Monthly Archives

March 2025

କଣ୍ଟାବାଞ୍ଜି ମାଟିର ମହୋତ୍ସବ ଆରମ୍ଭ

ତୁରେକେଲା, (ପିତାମ୍ବର ଦୀପ) : କଣ୍ଟାବାଞ୍ଜି ରେଲବାଇ ଖେଳପଡ଼ିଆ ଠାରେ ସୋମବାର ସନ୍ଧ୍ୟାରେ କଣ୍ଟାବାଞ୍ଜି ମାଟିର ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି । ମାଟିର ମହୋତ୍ସବର ସଭାପତି ବ୍ରଜଶ୍ୟାମ ଗୁରୁଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାଟିର ମହୋତ୍ସବର ଅଧ୍ୟକ୍ଷ
Read More...

ସାର୍ ସିୱସାଗର୍ ରାମଗୁଲାମ ଏବଂ ସାର୍ ଅନିରୁଦ୍ଧ ଜଗନ୍ନାଥଙ୍କ ସମାଧିସ୍ଥଳରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପାମ୍ପଲମୋସେସ୍ର ସାର୍ ସିୱସାଗର୍ ରାମଗୁଲାମ ବୋଟାନିକ୍ ଗାର୍ଡେନ୍‌ରେ ସାର୍ ସିୱସାଗର୍ ରାମଗୁଲାମ ଏବଂ ସାର୍ ଅନିରୁଦ୍ଧ ଜଗନ୍ନାଥଙ୍କ ସମାଧିସ୍ଥଳରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏହି ମାଲ୍ୟାର୍ପଣ ସମାରୋହରେ
Read More...

ନାବାଳିକା ଅପହରଣ ଅଭିଯୋଗରେ ଯୁବକ ଗିରଫ

ବଲାଙ୍ଗିର, (କେପିଏନ୍‌ଏସ୍‌) : ନାବାଳିକାକୁ ଅପହରଣ କରିବା ଅଭିଯୋଗରେ ଆଗଲପୁର ପୋଲିସ ଜନୈକ ଯୁବକକୁ ଗିରଫ କରିବା ସହିତ କୋର୍ଟ ଚାଲାଣ କରାଯାଇଛି । ଗିରଫ ଅଭିଯୁକ୍ତ ଜଣକ ହେଲେ ବଲାଙ୍ଗିର ଜିଲ୍ଲା ଆଗଲପୁର ଥାନା ଅନ୍ତର୍ଗତ ତେଲେନପାଲି ଗ୍ରାମର ସ୍ୱର୍ଗତ ଧରଣୀ ଗଡତ୍ୟାଙ୍କ ପୁଅ ବୁଲୁ (୨୮) ।
Read More...

ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ଅବସରରେ ଆଲୋଚନା ଚକ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ଅଖିଳ ଭାରତୀୟ ସାହିତ୍ୟ ପରିଷଦ, ରାଉରକେଲା ଶାଖା ଓ ଓଡ଼ିଆ ବିଭାଗ, ରାଉରକେଲା କଲେଜର ମିଳିତ ଆନୁକୂଲ୍ୟରେ ଏକ ଆଲୋଚନା ଚକ୍ର ସ୍ଥାନୀୟ ସେକ୍ଟର -୪ ସ୍ଥିତ ରାଉରକେଲା କଲେଜ, ରାଉରକେଲା ପରିସରରେ ଅନୁଷ୍ଠିତ ହୋଇଯାଇଛି । ସାହିତ୍ୟ ପରିଷଦର ରାଉରକେଲା ଶାଖା
Read More...

ପଂଚାୟତ ସ୍ତରୀୟ ଜନଶୁଣାଣି ଶିବିର

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ବକଟୀ ଗ୍ରାମପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ବକଟୀ ପଂଚାୟତର ନାଏବ ସରପଂଚ ସୁଶିଳ ସେଠ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ରିତିକା ରାଣୀ ପଟ୍ଟନାୟକ ଓ ଅତିରିକ୍ତ
Read More...

ବିବେକାନନ୍ଦ ବିଦ୍ୟାମନ୍ଦିର ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସହରର ସେକ୍ଟର-୧୮ ସ୍ଥିତ ବିବେକାନନ୍ଦ ବିଦ୍ୟାମନ୍ଦିର ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଦୀର୍ଘ ୩୬ବର୍ଷର ଶିକ୍ଷକତା ଜୀବନରୁ ଅବସର ନେଇଥିବା ପ୍ରଧାନ ଶିକ୍ଷକ ରଶ୍ମିତ
Read More...

