ଲୁହାଖାନ ଜଗନ୍ନାଥ ମନ୍ଦିର ରତ୍ନମୁଦ ଓ ନାମଯଜ୍ଞ ଉତ୍ସବ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବ୍ଲକ ଅନ୍ତର୍ଗତ ବୁଡ଼ାମାଲ ଗ୍ରାମପଞ୍ଚାୟତ ଲୁହାଖାନ ଗ୍ରାମରେ ଅବସ୍ଥିତ ଏକ ଭବ୍ୟ ଜଗନ୍ନାଥ ମନ୍ଦିରର ରତ୍ନମୁଦ ସ୍ଥାପନ ଉତ୍ସବ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ମନ୍ଦିରର ମୁଖ୍ୟ ପୃଷ୍ଠପୋଷକ ପୀତବାସ ମେହେର ପ୍ରତ୍ୟକ୍ଷ!-->…
Read More...
Read More...