Daily Archives

ଚୋରମରା ବେଥେଲ ଇଂଲିଶ ସ୍କୁଲରେ ବାର୍ଷିକ ଉତ୍ସବ ଉଦ୍‌ଯାପିତ

ଦେଓଗାଁ, (ମନୀଷ କୁମାର ସାହୁ) : ଶୁକ୍ରବାର ଦିନ ଦେଓଗାଁ ବ୍ଲକ ସାରସମାଲ ପଞ୍ଚାୟତ ଅଧିନରେ ଥିବା ଚୋରମରା ସ୍ଥିତ ବେଥେଲ ଇଂରାଜୀ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବଲାଙ୍ଗିର ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ ନାଗ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ
Read More...