Monthly Archives

March 2025

‘ପରିବେଶ – ୨୦୨୫’ ଶୀର୍ଷକ ଜାତୀୟ ସମ୍ମିଳନୀକୁ ଉଦ୍‌ଘାଟନ କଲେ ରାଷ୍ଟ୍ରପତି

ଆଗାମୀ ପିଢ଼ିକୁ ସ୍ୱଚ୍ଛ ପରିବେଶର ପରମ୍ପରା ପ୍ରଦାନ କରିବା ଆମର ନୈତିକ ଦାୟିତ୍ୱ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆଦିଲ୍ଲୀ, (ପିଆଇବି) : ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜି ନୂଆଦିଲ୍ଲୀ ଠାରେ 'ପରିବେଶ - ୨୦୨୫' ଉପରେ ଦୁଇ ଦିନିଆ ଜାତୀୟ ସମ୍ମିଳନୀକୁ ଉଦ୍‌ଘାଟନ କରିଛନ୍ତି
Read More...

ବ୍ଲକ ସ୍ତରୀୟ ଶିକ୍ଷଣ ଉପକରଣ କର୍ମଶାଳା

ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ବ୍ଲକ ଅନ୍ତର୍ଗତ ବ୍ଲକ ସ୍ତରୀୟ ଶିକ୍ଷଣ ଉପକରଣ କର୍ମଶାଳା ଜୟପାଟଣା ଗାନ୍ଧୀ ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସର ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ତତ୍ ସହିତ ସଂପୃକ୍ତ ବିଦ୍ୟାଳୟର ମୁଖ୍ୟମନ୍ତ୍ରୀ ଶିକ୍ଷା ସମ୍ମାନ ପୁରସ୍କାର ରାଶିରୁ ନିର୍ମିତ
Read More...

୭ ବର୍ଷ ପରେ ହଜିଲା ଝିଅକୁ ଫେରି ପାଇଲେ ପରିବାର

ମୟୁରଭଞ୍ଜ, (କେପିଏନ୍‌ଏସ୍‌) : ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ସହାୟତାରେ ୭ ବର୍ଷ ପରେ ହଜିଲା ଝିଅକୁ ଫେରି ପାଇଲେ ପରିବାର । ୨୦୧୮ ମସିହାରେ ମୟୁରଭଞ୍ଜ ଜିଲ୍ଲା ଝାରାଡ଼ିହି ପୋଲିସ ଏକ ଝିଅକୁ ଉଦ୍ଧାର କରି ଚାଇଲଡ ଲାଇନ ସବ ସେଣ୍ଟରକୁ ହସ୍ତାନ୍ତର କରିଥିଲେ । ଚାଇଲଡ ଲାଇନ ତରଫରୁ ଝିଅ ଟିକୁ
Read More...

ଅଂଶୁଘାତ ମୁକାବିଲା ନିମନ୍ତେ ଜିଲ୍ଲା ପ୍ରଶାସନର ସମୀକ୍ଷା ବୈଠକ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବୃଦ୍ଧି ହେତୁ ଓସ୍ୱାନ ହଲଠାରେ ଆଭାସୀ ମାଧ୍ୟମରେ ଜିଲ୍ଲାପାଳ ତଥା ଜିଲ୍ଲା ବିପର୍ଯ୍ୟୟ ପରିଚାଳନା କର୍ତୃପକ୍ଷ ଅଧ୍ୟକ୍ଷ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଗ୍ରୀଷ୍ମ ପ୍ରବାହରେ ଯେପରି
Read More...

ବଲାଙ୍ଗିର ଜିଲ୍ଲାରେ ସମବାୟ ବିଭାଗ ଆନୁକୂଲ୍ୟରେ ଆନ୍ତର୍ଜାତିକ ସମବାୟ ବର୍ଷ ୨୦୨୫ ପାଳନ ଅବସରରେ ଜିଲ୍ଲାସ୍ତରୀୟ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ସମବାୟ ବିଭାଗ ଆନୁକୂଲ୍ୟରେ ଆନ୍ତର୍ଜାତିକ ସମବାୟ ବର୍ଷ ୨୦୨୫ ପାଳନ ଅବସରରେ ମାର୍ଚ୍ଚ ମାସ ପାଇଁ ଜିଲ୍ଲାସ୍ତରୀୟ ସମ୍ମିଳନୀ ଉପନିବନ୍ଧକ ସମବାୟ ସମିତି ସମୂହ ବଲାଙ୍ଗିର ବିଭାଜନ, ବଲାଙ୍ଗିରଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି ।
Read More...