୫୬ କୁଇଣ୍ଟାଲ ମାଣ୍ତିଆ ହଡପ : ମାଣ୍ତିଆ ପାଇନାହାନ୍ତି ହିତାଧିକାରୀ

ନୂଆପଡ଼ା, (କେପିଏନ୍‌ଏସ୍‌) : ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତରେ ମାଣ୍ତିଆ ବଣ୍ଟନରେ ଅନିୟମିତତା ନେଇ ଅଭିଯୋଗ ହୋଇଥିଲା । ହେଲେ ଦିନକୁ ଦିନ ତାର ଗୁମର ଖୋଲିବାରେ ଲାଗିଛି । ଚଟିଆଗୁଡା ପଞ୍ଚାୟତରେ ୨୦୨୩ରୁ ମାଣ୍ତିଆ ବଣ୍ଟନରେ ଅନିୟମିତତା କରି ପ୍ରାୟ ୫୬
Read More...

ଗୌଡ଼ଗୋଠ ଶ୍ରୀଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବ

ଦେଓଗାଁ, (ମନୀଷ କୁମାର ସାହୁ) : ଗତ ରବିବାର ଦିନରୁ ଦେଓଗାଁ ବ୍ଳକ ଗୌଡ଼ଗୋଠର ବହୁ ପ୍ରତିକ୍ଷୀତ ଶ୍ରୀ ଶ୍ରୀଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଆରମ୍ଭ ହୋଇଯାଇଛି । ରବିବାର ଦିନ କଳସଯାତ୍ରା ଓ ଅଧିବାସ କାର୍ଯ୍ୟକ୍ରମ ହୋଇଥିବା ବେଳେ ସୋମବାର ମନ୍ଦିର ପ୍ରତିଷ୍ଠା ଆରମ୍ଭ ହୋଇଛି । ଆସନ୍ତା ୧୩
Read More...

ଜିଲ୍ଲା ସ୍ତରୀୟ ଶିକ୍ଷଣ-ଶିକ୍ଷାଦାନ ସାମଗ୍ରୀ ପ୍ରଦର୍ଶନୀ ଉଦ୍‌ଯାପିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ସ୍ଥାନୀୟ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ, ମୟୂରଭଞ୍ଜରେ ଦୁଇଦିନିଆ ଜିଲ୍ଲା ସ୍ତରୀୟ ଶିକ୍ଷଣ-ଶିକ୍ଷାଦାନ ସାମଗ୍ରୀ ପ୍ରଦର୍ଶନୀ ଉଦ୍‌ଯାପିତ ହୋଇଯାଇଛି । ପ୍ରତିଷ୍ଠାନର ଅଧ୍ୟକ୍ଷ ପ୍ରମୋଦ କୁମାର ଡ଼ାକୁଆଙ୍କର ପୌରୋହିତ୍ୟରେ ଆୟୋଜିତ
Read More...

ମାଟିର ମହୋତ୍ସବ କାର୍ଯ୍ୟକ୍ରମରେ ପ୍ରଭାତ କ୍ଲବ ସମ୍ମାନିତ

ତୁରେକେଲା, (ପିତାମ୍ବର ଦୀପ) : କଣ୍ଟାବାଞ୍ଜି ମାଟିର ମହୋତ୍ସବ କାର୍ଯ୍ୟକ୍ରମରେ କଣ୍ଟାବାଞ୍ଜି ପ୍ରଭାତ କ୍ଲବକୁ ସର୍ବଦା ଶ୍ରେଷ୍ଠ ଖେଳ ପ୍ରଦର୍ଶନ ପାଇଁ ସମ୍ମାନିତ କରାଯାଇଛି । କଣ୍ଟାବାଞ୍ଜି ପ୍ରଭାତ କ୍ଲବ ଏକ ପୁରୁଣା କ୍ରିକେଟ ଏବଂ ଫୁଟବଲ କ୍ଲବ ଅଟେ । କଣ୍ଟାବାଞ୍ଜି ମାଟିର ମହୋତ୍ସବ
Read More...