Monthly Archives

March 2025

ଆର୍ଥିକ ସଚେତନତା ଓ ଆର୍ଥିକ ଅନ୍ତର୍ଭୁକ୍ତିକରଣ କାର୍ଯ୍ୟକ୍ରମ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା ସଞ୍ଚୟ ଓ ଆର୍ଥିକ ସେବା ବିଭାଗ ତରଫରୁ ଦୁଆରସନୀ ଗ୍ରାମ ପଞ୍ଚାୟତରେ ଆର୍ଥିକ ସଚେତନତା ଓ ଆର୍ଥିକ ଅନ୍ତର୍ଭୁକ୍ତିକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସହକାରୀ ନିର୍ଦ୍ଦେଶକ ଜିଲ୍ଲା ଆର୍ଥିକ ସେବା ଓ ସ୍ୱଳ୍ପ ସଞ୍ଚୟ
Read More...

ପ୍ରଫେସର ଡ଼ଃ ଶଶିକାନ୍ତ ଆଚାର୍ଯ୍ୟଙ୍କ ବିୟୋଗ

ରାଉରକେଲା, (ସସ୍ମିତା ପ୍ରଧାନ) : ପ୍ରଫେସର ଡକ୍ଟର ଶଶିକାନ୍ତ ଆଚାର୍ଯ୍ୟ ଆଉ ଆମ ଗହଣରେ ନାହାନ୍ତି । ଡକ୍ଟର ଆଚାର୍ଯ୍ୟ ୧୯୪୦ ମସିହାରେ ଜଗତସିଂହପୁର ଜିଲ୍ଲାର ସରିଆବରପାଟଣାରେ ଜନ୍ମ ଗ୍ରହଣ କରିଥିଲେ । ଅଲଣାହାଟ ହାଇସ୍କୁଲ ରେ ପଢିବା ଦିନଠାରୁ ସମାଜସେବା ପ୍ରତି ଆଗ୍ରହୀ ହୋଇଥିଲେ ।
Read More...

କଟକ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି

ବାଙ୍କୀ : କଟକ ଜିଲ୍ଲାପାଳ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ଅଧ୍ୟକ୍ଷତାରେ ସୋମବାର ବାଙ୍କୀ ବ୍ଲକରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଆୟୋଜିତ ହୋଇଯାଇଛି । ଏହି ଶିବିରରେ ବାଙ୍କୀ ବ୍ଲକର ଜନସାଧାରଣ ଯୋଗଦେଇ ନିଜ ନିଜର ବ୍ୟକ୍ତିଗତ ଓ ସାମୁହିକ ସମସ୍ୟା ସମ୍ପର୍କରେ ଅବଗତ କରାଇଥିଲେ ।
Read More...

କନ୍ଧକେଲଗାଁରେ ବିଜେପିର ସାଙ୍ଗଠନିକ ବୈଠକ

ଦେଓଗାଁ, (ମନୀଷ କୁମାର ସାହୁ) : ଭାରତୀୟ ଜନତା ପାର୍ଟି ପକ୍ଷରୁ ସଇଁତଳା ବ୍ଲକ ଅନ୍ତର୍ଗତ କନ୍ଧକେଲଗାଁରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପଞ୍ଚାୟତ ସ୍ତରୀୟ ଏକ କମିଟି ଗଠନ କରାଯାଇଥିଲା । ଏହି ବୈଠକରେ ପଞ୍ଚାୟତ ଅଧିନସ୍ଥ ସମସ୍ତ ଗାଁରୁ ଶତାଧିକ ସଦସ୍ୟ ଯୋଗଦେଇଥିଲେ ।
Read More...

ଟିଟିଲାଗଡ଼ର ମହାପ୍ରସିଦ୍ଧ ଶିବରାତ୍ରି ମେଳାର ପଡ଼ିଲା ପୂର୍ଣ୍ଣାହୁତି

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଓଡ଼ିଶାର ସର୍ବପୁରାତନ ଶୈବପୀଠ ଭାବେ ନିଜର ପରିଚୟ ସୃଷ୍ଟି କରିଥିବା ଟିଟିଲାଗଡ଼ର ପ୍ରସିଦ୍ଧ ଧବଳେଶ୍ଵର ପୀଠରେ ଚଳିତ ବର୍ଷ ମଧ୍ୟ ମହା ଶିବରାତ୍ରି ମେଳା ମହାଆଡ଼ମ୍ବରରେ ପାଳିତ ହୋଇଯାଇଛି । ଫେବୃଆରୀ ୨୫ ତାରିଖରୁ ଅଧିବାସ, ୨୬ରେ ଜାଗର ଯାତ୍ରା ଠାରୁ
Read More...

ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର ହେଲା ଯୁବକଙ୍କ ମୃତଦେହ

କୁଚିଣ୍ଡା : ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଥାନା କୁଇଲାରୀଯୋର ବିଭତ୍ସ ହତ୍ୟାକାଣ୍ଡ । ଗାଁର ଜଣେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଅତି ନିର୍ମମ ଭାବରେ ହାଣି ହତ୍ୟା କରାଯାଇଛି । ରକ୍ତ ଜୁଡୁବୁଡୁ ଅବସ୍ଥାରେ ଯୁବକଙ୍କ ମୃତ ଦେହ ଉଦ୍ଧାର କରାଯାଇଥିବାବେଳେ ସୂଚନା ଯୋଗ୍ୟ ଯେ ମୃତକ ଗଜିନ୍ଦ୍ର କିଶାନ
Read More...

ସହଯୋଗ ଫାଉଣ୍ଡେସନ ବଲାଙ୍ଗିରରେ ରକ୍ତଦାନ ଶିବିର ସଫଳତାର ସହିତ ସମାପ୍ତି

ବଲାଙ୍ଗିର, (କେପିଏନ୍‌ଏସ୍‌) : ସହଯୋଗ ଫାଉଣ୍ଡେସନ ବଲାଙ୍ଗିରର ପ୍ରମୁଖ ସାମାଜିକ ସଂଗଠନ ରକ୍ତ ବ୍ୟାଙ୍କରେ ରକ୍ତଦାନ ଶିବିର ଆୟୋଜନ କରିଥିଲା । ଯେଉଁଥିରେ ୪୮ ଏକକ ରକ୍ତ ସଂଗ୍ରହ କରାଯାଇଛି । ଏହି ଶିବିରର ଆୟୋଜନ ସ୍ଥାନୀୟ ରକ୍ତ ବ୍ୟାଙ୍କ ଏବଂ ଆବଶ୍ୟକତା ଥିବା ରୋଗୀଙ୍କୁ ସାହାଯ୍ୟ ପ୍ରଦାନ
Read More...

କବିରାଜ ପଣ୍ଡିତ ଦଶରଥ ମିଶ୍ରଙ୍କ ପରଲୋକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରର ଜଣାଶୁଣା କବିରାଜ ପଣ୍ଡିତ ଦଶରଥ ମିଶ୍ର (୯୦ବର୍ଷ) ଙ୍କର ଆଜି ତାଙ୍କ ମାଳପଡାସ୍ଥିତ ବାସଭବନରେ ଦେହାନ୍ତ ହୋଇଯାଇଛି । ବାର୍ଦ୍ଧକ୍ୟଜନିତ କାରଣରୁ ଗତ କିଛିଦିନ ହେଲା ସେ ଅସୁସ୍ଥ ଥିଲେ ଓ ଆଜି ସକାଳ ୯.୩୦ରେ ତାଙ୍କର ପରଲୋକ ହୋଇଯାଇଥିଲା । ଏହି ଖବର
Read More...

ତୁରେକେଲା କ୍ଲଷ୍ଟରରେ ବାର୍ଷିକ ଉତ୍ସବ ପାଳିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା କ୍ଲଷ୍ଟରର ବିଭିନ୍ନ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ ହୋଇଥିଲା । ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବିରଞ୍ଚି ନାରାୟଣ ଦାଶଙ୍କ ତତ୍ତ୍ୱାବଧାନରେ ବଗବାହାଲ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀ କୁନି ସାହୁଙ୍କ
Read More...

ଚଳିତବର୍ଷ ବାସନ୍ତୀ ଦୁର୍ଗାପୂଜାର ସୁବର୍ଣ୍ଣ ଜୟନ୍ତୀ ମହାସମାରୋହର ସାମ୍ବାଦିକ ସମ୍ମିଳନୀ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୩ସ୍ଥିତ ବାସନ୍ତୀ ପରିଷଦର ବାସନ୍ତୀ ପୂଜା ପଡିଆରେ ନିରନ୍ତର ଭାବେ ମା ବାସନ୍ତୀ ଦୁର୍ଗା ପୂଜା ୪୯ ବର୍ଷ ଧରି ପାଳନ କରିଆସୁଛି । ଚଳିତ ବର୍ଷ ମାଁ ଙ୍କର ପୂଜା ୫୦ ବର୍ଷରେ ପଦାର୍ପଣ କରୁଥିବା ବେଳେ ସୁବର୍ଣ୍ଣ ଜୟନ୍ତୀକୁ ଧୂମଧାମରେ ପାଳନ ପାଇଁ ସମସ୍ତ
Read More...