜବତ : ୬ ଗିରଫ

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ରାୟଗଡା ପୋଲିସକୁ ମିଳିଛି ବଡ ସଫଳତା । ବିଶେଷ ସୂତ୍ରରୁ ଖବର ପାଇ ୬୬୦ କେଜି ଗଞ୍ଜେଇ ସହ ଗୋଟିଏ ପିକ୍‌ଅପ୍‌ ଗାଡି, ଗୋଟିଏ ଆଇ ୨୦ କାର ସହ ଗୋଟିଏ ପିସ୍ତଲ ପୁଲିସ ଜବତ କରିଥିବା ବେଳେ ଏଥିରେ ସମ୍ପୃକ୍ତ ୬ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ।…
Read More...

ଓଲଟିଲା ମଦ ବୋଝେଇ ପିକ୍‌ଅପ୍ ଭ୍ୟାନ୍‌

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ରାୟଗଡା ଜିଲ୍ଲା ବିଷମ କଟକ ଥାନା ଅନ୍ତର୍ଗତ ଗୋତିଗୁଡା ନିକଟରେ ଥିବା ୩୨୬ ନମ୍ବର ରାଜ୍ୟ ରାଜପଥରେ ବିଦେଶୀ ମଦ ବୋଝେଇ ପିକ୍‌ଅପ୍ ଭ୍ୟାନ୍ ଓଲଟି ପଡ଼ଥିବା ଦେଖିବାକୁ ମିଳିଛି । ପିକ୍‌ଅପ୍ ଭ୍ୟାନ୍‌ଟି ରାୟଗଡା ଦେବଦଳା ମଦ ଡିପୋରୁ କଳାହାଣ୍ଡି…
Read More...

ନିର୍ଝରିଣୀ ତରଫରୁ ଫଗୁଣ ଆସର ଅନୁଷ୍ଠିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : କଣ୍ଟାବାଞ୍ଜିର ଅଗ୍ରଣୀ ଅନୁଷ୍ଠାନ ନିର୍ଝରିଣୀ ଆନୁକୂଲ୍ୟରେ ବନମାଳୀ ପେଲେସ ସମ୍ମୁଖରେ ଥିବା ଜଗନ୍ନାଥ କାର ସ୍ପା ପରିସରରେ ଫଗୁଣ ଆସର ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ରାମଚନ୍ଦ୍ର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ…
Read More...