Monthly Archives

March 2025

ଗୁଞ୍ଚିତରା ୟୁପି ସ୍କୁଲର ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ତେନ୍ତୁଳିଖୁଣ୍ଟି ପଞ୍ଚାୟତ ଗୁଞ୍ଚିତରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠ ପଢୁଥିବା ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠିତ
Read More...

ଧୁମ୍‌ଧାମ୍‌ରେ ପାଳିତ ହେଲା ଟିଟିଲାଗଡ଼ ଓମ୍‌ ଭ୍ୟାଲି ସ୍କୁଲର ପ୍ରତିଷ୍ଠା ଦିବସ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ୨୦୦୪ ମାର୍ଚ୍ଚ ୨୪ ତାରିଖରେ ସ୍ଥାନୀୟ ରଘୁନାଥ ପଡ଼ାର ଏକ ଭଡ଼ା ଘରେ ୩୧ଜଣ ଛାତ୍ରଛାତ୍ରୀମାନଙ୍କୁ ନେଇ ପ୍ରଥମେ ଆରମ୍ଭ ହୋଇଥିଲା ଓମ ଭ୍ୟାଲି ସ୍କୁଲ । ଧୀରେ ଧୀରେ ସ୍କୁଲର ପାଠ୍ୟକ୍ରମ ଦଶମ ବୋର୍ଡ, ତାପରେ ଯୁକ୍ତ ଦୁଇ ଯାଏଁ ପହଞ୍ଚି ଗଲାଣି । ଦୀର୍ଘ ୨୧
Read More...

ଖ୍ରୀଷ୍ଟୀୟ ଉଦଯୋଗ ସମିତି ତରଫରୁ ସର୍କଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ : ଡେଙ୍ଗ ଟିମ ଚମ୍ପିୟାନ ବିବେଚିତ

ସଇଁତଲା, (କେିପଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସଇଁତଳା ବ୍ଲକ ସ୍ଥିତ ଡେଙ୍ଗ ଗ୍ରାମ ସ୍ଥିତ ଖ୍ରୀଷ୍ଟୀୟ ଉଦଯୋଗ ସମିତି ଆନୁକୂଲ୍ୟରେ ପାଶ୍ଚାତ୍ୟ ଉତ୍କଳ ଖ୍ରୀଷ୍ଟୀୟ ଉଦଯୋଗ ସମିତି ସମ୍ମିଳନୀର ଟିଟିଲାଗଡ ଭ୍ରାମ୍ୟମାଣ ଅଞ୍ଚଳକୁ ନେଇ ଦିନିକିଆ ରାତ୍ର ସର୍କଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ
Read More...

ଜୁନାଣୀ ଜଙ୍ଗଲରେ ମିଳିଥିବା ଅଚିହ୍ନା ଶବ ସତ୍କାର କଲା ସଂକଳ୍ପ ପରିବାର

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ଅତାବିରା ଥାନା ଅନ୍ତର୍ଗତ ଜୁନାଣୀ ଜଙ୍ଗଳରୁ ମିଳିଥିବା ଏକ ଅଚିହ୍ନା ଶବ ଆଜି ୧୦୦ଘଣ୍ଟା ବିତିଯାଇଥିଲେ ସୁଦ୍ଧା ତାର କୌଣସି ପରିଚୟ ନମିଳିବାରୁ ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ତରଫରୁ ସ୍ଥାନୀୟ ପିପଲମୁଣ୍ଡା ସ୍ୱର୍ଗଦ୍ୱାରରେ ସତ୍କାର
Read More...

ଜାତୀୟ ସ୍ତରୀୟ ଆଲୋଚନା ଚକ୍ର, ସାରସ୍ୱତ ମହାକୁମ୍ଭ ନାଗରିକ ସମ୍ମାନ ସମାରୋହ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଶାର ଅଗ୍ରଣୀ ସାମାଜିକ ସାଂସ୍କୃତିକ ଅନୁଷ୍ଠାନ ହାପି ମୋମେଣ୍ଟସ ଇଣ୍ଡିଆ ପକ୍ଷରୁ ଜାତୀୟ ସ୍ତରୀୟ ଆଲୋଚନାଚକ୍ର ଏବଂ ନାଗରିକ ସମ୍ମାନ ସମାରୋହ ଶ୍ରୀକ୍ଷେତ୍ର ପୁରୀ ସ୍ଥିତ ସଂସ୍କୃତି ଭବନ ପରିସରରେ ମହାଆଡ଼ମ୍ବରର ସହ ପାଳିତ ହୋଇଯାଇଛି । କାର୍ଯ୍ୟକ୍ରମଟି
Read More...

