Monthly Archives

March 2025

ପିଆଜ ବୋଝେଇ ଟ୍ରକ୍‌ରେ ଲାଗିଲା ନିଆଁ

କେନ୍ଦୁଝର : ପିଆଜ ବୋଝେଇ ଟ୍ରକ୍‌ରେ ଲାଗିଲା ନିଆଁ । ରାସ୍ତା ଉପରେ ହୁତୁହୁତୁ ହୋଇ ଜଳିଗଲା ଗାଡ଼ି । କେନ୍ଦୁଝର ଯୋଡ଼ାରେ ଏହି ଘଟଣା ଘଟିଛି । ଖବର ପାଇ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି । କେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିବା ସନ୍ଦେହ କରାଯାଉଛି । ସୂଚନା ଯୋଗ୍ୟ ଯେ,
Read More...

ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ବେହେରାମାଲ କ୍ଲଷ୍ଟର ଲଙ୍ଗଲକଟା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଅଷ୍ଟମ ଶ୍ରେଣୀର ସମସ୍ତ ପରୀକ୍ଷା ସରିଯାଇଛି । ଛାତ୍ରଛାତ୍ରୀମାନେ ଉଚ୍ଚ ବିଦ୍ୟାଳୟକୁ ଯାଇ ନବମ ପଢିବାକୁ ଥିବାରୁ ସେମାନଙ୍କ ବିଦ୍ୟାଳୟ ପ୍ରତି
Read More...

ଏନ୍‌କାଉଣ୍ଟରରେ ଟଳିଲେ ୧୫ ମାଓବାଦୀ

ମାଲକାନଗିରି : ମାଲକାନଗିରି ସୀମାନ୍ତ ଛତିଶଗଡ଼ ସୁକୁମା ଜିଲ୍ଲାରେ ଏନ୍‌କାଉଣ୍ଟର । ସୁରକ୍ଷାକର୍ମୀଙ୍କ ଗୁଳିରେ ୧୫ ମାଓବାଦୀ ନିହତ ହୋଇଛନ୍ତି । ମୃତ୍ୟୁ ସଂଖ୍ୟା ଆଗକୁ ବଢିବାର ମଧ୍ୟ ଆଶଙ୍କା ରହିଛି । ଖବର ଅନୁସାରେ ଛତିଶଗଡ଼ ସୁକୁମା ଜିଲ୍ଲାର ଉପାମପାଲି ଗାଁ ନିକଟସ୍ଥ ଗୋଗୁଣ୍ଡା ପାହାଡ଼
Read More...

ଅନ୍ୱେଷଣ ତରଫରୁ ବିଶ୍ୱ ନାଟ୍ୟଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରର ସାଂସ୍କୃତିକ ଅନୁଷ୍ଠାନ ଅନ୍ୱେଷଣ ପକ୍ଷରୁ ବିଶ୍ୱ ନାଟ୍ୟଦିବସ ପାଳିତ ହୋଇଯାଇଛି । ଢୋଲମୁହୁରୀ କଳା ପରିଷଦର ସଭାଗୃହରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅନୁଷ୍ଠାନର ଉପଦେଷ୍ଟା ସନ୍ଦୀପ କୁମାର କୁଅଁରଙ୍କ ସଭାପତିତ୍ୱକରିଥିବା ବେଳେ ଲୋକ ସଂସ୍କୃତି
Read More...

ଜୁନହାଁପଦର ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକୋତ୍ସବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସାରସମାଲ ପଞ୍ଚାୟତ ଅନ୍ତର୍ଗତ ଜୁନହାଁପଦର ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଛି । ପ୍ରଧାନ ଶିକ୍ଷକ ଦେବାନନ୍ଦ ନିଷାଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ । ସଭାରେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ଶିକ୍ଷକ ଗୁଣନିଧି ପଧାନ ଯୋଗଦେଇଥିଲେ ।
Read More...

