Monthly Archives

March 2025

କାଳବୈଶାଖୀ ବର୍ଷାରେ ଭିଜିବ ଓଡ଼ିଶା

ଭୁବନେଶ୍ୱର : ଆଜି ରାଜ୍ୟର ୪ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଅଛି । କାଳବୈଶାଖୀ ପ୍ରଭାବ ମୟୂରଭଞ୍ଜ, କେନ୍ଦୁଝର,ବାଲେଶ୍ୱର ଓ ଭଦ୍ରକରେ ଭାରୀ ବର୍ଷା ହେବ । ଆଉ ୧୨ ଜିଲ୍ଲାରେ ବର୍ଷା ୫୦ରୁ ୬୦ କିମି ବେଗରେ ପବନ ବହିବା ସହ ବିଜୁଳି ଓ ଘଡ଼ଘଡ଼ି ସମ୍ଭାବନା ଅଛି । ପାଣିପାଗ ବିଭାଗ ଏଭଳି
Read More...

ଦେଶର ୧ ବିଲିୟନ ଟନ୍ କୋଇଲା ଉତ୍ପାଦନର ଐତିହାସିକ ସଫଳତାକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତର ୧ ବିଲିୟନ ଟନ୍ କୋଇଲା ଉତ୍ପାଦନର ଐତିହାସିକ ସଫଳତାକୁ ପ୍ରଶଂସା କରିଛନ୍ତି, ଯାହା ଶକ୍ତି ସୁରକ୍ଷା, ଆର୍ଥିକ ଅଭିବୃଦ୍ଧି ଏବଂ ଆତ୍ମନିର୍ଭରଶୀଳତା ପ୍ରତି ଦେଶର ଗୁରୁତ୍ୱପୂର୍ଣ୍ଣ ପ୍ରତିବଦ୍ଧତାକୁ ଦର୍ଶାଉଛି । ଶ୍ରୀ ମୋଦୀ
Read More...

ଦେଓଗାଁ ଚିନିକଳ ସଂଘର୍ଷ ସମିତି

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଶିଶୁ ଉଦ୍ୟାନ ଠାରେ ଦେଓଗାଁ ଚିନିକଳ ପୁନରୁଦ୍ଧାର ସଂପର୍କରେ ତୀବ୍ର ଆଲୋଚନା ଚକ୍ର ହୋଇଯାଇଛି । ଏହି ବିଷୟରେ ଅନେକ ବୁଦ୍ଧିଜୀବୀ ନିଜର ମତାମତ ରଖିଥିଲେ । ଦେଓଗାଁ ଚିନିକଳର ଆବଶ୍ୟକତା ସଂପର୍କରେ ଆଲୋଚନା ହୋଇଥିଲା । ଏହି ବାବଦରେ ଏକ କମିଟି ଗଠନ କରାଯାଇଛି
Read More...

ଗୁଡିଘାଟ ପ୍ରାଥମିକ ସ୍ଵାସ୍ଥ୍ୟ କେନ୍ଦ୍ର ଆୟୁଷ ଡାକ୍ତରଙ୍କ କଳାବ୍ୟାଜ୍ ପିନ୍ଧି ପ୍ରତିବାଦ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲାର ବିଭିନ୍ନ ପିଏଚ୍‌ସି ଓ ସିଏଚ୍‌ସିମାନଙ୍କରେ କାର୍ଯ୍ୟରତ ଆୟୁଷ ଡାକ୍ତରମାନେ ଶୁକ୍ରବାରଠାରୁ କଳାବ୍ୟାଜ୍ ପିନ୍ଧି କାର୍ଯ୍ୟ କରୁଛନ୍ତି। । ସେମାନେ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ଏଭଳି କଳାବ୍ୟାଜ୍ ପିନ୍ଧି କାର୍ଯ୍ୟ କରିବେ । ଦୀର୍ଘ
Read More...

ଦେଢ଼ବର୍ଷର ଶିଶୁ ନିଖୋଜ ଘଟଣା : ୧୧ ଦିନ ପରେ ଶିଶୁର ଗଳିତ ଶବକୁ ଠାବ କଲା ପୁଲିସ

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ଦେଢ଼ବର୍ଷର ଶିଶୁ ନିଖୋଜ ଘଟଣା । ୧୧ ଦିନ ପରେ ଠାବ ହେଲା ଶିଶୁର ଗଳିତ ଶବ । ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସଦର ପଞ୍ଚାୟତ ୧୫ ନମ୍ବର ୱାର୍ଡ ଘାଗୁଡିମାଳ ଗ୍ରାମର ଅଜିତ ନାଗବଂଶଙ୍କ ନିଖୋଜ ପୁଅର ୧୧ ଦିନ ପରେ ଗଳିତ ଶବକୁ ଠାବ କଲା ପୋଲିସ ।
Read More...