୨୦୨୪-୨୫ ଶିକ୍ଷା ବର୍ଷର ଦ୍ୱିତୀୟ ସମାପ୍ତି ସୂଚକ ଆକଳନ ଫଳାଫଳ ପ୍ରକାଶିତ

ତୁଷୁରା, (କେପିଏନ୍‌ଏସ୍‌) : ତୁଷୁରା ଏନ୍‌ଏସି ଅଧୀନସ୍ଥ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୨୦୨୪-୨୫ ଶିକ୍ଷା ବର୍ଷର ଦ୍ୱିତୀୟ ସମାପ୍ତି ସୂଚକ ଆକଳନ ଫଳାଫଳ ପ୍ରକାଶିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ହେମନ୍ତ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ
Read More...

ସମବାୟ ସମିତିର ଟଙ୍କା ହେରଫେର ଘଟଣା : କନସିଂହା ପ୍ୟାକ୍ସର ୨କର୍ମଚାରୀ ଗିରଫ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ କନସିଂହା ସମବାୟ ସମିତିର ଟଙ୍କା ହେରଫେର ଘଟଣାରେ ଭିଜିଲାନ୍ସ ବିଭାଗ ଦ୍ୱାରା ଗିରଫ ହେଲେ ଦୁଇ କର୍ମଚାରୀ । ପଦ୍ମପୁର ଉପଖଣ୍ଡ କନସିଂହା ସମବାୟ ସମିତିର କ୍ଲର୍କ ତଥା ପୂର୍ବତନ ସମ୍ପାଦକ ଛବିଳ ବେହେରା ଓ କ୍ଲର୍କ ତଥା ପୂର୍ବତନ ସମ୍ପାଦକ
Read More...

ପଦ୍ମପୁର ଓକିଲ ସଂଘ ନିର୍ବାଚନ : ରାମରତନ ପୁରୋହିତ ସଭାପତି ଓ ଚିନ୍ମୟ ପଣ୍ଡା ସମ୍ପାଦକ ଭାବେ ନିର୍ବାଚିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଓକିଲ ସଂଘ ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି । ଏଥିରେ ସମସ୍ତ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ବରିଷ୍ଠ ଆଇନଜୀବୀ ରାମରତନ ପୁରୋହିତ ସଭାପତି ଭାବେ ନିର୍ବାଚିତ ହୋଇଥିବା ବେଳେ ସୁନିଲ କୁମାର ପାଣିଗ୍ରାହୀ
Read More...

ଦମକିପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ

ପାଟଣାଗଡ଼, (କେପିଏନ୍‌ଏସ୍‌) : ପାଟଣାଗଡ଼ ବ୍ଲକ ଅନ୍ତର୍ଗତ ଦମକିପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷୟିତ୍ରୀ ସୁଶ୍ରୀ ସବିତା ଭୋଇଙ୍କ ସଭାପତିତ୍ଵରେ ଅନୁଷ୍ଠିତ ଏହି ସଭାରେ ଈଶ୍ଵର ଚନ୍ଦ୍ର ଉଚ୍ଚ ବିଦ୍ୟାଳୟର ସଂସ୍କୃତ ଶିକ୍ଷକ ବିରଥ କୁମାର
Read More...

ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ଦ୍ୱାରା ବିଶ୍ୱ ଖାଉଟି ଅଧିକାର ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଟାଉନ ବାଳିକା ହାଇସ୍କୁଲ ସଭାଗୃହରେ ବଲାଙ୍ଗିର ବୈଧ ମାପ ବିଜ୍ଞାନ ବିଭାଗ ସହଯୋଗରେ ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ବଲାଙ୍ଗିର ଶାଖା ଦ୍ୱାରା ବିଶ୍ୱ ଖାଉଟି ଅଧିକାର ଦିବସ ପାଳିତ ହୋଇଯାଇଛି । ଗ୍ରାହକ ପଞ୍ଚାୟତ ଜିଲ୍ଲା ଶାଖା ସଭାପତି ଗୋପବନ୍ଧୁ
Read More...