Daily Archives

୩ ବର୍ଷ ଶିଶୁର ଦୁଇଟି କିଡ଼ନୀ ଖରାପ : କିଡ଼ନୀ ପ୍ରତ୍ୟାରୋପଣ ବ୍ୟବସ୍ଥା କରିବ ଗଞ୍ଜାମ ଜିଲ୍ଲାପ୍ରଶାସନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମପଞ୍ଚାୟତର ଲକ୍ଷ୍ମଣନଗର ଅଞ୍ଚଳର ଏନ.କ୍ରିଷ୍ଣା ରେଡ୍ଡୀ ଓ ଉର୍ମିଳା ରେଡ୍ଡୀଙ୍କ ୩ ବର୍ଷର କନ୍ୟା ଅନୁଷ୍କାଙ୍କ ଦୁଇଟି କିଡ଼ନୀ ସଂପୂର୍ଣ୍ଣ ନଷ୍ଟ ହୋଇଯାଇଛି । କଟକ ଶିଶୁ ଭବନରେ ନିୟମିତ
Read More...

୧୩ ମାସ ହେଲା ଅଙ୍ଗନୱାଡି କେନ୍ଦ୍ର ବନ୍ଦ, ସମାଧାନ ନ ହେଲେ ଆନ୍ଦୋଳନ କରିବାକୁ ଗଞ୍ଜାମ ବ୍ଲକ କୁଜିଢେପା ଗ୍ରାମବାସୀଙ୍କର…

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ବ୍ଲକ ଅନ୍ତର୍ଗତ କୁଜିଢେପା ଗ୍ରାମରେ ଥିବା ଅଙ୍ଗନୱାଡି କେନ୍ଦ୍ର ୧୩ ମାସ ହେଲା ବନ୍ଦ ରହିଛି । ଫଳରେ ଗର୍ଭବତୀ, ଶିଶୁମାନେ ବିଶେଷ ପ୍ରଭାବିତ ହୋଇଛନ୍ତି । ଖାଦ୍ୟ ଯୋଗାଣ ଠାରୁ ଆରମ୍ଭ କରି ସ୍ୱାସ୍ଥ୍ୟ ପରୀକ୍ଷା, ଔଷଧ ବଣ୍ଟନ, ପାଠପଢ଼ା ଓ
Read More...

ଭାରତର ସାମୁଦ୍ରିକ ମତ୍ସ୍ୟ ଓ ଚିଙ୍ଗୁଡ଼ି ରପ୍ତାନୀରେ ଓଡ଼ିଶାର ସ୍ଥାନ ଶୀର୍ଷରେ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଭାରତର ସାମୁଦ୍ରିକ ମତ୍ସ୍ୟ ଓ ଚିଙ୍ଗୁଡ଼ି ରପ୍ତାନୀରେ ଓଡ଼ିଶାର ସ୍ଥାନ ଶୀର୍ଷରେ ରହିଛି, ଯାହା ଏ ଦିଗରେ ଓଡ଼ିଶାର ମତ୍ସ୍ୟଜିଵୀ ମାନଙ୍କର ଭୂମିକା ଏକ ସ୍ୱତନ୍ତ୍ର ସ୍ଥାନ ଭାବେ ପରିଚୟ ସୃଷ୍ଟି କରିଛି ବୋଲି ରାଜ୍ୟ ସାମୁଦ୍ରିକ ଦ୍ରବ୍ୟ ରପ୍ତାନୀ
Read More...

ଆସ୍ଥା ତରଫରୁ ଆନ୍ତର୍ଜାତିକ ମହିଳା ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସରକାରୀ ସୀକୃତି ପ୍ରାପ୍ତ ରାଉରକେଲାର ଅଗ୍ରଣୀ ସାମାଜିକ ତଥା ସାଂସ୍କୃତିକ ଅନୁଷ୍ଠାନ ଆସ୍ଥା ତରଫରୁ ଆନ୍ତର୍ଜାତିକ ମହିଳା ଦିବସ ଉପଲକ୍ଷେ ସ୍ଥାନୀୟ ସିଭିକ ସେଣ୍ଟର ପ୍ରେକ୍ଷାଳୟ ଠାରେ ଏକ ନାରୀ ଭିତ୍ତିକ କାର୍ଯ୍ୟକ୍ରମ ଅନନ୍ୟା ନାରୀ ମହାସମାରୋହରେ ପାଳିତ
Read More...