ଗ୍ରୀଷ୍ମ ପ୍ରବାହ ପାଇଁ ପ୍ରସ୍ତୁତି ବୈଠକ : ପାଣି ସମସ୍ୟା ନେଇ ଗର୍ଜିଲେ ଲୋକ ପ୍ରତିନିଧି

ସଇଁତଲା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ସ୍ଥିତ ରାଜୀବ ଗାନ୍ଧୀ ସେବା କେନ୍ଦ୍ର ପରିସରରେ ବ୍ଲକସ୍ତରୀୟ ଗ୍ରୀଷ୍ମ ପ୍ରବାହ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସଇଁତଲା ବିଡ଼ିଓ ପୁରୁଷୋତ୍ତମ ମିର୍ଦ୍ଧାଙ୍କ ଅଧ୍ୟକ୍ଷତା ଅନୁଷ୍ଠିତ ବୈଠକରେ ବ୍ଲକ
Read More...

ଜ୍ଞାନଜ୍ୟୋତି ପବ୍ଲିକ ସ୍କୁଲରେ ନବଗତଙ୍କୁ ସ୍ୱାଗତ ଓ ଗ୍ରାଜୁଏସନ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ଥାନୀୟ ଜ୍ଞାନଜ୍ୟୋତି ପବ୍ଲିକ ସ୍କୁଲରେ କୁନି କୁନି ପିଲାମାନଙ୍କର ସ୍ୱାଗତ ଓ ଗ୍ରାଜୁଏସନ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଜ୍ଞାନଜ୍ୟୋତି ଚାରିଟେବଲ ଟ୍ରଷ୍ଟର ଚେୟାରପର୍ସନ ଡକ୍ଟର ମିନାକ୍ଷୀ ଷଡ଼ଙ୍ଗୀ ଯୋଗଦେଇଥିଲେ ।
Read More...

ମାନସିକ ରୋଗୀଙ୍କ ସ୍ୱାସ୍ଥ୍ୟ ଓ ପୁନର୍ବାସ ପାଇଁ ବ୍ଲକ ସ୍ତରିୟ କାର୍ଯ୍ୟକ୍ରମ ଶୁଭାରମ୍ଭ

ପାଇକମାଳ, (କେପିଏନ୍‌ଏସ୍‌) : ପାଇକମାଳ ସ୍ଥିତ ନୃସିଂହନାଥ ଧର୍ମଶାଳା ଠାରେ ମାନସିକ ରୋଗୀଙ୍କ ସ୍ୱାସ୍ଥ୍ୟ ଓ ପୁନର୍ବାସ ପାଇଁ ବ୍ଲକ ସ୍ତରିୟ କାର୍ଯ୍ୟକ୍ରମ ପଲ୍ଲି ଆଲୋକ ପାଠାଗାର ବଲାଙ୍ଗିର ଆନୁକୁଲ୍ୟରେ ଗୁରୁବାର ଶୁଭାରମ୍ଭ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ପାଇକମାଳ ଗୋଷ୍ଠୀ ଉନ୍ନୟନ
Read More...

ତହଁକ୍ କୁଟୁମ୍‌ର ବିଶ୍ୱ କବିତା ଦିବସ ପାଳନ

ସାମାଜିକ ଦୃଷ୍ଟିପାତ ହିଁ ଆଜିର କବିତାର ଆବଶ୍ୟକତା ବଲାଙ୍ଗିର, (ରାଜେଶ ଦଣ୍ଡସେନା) : ଆଜି ସ୍ଥାନୀୟ କବିତା ଶାଲ୍‌ଠାରେ ତହଁକ୍ କୁଟୁମ୍ ପକ୍ଷରୁ ବିଶ୍ୱ କବିତା ଦିବସ ଆୟୋଜିତ ହୋଇଯାଇଛି । ମୁଖ୍ୟ ସଂପାଦକ ଅର୍ଜୁନ କୁମାର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ କୋସଲି କବିତା ଆସରରେ
Read More...

ବୁର୍ଡା ପେକ୍ସର ବାର୍ଷିକ ସାଧାରଣ ସଭା

ଲୋଇସିଂହା, (କେପିଏନ୍‌ଏସ୍‌) : ଆନ୍ତର୍ଜାତୀୟ ସମବାୟ ବର୍ଷ ଅବସରରେ ଲୋଇସିଂହା ବ୍ଲକ ବୁର୍ଡ଼ା ପ୍ରାଥମିକ କୃଷି ସମବାୟ ସମିତିର ବାର୍ଷିକ ସାଧାରଣ ପରିଷଦ ବୈଠକ ସ୍ଥାନୀୟ ସିଆଲବାହାଲି ଗ୍ରାମଠାରେ ଅନୁଷ୍ଠିତ ହୋଇଯାଇଛି । ପେକ୍ସ ପରିଚାଳନା ପରିଷଦ ସଭାପତି ବାଲଗୋପାଳ ସାହୁଙ୍କ ଅଧ୍ୟକ୍ଷତାରେ
Read More...