Monthly Archives

March 2025

ମୁରିବାହାଲ ବ୍ଲକ ଆଉଟସୋର୍ସିଂ କର୍ମଚାରୀଙ୍କ କଳାବ୍ୟାଜ୍ ପରିଧାନ ସହ ପ୍ରତିବାଦ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ଓଡ଼ିଶା ସରକାରୀ ଆଉଟସୋର୍ସିଂ କର୍ମଚାରୀ ମହାସଂଘ ଆହ୍ଵାନକ୍ରମେ ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକର ବିଭିନ୍ନ କାର୍ଯ୍ୟାଳୟରେ କାର୍ଯ୍ୟରତ ବହୁ ଆଉଟସୋର୍ସିଂ କର୍ମଚାରୀ ବୁଧବାରଠାରୁ କଳାବ୍ୟାଜ୍ ପରିଧାନ କରି ପ୍ରତିବାଦ କରୁଛନ୍ତି । ଜିଲ୍ଲାର ସମସ୍ତ
Read More...

ବାଧ୍ୟତାମୂଳକ ସେବା ନିବୃତ୍ତ ନିଷ୍ପତ୍ତି ବିରୁଦ୍ଧରେ କଳାବ୍ୟାଚ ପରିଧାନ

ରାଉରକେଲା, (ସସ୍ମିତା ପ୍ରଧାନ) : ସେଲ୍ ମ୍ୟାନେଜମେଣ୍ଟର ବାଧ୍ୟତାମୂଳକ ସେବା ନିବୃତ୍ତ ନିଷ୍ପତ୍ତି ବିରୁଦ୍ଧରେ ବରସୁଆଁ ଲୌହଖଣି ଅଧିକାରୀ ସଂଘ କଳାବ୍ୟାଚ ପରିଧାନ କରି ବିରୋଧ ପ୍ରଦର୍ଶନ କରିଛନ୍ତି । ସୂଚନାଯୋଗ୍ୟ ଯେ, ଗତ ଫେବୃଆରୀ ୧୩ ତାରିଖ ଦିନ ସୁନ୍ଦରଗଡ ଜିଲ୍ଲାର ଆର୍‌ଏସ୍‌ପି
Read More...

ଓଡିଶା ଦିବସ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସୂଚନା ଓ ଲୋକ ସଂପର୍କ କାର୍ଯ୍ୟାଳୟ ଓ ପ୍ରଶାସନ ପକ୍ଷରୁ ଓଡିଶା ଦିବସ ୨୦୨୫ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଆଜି ଅତିରିକ୍ତ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ  ଅତିରିକ୍ତ ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । 
Read More...

ଖପ୍ରାଖୋଲ ତହସିଲ ଅଞ୍ଚଳରେ ମାଳମାଳ ବେଆଇନ ଇଟାଭାଟି : ପ୍ରଶାସନ ଜରିମାନା ଆଦାୟ କରି ଚୁପ୍‌ଚାପ୍‌

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଖପ୍ରାଖୋଲ ତହସିଲ ଅଞ୍ଚଳର ବିଭିନ୍ନ ରାଜସ୍ୱ ଗ୍ରାମରେ ମାତିଛନ୍ତି ଇଟା ମାଫିଆ । ଖପ୍ରାଖୋଲ ବ୍ଲକର ବିଭିନ୍ନ ପଞ୍ଚାୟତରେ ମାଳମାଳ ବେଆଇନ ଇଟାଭାଟି ଗଢିଉଠିଛି । ଇଟାଭାଟି ଦ୍ୱାରା ପରିବେଶ ପ୍ରଦୂଷଣ ହେବା ସହ ତାପମାତ୍ରା ବୃଦ୍ଧି ପାଇ ପରିବେଶ ସନ୍ତୁଳନ
Read More...

ବଲାଙ୍ଗିର ସହର ମାଲପଡା ସ୍ଥିତ ମଣ୍ଟେଶ୍ୱରୀ ପବ୍ଲିକ ସ୍କୁଲରେ ବିଶ୍ଵ ପଖାଳ ଦିବସ ପାଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସହର ମାଲପଡା ସ୍ଥିତ ମଣ୍ଟେଶ୍ୱରୀ ପବ୍ଲିକ ସ୍କୁଲରେ ବିଶ୍ଵ ପଖାଳ ଦିବସ ପାଳନ କରାଯାଇଛି । ବିଦ୍ୟାଳୟର ପ୍ରିନ୍ସିପାଲ ରବିଚନ୍ଦ୍ର ଉଦଗାତାଙ୍କ ନେତୃତ୍ୱରେ ଆୟୋଜିତ ହୋଇଥିବା ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଅଧ୍ୟକ୍ଷ ବୀରେନ୍ଦ୍ର ଉଦଗାତା, ପୂର୍ବତନ ସୈନିକ
Read More...

