Daily Archives

କଣ୍ଟିଲୋରେ ନୀଳମାଧବଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୟାଗଡ଼ : କଣ୍ଟିଲୋ ନୀଳମାଧବ ମନ୍ଦିରରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି କଣ୍ଟିଲୋରେ ନୀଳମାଧବଙ୍କ ଦର୍ଶନ କରିଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୀଳମାଧବ ମନ୍ଦିରରେ ଆଳତୀ କରିଥିଲେ । ପୂଜକ ସମାଜ ପକ୍ଷରୁ ସ୍ୱତନ୍ତ୍ର ଭାବେ ତିଆରି
Read More...

ମହାରାଜ ରାଜେନ୍ଦ୍ର ନାରାୟଣ ସିଂହଦେଓ : ସ୍ମାରକି ଫୁଟବଲ ଟୁର୍ଣ୍ଣାମେଣ୍ଟ ଦ୍ୱିତୀୟ ଦିବସରେସୁନ୍ଦରଗଡ ବିଜୟୀ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ମହାରାଜ ଆର.ଏନ୍‌.ସିଂହଦେଓ ଫୁଟବଲ ଟୁର୍ଣ୍ଣାମେଣ୍ଟ କମିଟି ପକ୍ଷରୁ ଓ ଜିଲ୍ଲା କ୍ରୀଡା ସଂସଦର ସହଯୋଗରେ ଆଜି ବଲାଙ୍ଗିର ଗାନ୍ଧୀ ଷ୍ଟାଡିୟମ ଠାରେ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଦ୍ୱିତୀୟ ଦିବସ ଖେଳ ଅନୁଷ୍ଠିତ ହୋଇଯାଇଛି । ସୁନ୍ଦରଗଡ ବନାମ ସମ୍ବଲପୁର
Read More...

ଜିଲ୍ଲା ସ୍ତରୀୟ ବିଶ୍ୱ ଖାଉଟି ଅଧିକାର ଦିବସ – ୨୦୨୫ ପାଳିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଜିଲ୍ଲା ଉପନିୟନ୍ତ୍ରକ ବୈଧ୍ୟ ମାପ ବିଜ୍ଞାନ ବାରିପଦା ଓ ସଂକଳ୍ପ, କୁଳିଅଣା ଅଲୁକୁଲ୍ୟରେ ସରକାରୀ ମହିଳା ମହାବିଦ୍ୟାଳୟ, ବାରିପଦା ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ବିଶ୍ୱ ଖାଉଟି ଅଧିକାର ଦିବସ
Read More...

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା : ଖୁବ ଶୀଘ୍ର ଟଙ୍କା ଫେରିପାଇବେ ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ

ଭୁବନେଶ୍ୱର : ଖୁବ୍‌ ଶୀଘ୍ର ନିଜ ଟଙ୍କା ଫେରିପାଇବେ ଚିଟଫଣ୍ଡ କ୍ଷତିଗ୍ରସ୍ତ । ନୂଆ ନିର୍ଦ୍ଦେଶାବଳୀ ପ୍ରସ୍ତୁତ କରୁଛନ୍ତି ସରକାର । ଟଙ୍କା ଫେରସ୍ତ ପ୍ରକ୍ରିୟାକୁ ସରଳୀକରଣ କରିବାକୁ ସରକାର ପଦକ୍ଷେପ ନେଉଛନ୍ତି । ଚିଟଫଣ୍ଡ ଟଙ୍କା ଫେରସ୍ତ ସଂପର୍କିତ ଏକ ପ୍ରଶ୍ନର ଲିଖିତ ଉତ୍ତର ରଖି
Read More...

ସହିଦ ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ପ୍ରଗତିଶୀଳ ସାହିତ୍ୟାନୁଷ୍ଠାନ ଓଡ଼ିଆ ଭାଷା ବିକାଶ ମଞ୍ଚ ଓ ସେକ୍ଟର ୩ସ୍ଥିତ ବାଜି ରାଉତ ଶିକ୍ଷା ନିକେତନର ମିଳିତ ଆନୁକୂଲ୍ୟରେ ସହିଦ୍ ଭଗତ ସିଂଙ୍କ ବଳିଦାନ ଦିବସ ବା ୯୪ତମ ସହିଦ ଦିବସ ବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷୟିତ୍ରୀ
Read More...