ମହଙ୍ଗା ପଡ଼ିଲା ବିନା ଅନୁମତିରେ ଦଣ୍ଡ ନାଚର ଆୟୋଜନ : ସାତ ଜଣଙ୍କ ନାଁରେ ମାମଲା ରୁଜୁ

ବ୍ରହ୍ମପୁର : ପୋଲିସର କାର୍ଯ୍ୟାନୁଷ୍ଠାନ । ପୋଲିସ ଓ ପ୍ରଶାସନର ବିନା ଅନୁମତିରେ ଦଣ୍ଡ ନାଚ ଆୟୋଜନ କରିବା ପଡିଛି ମହଙ୍ଗା । ସାତ ଜଣଙ୍କ ନାଁରେ ମାମଲା ରୁଜୁ କରିଛି ଟାଉନ୍‌ ଥାନା ପୋଲିସ । ଖବର ଅନୁଯାୟୀ, ପୋଲିସ ଓ ପ୍ରଶାସନର ବିନା ଅନୁମତିରେ ଦଣ୍ଡ ନାଚର ଆୟୋଜନ କରାଯାଇଥିଲା ।
Read More...

ଅଭିନେତା ଉତ୍ତମଙ୍କ ସ୍ତୁତିରେ ଜନ୍ମ ମାଟିରେ ଜିଲ୍ଲାସ୍ତରୀୟ ଶ୍ରଦ୍ଧାଞ୍ଜଳି ସଭା

ମୟୂରଭଞ୍ଜ ମହୋତ୍ସବ କମିଟି ପକ୍ଷରୁ ସ୍ମରଣୀୟ କାର୍ଯ୍ୟକ୍ରମ ବାରିପଦା, (ଦେବସ୍ମିତ ଚୌଧୁରୀ) : ମୟୂରଭଞ୍ଜ ମାଟିର ସୁଯୋଗ୍ୟ ସନ୍ତାନ ଓଡ଼ିଆ ଚଳଚ୍ଚିତ୍ର ଜଗତର ସୁପରଷ୍ଟାର ଅଭିନେତା ଉତ୍ତମ ମହାନ୍ତିଙ୍କ ସ୍ତୁତିରେ ଶୁକ୍ରବାର ଜିଲ୍ଲାସ୍ତରୀୟ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି ।
Read More...

ଡଙ୍ଗରପଡ଼ା ପ୍ରକଳ୍ପ ଉଚ୍ଚପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଡଙ୍ଗରପଡ଼ା ପଞ୍ଚାୟତ ମୁଖ୍ୟାଳୟ ସ୍ଥିତ ଡଙ୍ଗରପଡ଼ା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଶଙ୍କର ତାଣ୍ଡିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ
Read More...

ଲୋଇସିଂହା କେନ୍ଦ୍ର ସମବାୟ ବ୍ୟାଙ୍କରେ ହିତାଧିକାରୀ ହେଉଛନ୍ତି ହଟହଟା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲା ଲୋଇସିଂହା ସ୍ଥିତ କେନ୍ଦ୍ର ସମବାୟ ବ୍ୟାଙ୍କର ବିଚିତ୍ର ନୀତି ଯୋଗୁ ହିତାଧିକାରୀ ହଟହଟା ହେଉଥିବା ଅଭିଯୋଗ ହୋଇଛି । ଚାଷୀ ତଥା ହିତାଧିକାରୀମାନେ ବ୍ୟାଙ୍କର ଜମା ଟଙ୍କା ଉଠାଇବା ପାଇଁ ଗଲେ ପ୍ରଥମେ ଋଣ ସୁଝ, ତାପରେ ଟଙ୍କା ଉଠାଣ କରି ପାରିବ ବୋଲି
Read More...

ସରକାରୀ ଏସ.ଏସ.ଡି.ଉଚ୍ଚ ବିଦ୍ୟାଳୟ ମଦନପୁର : ସହଭାଗୀ ରୂପେ ଅବିଭାବକ କାର୍ଯ୍ୟକ୍ରମ “ଆମେ ଜାଣିବା ଆମେ…

ମ.ରାମପୁର, (ପି.କେ ସାହୁ) : କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକ ମଦନପୁର ସ୍ଥିତ ସରକାରୀ ଏସ.ଏସ.ଡି ଉଚ୍ଚ ବିଦ୍ୟାଳୟ ଠାରେ ପ୍ରଧାନ ଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କ ସଭାପତିତ୍ୱରେ ଶୁକ୍ରବାର ଦିନ ସହଭାଗୀ ରୂପେ ଅଭିଭାବକ କାର୍ଯ୍ୟକ୍ରମ "ଆମେ ଜାଣିବା ଆମେ ଜିତିବା" କାର୍ଯ୍ୟକ୍ରମ
Read More...