ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ
ରାଉରକେଲା, (ସସ୍ମିତା ପ୍ରଧାନ) : ରୋଟାରୀ କ୍ଳବ ଅଫ ରାଉରକେଲା ଭାଇବ୍ରାଣ୍ଟ ଓ ହାଇଟେକ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲର ମିଳିତ ଆନୁକୂଲ୍ୟରେ ଏକ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ବିଶ୍ରା ବ୍ଲକ ଉଦୁଷୁ ପଞ୍ଚାୟତର ବାଙ୍ଗୁରକେଲା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି!-->…
Read More...
Read More...