Daily Archives

ମହଙ୍ଗା ପଡ଼ିଲା ବିନା ଅନୁମତିରେ ଦଣ୍ଡ ନାଚର ଆୟୋଜନ : ସାତ ଜଣଙ୍କ ନାଁରେ ମାମଲା ରୁଜୁ

ବ୍ରହ୍ମପୁର : ପୋଲିସର କାର୍ଯ୍ୟାନୁଷ୍ଠାନ । ପୋଲିସ ଓ ପ୍ରଶାସନର ବିନା ଅନୁମତିରେ ଦଣ୍ଡ ନାଚ ଆୟୋଜନ କରିବା ପଡିଛି ମହଙ୍ଗା । ସାତ ଜଣଙ୍କ ନାଁରେ ମାମଲା ରୁଜୁ କରିଛି ଟାଉନ୍‌ ଥାନା ପୋଲିସ । ଖବର ଅନୁଯାୟୀ, ପୋଲିସ ଓ ପ୍ରଶାସନର ବିନା ଅନୁମତିରେ ଦଣ୍ଡ ନାଚର ଆୟୋଜନ କରାଯାଇଥିଲା ।
Read More...

ଅଭିନେତା ଉତ୍ତମଙ୍କ ସ୍ତୁତିରେ ଜନ୍ମ ମାଟିରେ ଜିଲ୍ଲାସ୍ତରୀୟ ଶ୍ରଦ୍ଧାଞ୍ଜଳି ସଭା

ମୟୂରଭଞ୍ଜ ମହୋତ୍ସବ କମିଟି ପକ୍ଷରୁ ସ୍ମରଣୀୟ କାର୍ଯ୍ୟକ୍ରମ ବାରିପଦା, (ଦେବସ୍ମିତ ଚୌଧୁରୀ) : ମୟୂରଭଞ୍ଜ ମାଟିର ସୁଯୋଗ୍ୟ ସନ୍ତାନ ଓଡ଼ିଆ ଚଳଚ୍ଚିତ୍ର ଜଗତର ସୁପରଷ୍ଟାର ଅଭିନେତା ଉତ୍ତମ ମହାନ୍ତିଙ୍କ ସ୍ତୁତିରେ ଶୁକ୍ରବାର ଜିଲ୍ଲାସ୍ତରୀୟ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି ।
Read More...