କଣ୍ଟିଲୋରେ ନୀଳମାଧବଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୟାଗଡ଼ : କଣ୍ଟିଲୋ ନୀଳମାଧବ ମନ୍ଦିରରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି କଣ୍ଟିଲୋରେ ନୀଳମାଧବଙ୍କ ଦର୍ଶନ କରିଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୀଳମାଧବ ମନ୍ଦିରରେ ଆଳତୀ କରିଥିଲେ । ପୂଜକ ସମାଜ ପକ୍ଷରୁ ସ୍ୱତନ୍ତ୍ର ଭାବେ ତିଆରି
Read More...

ମହାରାଜ ରାଜେନ୍ଦ୍ର ନାରାୟଣ ସିଂହଦେଓ : ସ୍ମାରକି ଫୁଟବଲ ଟୁର୍ଣ୍ଣାମେଣ୍ଟ ଦ୍ୱିତୀୟ ଦିବସରେସୁନ୍ଦରଗଡ ବିଜୟୀ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ମହାରାଜ ଆର.ଏନ୍‌.ସିଂହଦେଓ ଫୁଟବଲ ଟୁର୍ଣ୍ଣାମେଣ୍ଟ କମିଟି ପକ୍ଷରୁ ଓ ଜିଲ୍ଲା କ୍ରୀଡା ସଂସଦର ସହଯୋଗରେ ଆଜି ବଲାଙ୍ଗିର ଗାନ୍ଧୀ ଷ୍ଟାଡିୟମ ଠାରେ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଦ୍ୱିତୀୟ ଦିବସ ଖେଳ ଅନୁଷ୍ଠିତ ହୋଇଯାଇଛି । ସୁନ୍ଦରଗଡ ବନାମ ସମ୍ବଲପୁର
Read More...

ଜିଲ୍ଲା ସ୍ତରୀୟ ବିଶ୍ୱ ଖାଉଟି ଅଧିକାର ଦିବସ – ୨୦୨୫ ପାଳିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଜିଲ୍ଲା ଉପନିୟନ୍ତ୍ରକ ବୈଧ୍ୟ ମାପ ବିଜ୍ଞାନ ବାରିପଦା ଓ ସଂକଳ୍ପ, କୁଳିଅଣା ଅଲୁକୁଲ୍ୟରେ ସରକାରୀ ମହିଳା ମହାବିଦ୍ୟାଳୟ, ବାରିପଦା ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ବିଶ୍ୱ ଖାଉଟି ଅଧିକାର ଦିବସ
Read More...

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା : ଖୁବ ଶୀଘ୍ର ଟଙ୍କା ଫେରିପାଇବେ ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ

ଭୁବନେଶ୍ୱର : ଖୁବ୍‌ ଶୀଘ୍ର ନିଜ ଟଙ୍କା ଫେରିପାଇବେ ଚିଟଫଣ୍ଡ କ୍ଷତିଗ୍ରସ୍ତ । ନୂଆ ନିର୍ଦ୍ଦେଶାବଳୀ ପ୍ରସ୍ତୁତ କରୁଛନ୍ତି ସରକାର । ଟଙ୍କା ଫେରସ୍ତ ପ୍ରକ୍ରିୟାକୁ ସରଳୀକରଣ କରିବାକୁ ସରକାର ପଦକ୍ଷେପ ନେଉଛନ୍ତି । ଚିଟଫଣ୍ଡ ଟଙ୍କା ଫେରସ୍ତ ସଂପର୍କିତ ଏକ ପ୍ରଶ୍ନର ଲିଖିତ ଉତ୍ତର ରଖି
Read More...

ସହିଦ ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ପ୍ରଗତିଶୀଳ ସାହିତ୍ୟାନୁଷ୍ଠାନ ଓଡ଼ିଆ ଭାଷା ବିକାଶ ମଞ୍ଚ ଓ ସେକ୍ଟର ୩ସ୍ଥିତ ବାଜି ରାଉତ ଶିକ୍ଷା ନିକେତନର ମିଳିତ ଆନୁକୂଲ୍ୟରେ ସହିଦ୍ ଭଗତ ସିଂଙ୍କ ବଳିଦାନ ଦିବସ ବା ୯୪ତମ ସହିଦ ଦିବସ ବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷୟିତ୍ରୀ
Read More...