ଅଗ୍ନିବୀର ଯୋଜନା ମାଧ୍ୟମରେ ସମ୍ବଲପୁରରେ : ଆର୍ମି ନିଯୁକ୍ତି ପଞ୍ଜୀକରଣ ଆରମ୍ଭ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଅନୁଗୁଳ , ବରଗଡ , ବଲାଙ୍ଗିର , ଢେଙ୍କାନାଳ ,ଦେବଗଡ ,ଝାରସୁଗୁଡା ,କେନ୍ଦୁଝର ,ସମ୍ବଲପୁର ,ସୁବର୍ଣପୁର ଓ ସୁନ୍ଦରଗଡ ଜିଲ୍ଲା ର ଯୋଗ୍ୟ ପ୍ରାର୍ଥୀଙ୍କ ନିମନ୍ତେ ଅଗ୍ନିପଥ ଯୋଜନା ମାଧ୍ୟମରେ ଆର୍ମି ନିଯୁକ୍ତି ପଞ୍ଜୀକରଣ ଆରମ୍ଭ ହୋଇଯାଇଛି । ଏହି ଆର୍ମି
Read More...

ସ୍ୱର୍ଗତ ଲିଙ୍ଗରାଜ ଚିନ୍ଦାଙ୍କୁ ଶ୍ରଦ୍ଧାଞ୍ଜଳି

ପାଟଣାଗଡ଼, (କେପିଏନ୍‌ଏସ୍‌) : ପାଟଣାଗଡର ଅଗ୍ରଣୀ ଅନୁଷ୍ଠାନ ପାଟଣେଶ୍ୱରୀ ସାହିତ୍ୟ ସଂସଦ ଟ୍ରଷ୍ଟ ପକ୍ଷରୁ ଆଭାସୀ ମାଧ୍ୟମରେ ସ୍ୱର୍ଗତ କବି ଲିଙ୍ଗରାଜ ଚିନ୍ଦାଙ୍କ ଆତ୍ମାର ସଦଗତି ପାଇଁ ଦୁଇ ମିନିଟ ନୀରବ ପ୍ରାର୍ଥନା କରି ଶୋକସଭା ପାଳନ କରାଯାଇଥିଲା । ଅନୁଷ୍ଠାନର ସଭାନେତ୍ରୀ ସଂଯୁକ୍ତା
Read More...

ଟିଟିଲାଗଡ଼ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ : ସହରର ପ୍ରାଇଭେଟ୍ ସ୍କୁଲକୁ ଦେଲେ ସୋ କଜ ନୋଟିସ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକଙ୍କ ) : ପ୍ରାଇଭେଟ ସ୍କୁଲରେ ନିଜେ ବହିଖାତା ବିକ୍ରୀ କରୁଥିବା ଜାଣି ଟିଟିଲାଗଡ଼ ବହି ଦୋକାନୀ ସଂଘ ପକ୍ଷରୁ ଏକ ଦାବିପତ୍ର ଉପଜିଲ୍ଲାପାଳଙ୍କ ଜରିଆରେ ରାଜ୍ୟର ମୂଖ୍ୟମନ୍ତ୍ରୀ, ଶିକ୍ଷା ମନ୍ତ୍ରୀ, ଜିଲ୍ଲାପାଳ, ଜିଲ୍ଳା ଶିକ୍ଷା ଅଧିକାରୀ, ଟିଟିଲାଗଡ଼ ବଣିକ
Read More...

ୱାଇଏମ୍‌ଏଫ୍‌ଆଇ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସରେ ଆଲୋଚନା ଚକ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ୟୁଥ ମୁଭମେଣ୍ଟ ଫେଡରେସନ ଅଫ୍ ଇଣ୍ଡିଆ ଆନୁକୂଲ୍ୟରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ଅବସରରେ ନିଆରା ଆଲୋଚନା ଚକ୍ର ଓ ପ୍ରେରଣା ପ୍ରତିଭା ସମ୍ମାନ ସମାରୋହ ସ୍ଥାନୀୟ ଭଞ୍ଜ ଭବନ ସ୍ଥିତ ଆଦର୍ଶ ସାହିତ୍ୟ ଘର ଠାରେ ଅନୁଷ୍ଠିତ ହୋଇଯାଇଛି । ସାଧାରଣ ସଂପାଦକ
Read More...

ବ୍ରହ୍ମପୁର ଜିଲ୍ଲାରେ ଆଇନ୍ ଶୃଙ୍ଖଳା ପରିସ୍ଥିତିକୁ ନେଇ କାର୍ଯ୍ୟାନୁଷ୍ଠାନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ପୋଲିସ ଜିଲ୍ଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡ଼ିି ଯାଇଥିବା ପରିଲକ୍ଷିତ ହୋଇଛି । ଯାହାକି ବ୍ରହ୍ମପୁର ମହାନଗର ନିଗମ ଅଞ୍ଚଳରେ ବିଶେଷ କରି କୋଉଠି ନା କୋଉଠି ବିଶୃଙ୍ଖଳା ସୃଷ୍ଟି ହେବା, ରାହାଜାନୀ, ହଣାମରା, ଗୁଣ୍ଡାଗିରି
Read More...