ନୂତନ ଅପରାଧିକ ଆଇନ ଲାଗୁ ନିର୍ମିତ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ଥାନୀୟ ରାଜବୋଡ଼ାସମ୍ବର ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବ୍ଲକ ଅନ୍ତର୍ଗତ ସମସ୍ତ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଓ ସିଆରସିସି ମାନଙ୍କର ନୂତନ ଅପରାଧିକ ଆଇନ ଲାଗୁ ନିର୍ମିତ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ସଭାପତିତ୍ୱ
Read More...

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ

ଭୁବନେଶ୍ୱର : ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ ଘଟିଛି । ଦିଲ୍ଲୀ ସ୍ଥିତ ଅଖିଳ ଭାରତୀୟ ଆୟୁର୍ବେଦ ସଂସ୍ଥାନ (ଏମ୍‌ସ)ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା । ବରିଷ୍ଠ
Read More...

ସଫଳତା ବଖାଣିଲେ କୃତି ନ୍ୟାୟିକ ଅଧିକାରୀ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଚଳିତବର୍ଷ ମାର୍ଚ୍ଚ ୧୩ ତାରିଖରେ ଓଡିଶା ଜୁଡିସିଆଲ ସର୍ଭିସ (ଓଜେଏସ), ୨୦୨୩ର ଫଳାଫଳ ପ୍ରକାଶ ପାଇଛି ଓ ୩୩ଜଣ ଛାତ୍ରଛାତ୍ରୀ ନ୍ୟାୟିକ ଅଧିକାରୀ ଭାବେ ସଫଳତା ପାଇଛନ୍ତି । ଆଜି ଏହି କୃତି ଛାତ୍ରଛାତ୍ରୀମାନଙ୍କୁ ଭୁବନେଶ୍ୱର ସ୍ଥିତ ପ୍ରମୁଖ ଆଇନ
Read More...

ଅବସର ଭବନ ଅନୁଷ୍ଠାନର ୩୩ତମ ସାଧାରଣ ସଭା

ରାଉରକେଲା, (ସସ୍ମିତା ପ୍ରଧାନ) : ଇସ୍ପାତ କାରଖାନା ଅବସରପ୍ରାପ୍ତ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ଇଂ ଅଭୟ କୁମାର ଦାସ ସଂଘର ପତକା ଉତ୍ତୋଳନ କରିବା ସହ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ସେ ସଂଘର ଉଦ୍ଦେଶ୍ୟ ଓ ଆଭିମୁଖ୍ୟ ତଥା ଲକ୍ଷ୍ୟ
Read More...

ଡଃ ଶଶିକାନ୍ତ ଆଚାର୍ଯ୍ୟଙ୍କୁ ଶ୍ରଦ୍ଧାଞ୍ଜଳି

ରାଉରକେଲା, (ସସ୍ମିତା ପ୍ରଧାନ) : ପ୍ରଫେସର ଡ଼ଃ ଶଶୀକାନ୍ତ ଆଚାର୍ଯ୍ୟଙ୍କ ଶ୍ରଦ୍ଧାଞ୍ଜଳି ସଭା ଜଗଦା ସ୍ଥିତ ବାଟମଙ୍ଗଳା ପରିସରରେ ହେତୁବାଦୀ ଗଗନ ବିହାରୀ ଧଳଙ୍କ ସଭାପତିତ୍ୱରେ ଆର୍ତ୍ତତ୍ରାଣ ମହାପାତ୍ରଙ୍କ ଆବାହକତ୍ୱରେ ଆୟୋଜିତ ହୋଇଯାଇଛି । ସଭାର ପ୍ରାରମ୍ଭରେ ମୁଖ୍ୟଅତିଥି ସମାଜସେବୀ
Read More...

ଇସ୍ପାତ୍ ସାହିତ୍ୟ ସଂସଦର ଦ୍ୱିବାର୍ଷିକ ନିର୍ବାଚନ ଅନୁଷ୍ଠିତ

ନୃସିଂହ ଚରଣ ବିଶ୍ୱାଳ ସଭାପତି ଓ ମନୋଜ କୁମାର ନନ୍ଦ ସାଧାରଣ ସମ୍ପାଦକ ଭାବରେ ନିର୍ବାଚିତ ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ଇସ୍ପାତ ସାହିତ୍ୟ ସଂସଦର ଦ୍ୱିବାର୍ଷିକ ନିର୍ବାଚନ ସେକ୍ଟର ସାତ ସ୍ଥିତ କାର୍ଯ୍ୟାଳୟ ଠାରେ ବାଲଟ ପେପର୍ ମାଧ୍ୟମରେ
Read More...