ଡିଜି ଟ୍ୟାଗିଂ ପାଇଁ ଓଡ଼ିଶା କୃଷି ବିଭାଗକୁ ପୁରସ୍କୃତ କଲେ କେନ୍ଦ୍ର ସରକାର

ଭୁବନେଶ୍ୱର : ଡିଜି ଟ୍ୟାଗିଂ ପାଇଁ ସର୍ବ ଭାରତୀୟ ସ୍ତରରେ ଓଡ଼ିଶା ସରକାରଙ୍କ କୃଷି ବିଭାଗ ପୁରସ୍କୃତ ହୋଇଛି । ଲ୍ୟାଣ୍ଡ ରେକର୍ଡ ଓ କ୍ରପ୍ ପାଇଁ ଡିଜି ଟ୍ୟାଗିଂରେ ଭାରତ ସରକାର ଓଡ଼ିଶା ସରକାରଙ୍କ କୃଷି ବିଭାଗକୁ ପୁରସ୍କୃତ କରିଛନ୍ତି । ଡିଜିଟାଇଜେସନ କରିବା ଦ୍ୱାରା ଡିବିଟି ମାଧ୍ୟମରେ
Read More...

ବିଦ୍ୟୁତ ଉପଭୋକ୍ତାଙ୍କ ପାଇଁ ଖୁସି ଖବର : ସ୍ମାର୍ଟ ମିଟର ରେଣ୍ଟ୍ ଛାଡ଼

ଭୁବନେଶ୍ୱର : ବିଦ୍ୟୁତ ଉପଭୋକ୍ତାଙ୍କ ପାଇଁ ଖୁସି ଖବର । ରାଜ୍ୟରେ ବଢ଼ିଲାନି ବିଦ୍ୟୁତ ଦର । ଦର ଅପରିବର୍ତ୍ତିତ ରହିଥିବା ପ୍ରେସମିଟ୍‌ରେ ଓଇଆରସି ପକ୍ଷରୁ ଘୋଷଣା କରାଯାଇଛି । ସାଧାରଣ ଗ୍ରାହକଙ୍କ ପାଇଁ ଅପରିବର୍ତ୍ତିତ ରହିବ ବିଦ୍ୟୁତ ଦର । ଙଋଜଉ ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି ।
Read More...

ସମନ୍ୱିତ ଶିଶୁ ବିକାଶ ଧାରାରେ ଆଲୋକିତ କରୁଥିବା ପ୍ରଭାସିନୀ ମିଶ୍ର ଆଉ ନାହାନ୍ତି

ଦ୍ଵାଦଶାହ ଉପଲକ୍ଷେ ଅବେଳାରେ ଏକ ସତେଜ ବୃକ୍ଷରୁ ଝଡି ଯାଇଥିବା ପତ୍ରଟିଏ ପରି ଆଜି ଝଡିଯାଇ ଆମ ଗହଣରୁ ବିଦାୟ ନେଇ ଚିରଦିନ ପାଇଁ ଆମକୁ ଶୋକ ସାଗରରେ ଭସାଇ ଏକ ଅଫେରା ବାଟକୁ ଆପଣେଇ ନେଇଛନ୍ତି ଆମ ସମସ୍ତଙ୍କ ଆଦରର ଭଉଣୀ ସ୍ୱର୍ଗତ ପ୍ରଭାସିନୀ ମିଶ୍ର । ଯିଏକି ତାଙ୍କର କର୍ମକ୍ଷେତ୍ରରେ
Read More...

ଆନ୍ତର୍ଜାତିକ ମହିଳା ଓ ବିଶ୍ୱପଖାଳ ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୩ ଖଡ୍ଗ ମନ୍ଦିର ପରିସରରେ ଖଣ୍ଡାୟତ କ୍ଷତ୍ରିୟ ମହାସଭା ମହିଳା ଶାଖା ତରଫରୁ ଆନ୍ତର୍ଜାତିକ ମହିଳା ଦିବସ ଓ ବିଶ୍ୱ ପଖାଳ ଦିବସ ପାଳନ କରାଯାଇଥିଲା । କାର୍ଯ୍ୟକାରୀ ସଭାପତି ଉପେନ୍ଦ୍ର ନାୟକଙ୍କ ସଭାପତିତ୍ୱ ଓ ସାଧାରଣ ସମ୍ପାଦକ ଶଶଧର ପାତ୍ରଙ୍କ
Read More...

ସ୍ୱାସ୍ଥ୍ୟସେବା ଓ ରକ୍ତଦାନ ଶିବିର ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଓଡିଶା ବନ ଉନ୍ନୟନ ନିଗମ ବାଣିଜ୍ୟ କେନ୍ଦୁପତ୍ର ପଦ୍ମପୁର ଉପଖଣ୍ଡ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ, ଚକ୍ଷୁ ଚିକିତ୍ସା ଓ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ପଦ୍ମପୁର ଡିଏଫଓ ବିଭୁତି ଭୂଷଣ ବେହେରା ମୂଖ୍ୟ ଅତିଥି, ଚର୍ଦାପାଲି ସରପଞ୍ଚ ସମ୍ମାନିତ ଭାବେ
Read More...