Monthly Archives

March 2025

ଦେଷଣ୍ଢ ୟୁପି ସ୍କୁଲରେ ବାର୍ଷିକ ଉତ୍ସବ ପାଳିତ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଦେଷଣ୍ଢ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ମହାସମାରୋହ ପାଳନ ହୋଇଯାଇଛି । ପ୍ରଧାନ ଶିକ୍ଷକ ତେଜରାଜ ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସରପଞ୍ଚ ଯଶୋଦା ମେହେର ଯୋଗ ଦେଇଥିବା ବେଳେ
Read More...

କଣ୍ଟାବାଞ୍ଜି ମାଟିର୍ ମହୋତ୍ସବ ପାଇଁ ମଶାଲ ଶୋଭାଯାତ୍ରା

ତୁରେକେଲା, (ପିତାମ୍ବର ଦୀପ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ରେଲବାଇ ଖେଳପଡ଼ିଆ ଠାରୁ ସୋମବାର ଆରମ୍ଭ ହୋଇଯାଇଛି କଣ୍ଟାବାଞ୍ଜି ମାଟିର୍ ମହୋତ୍ସବ । ସୋମବାର ସକାଳ ପ୍ରାୟ ୯ଟା ସମୟରେ କଣ୍ଟାବାଞ୍ଜି ଗ୍ରାମ ଦେବୀ ମାଁ ଦ୍ୱାରଶନୀଙ୍କ ମନ୍ଦିରରେ ପୂଜା ଅର୍ଚ୍ଚନା କରି ମଶାଲ ଯାତ୍ରା ସେଠାରୁ
Read More...

ପଦ୍ମପୁର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଦଶମ ଶ୍ରେଣୀର ସମାବର୍ତ୍ତନ ଉତ୍ସବ ପାଳିତ

ପଦ୍ମପୁର, ( ନିରୋଜ କୁମାର ପାଣୀ) : ସରସ୍ଵତୀ ଶିଶୁବିଦ୍ୟା ମନ୍ଦିରରେ ସମାବର୍ତ୍ତନ ଉତ୍ସବ ପାଳିତ ହୋଇ ଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ମାନେ ଦୀପ ପ୍ରଜ୍ୱଳନ ପୂର୍ବକ ଦଶମ ଶ୍ରେଣୀର ଛାତ୍ରଛାତ୍ରୀଙ୍କୁ ଭବିଷ୍ୟତରେ କିପରି ନିଜ ଜୀବନକୁ ଗଢି ତୋଳିବେ ସେ ବିଷୟରେ ମାର୍ଗଦର୍ଶନ କରିଥିଲେ ।
Read More...

ମୟୂରଭଞ୍ଜ ସାହିତ୍ୟ ପରିଷଦର ୪୦ ତମ ବାର୍ଷିକୋତ୍ସବ ପାଳିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଜିଲ୍ଲାର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ମୟୂରଭଞ୍ଜ ସାହିତ୍ୟ ପରିଷଦର ୪୦ତମ ବାର୍ଷିକୋତ୍ସବ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଆୟୋଜିତ ହୋଇଯାଇଛି । ପୂର୍ବାହ୍ନରେ ପରିଷଦର ପତାକା ଉତ୍ତୋଳନ ପରେ ଉଦ୍‌ଘାଟନୀ ପର୍ବ ପରିଷଦର ସଭାପତି ପଦ୍ମନାଭ ସାହୁଙ୍କ
Read More...

ଘର ହିଁ ବିଦ୍ୟାଳୟ ତୃତୀୟ ପର୍ଯ୍ୟାୟ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ଵତୀ ଶିଶୁବିଦ୍ୟା ମନ୍ଦିର ବାଟିକା ବିଭାଗରେ ଘର ହିଁ ବିଦ୍ୟାଳୟ ତୃତୀୟ ପର୍ଯ୍ୟାୟ ଅନୁଷ୍ଠିତ ହୋଇ ଯାଇଛି । ମୂଖ୍ୟ ଅତିଥି ଭାବେ ଡଃ.ସମୀର ମେହେର ଯୋଗଦେଇ ଦୀପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମକୁ ଉଦଘାଟନ କରି ଶିଶୁ ମାନଙ୍କର କେଉଁ ରୋଗ ବେଳେ
Read More...

ଭାଲୁମୁଣ୍ଡାରେ ମଣ୍ଡଳ ସ୍ତରୀୟ ପଚାଶ ଘର ଖଡୁରା ସମାଜ ସମାବେଶ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଭାଲୁମୁଣ୍ଡା ଠାରେ ମଣ୍ଡଳ ସ୍ତରୀୟ ଖଡୁରା ସମାଜର ସମାବେଶ ଶ୍ୟାମ ସାହୁଙ୍କ ନେତୃତ୍ୱରେ ଓ ଭାଲୁମୁଣ୍ଡା ଖଡୁରା ସମାଜର ସଭାପତି ତପନ କୁମାର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ସମାଜର ନବ
Read More...

ଟିଟିଲାଗଡ଼ ଏସସିଡି ସେଣ୍ଟରରେ, ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ବ୍ଲକ ସ୍ତରୀୟ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦ୍‌ଘାଟିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ରାଜ୍ୟ ସରକାରଙ୍କ ଭିନ୍ନକ୍ଷମ ସଶକ୍ତିତ୍ରୀକରଣ ବିଭାଗ ଏବଂ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀଙ୍କ ତତ୍ତ୍ଵାବଧାନରେ ଟିଟିଲାଗଡ଼ ଏସସିଡି ସେଣ୍ଟରରେ ସମ୍ପାଦକ ଜ୍ୟୋତିରଞ୍ଜନ ପାଇକଙ୍କ ଅଧ୍ୟକ୍ଷତାରେ ବ୍ଲକ ସ୍ତରୀୟ କ୍ରୀଡା ଓ ସାଂସ୍କୃତିକ ପ୍ରତିଯୋଗିତା
Read More...

ପ୍ରଧାନ ଶିକ୍ଷୟିତ୍ରୀ ଭୁଲିଗଲେ ମାନବିକତା

ଜଗତସିଂହପୁର : ପ୍ରଧାନ ଶିକ୍ଷୟିତ୍ରୀ ଭୁଲିଗଲେ ମାନବିକତା । ଅଣଶୁଦ୍ଧିଆ ବୋଲି ପିଲାଙ୍କୁ ବସାଇଦେଲେ ବାହାରେ । ଶ୍ରେଣୀ ଗୃହରେ ନବସାଇ ବାହାରେ ବସାଇଲେ । ଜଗତସିଂହପୁର ଜିଲ୍ଲା ବାଲିକୁଦା ବ୍ଲକ ନାଗପୁର ପଞ୍ଚାୟତ ଠାକୁର ପାଟଣା ପ୍ରାଥମିକ ବିଦ୍ୟାଳୟରେ ଦେଖିବାକୁ ମିଳିଛି ଏମିତି ଘଟଣା
Read More...

ଉତ୍କଳ କଳାକାର ଏକାଡେମୀ ତରଫରୁ, ଚଳଚ୍ଚିତ୍ର ଅଭିନେତା ଉତ୍ତମ ମହାନ୍ତିଙ୍କ ଶୋକସଭା ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଉତ୍କଳ କଳାକାର ଏକାଡେମୀ ତରଫରୁ ଜୀହୁବା ଗୃପ୍ ପ୍ଲଟ ନମ୍ଵର -୪୬୦ ଶହୀଦ ନଗର ଠାରେ ବରିଷ୍ଠ ଚଳଚିତ୍ର ଅଭିନେତା ସ୍ୱର୍ଗତ ଉତ୍ତମ ମହାନ୍ତିଙ୍କ ଶୋକସଭା ପାଳନ କରାଯାଇଥିଲା । ଉକ୍ତ ଶୋକସଭାରେ ନୃସିଂହ ନାଥ ନନ୍ଦ, ଉତ୍କଳ କଳାକାର ଏକାଡେମୀର ପ୍ରତିଷ୍ଠାତା
Read More...

ଘର ଭିତରୁ ୨ ଭାଇଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ଵର : ଫତେଗଡ଼ ଥାନା ଧାନଚେଙ୍ଗଡ଼ା ଶିବ ମନ୍ଦିର ନିକଟ ଏକ ଘର ଭିତରୁ ୨ ନାବାଳକ ଭାଇଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଜଣଙ୍କ ବୟସ ୧୪ ବର୍ଷ ହୋଇଥିବା ବେଳେ ଅନ୍ୟ ଜଣଙ୍କ ବୟସ ୧୨ ବର୍ଷ ହେବ ବୋଲି ଜଣାପଡ଼ିଛି । ପ୍ରେମ ସମ୍ପର୍କ ଯୋଗୁଁ ୨ ପୁଅଙ୍କୁ ହତ୍ୟା କରି ବାପା ଟାଙ୍ଗି
Read More...